Browsing Category

ଆଜିର ଖବର

ଆସନ୍ତା ୧୩ ତାରିଖ ଯାଏ କାଁ ଭାଁ ବର୍ଷା ହେବ

ଆସନ୍ତା ୧୩ ତାରିଖ ଯାଏ କାଁ ଭାଁ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।ମୌସୁମୀ ଟ୍ରପ୍‌ ବର୍ତ୍ତମାନ ପୂର୍ବ- ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏଥିସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ

ଆଜିଠୁ ପିତୃପକ୍ଷ ଆରମ୍ଭ

ଆଜିଠୁ ପିତୃପକ୍ଷ ଆରମ୍ଭ। ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିରୁ ଆରମ୍ଭ ହୋଇଛି ପିତୃପକ୍ଷ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଓ ସମୁଦ୍ର ବେଳାଭୂମିରେ ଗହଳି ଦେଖିବାକୁ ମିଳିଛି । ବହୁ ଲୋକ ନିଜନିଜ ପିତୃ ପୁରୁଷଙ୍କ

ହାଟ ସମସ୍ୟା କୁ ନେଇ ବିଜେପି କର୍ମୀ ଙ୍କ ଭିତରେ ବାକ ଯୁଦ୍ଧ, ଅଭିନଵ ଉପାୟରେ ହାଟ ମଧ୍ୟରେ ଧାନ ଚାଷ ।ଲୋକ ଙ୍କ…

ପୁରୀ :-07/09/2025 ବିଜେପି କର୍ମୀ ଙ୍କ ମଧ୍ୟରେ କଥା କଟାକଟି। ସର୍ବ ସମ୍ମୁଖରେ ବିଜେପି କର୍ମୀ ଙ୍କ ପରସ୍ପର ପରସ୍ପର କୁ ଆକ୍ଷେପ।ପୁରୀ ଜିଲ୍ଲା କାକଟପୁର ଅଞ୍ଚଳ ସମେତ ସନ୍ନିକଟ ଅଞ୍ଚଳର ଶତାଧିକ ପରିବାର ଓଥକା ସାପ୍ତାହିକ ପରିବା ହାଟ ଓ ପରିବା ବଜାର ଉପରେ ନିର୍ଭର କରିଥାନ୍ତି। କିଛି ଦିନ

ସମାଜ ସେବାରେ ପ୍ରାଥମିକ ମାର୍ଗ ଦର୍ଶକ ହେଉଛି ଜାତୀୟ ସେବା ଯୋଜନାବୃକ୍ଷରୋପଣ ସହିତ ସଡ଼କ ସୁରକ୍ଷା ସଚେତନ କଲେ…

ଗଣିଆ (,ବିଶ୍ୱରଂଜନ ସେଠି) ଏକ ସୁସ୍ଥ ସମୃଦ୍ଧ ଓ ସୁଦୃଢ ସମାଜ ଗଠନ ନିମନ୍ତେ ପ୍ରତିଟି ବିଦ୍ୟାର୍ଥୀ ପାଠ୍ୟ ପୁସ୍ତକରୁ ଶିକ୍ଷା ଗ୍ରହଣ କରିବା ସହ ତୃଣମୂଳ ସ୍ତରରେ କିପରି ସମାଜର ହିତପାଇଁ ଏହା ବିନିଯୋଗ ହୋଇପାରିବ ଏଥିପାଇଁ ତତ୍ପର ପ୍ରକାଶ କରିବା ଉଚିତ । ଯେଉଁଥି ପାଇଁ ଜାତୀୟ ସେବା ଯୋଜନା

ଲାଲକିଲ୍ଲାରୁ ପ୍ରାୟ ଏକ କୋଟି ଟଙ୍କା ମୂଲ୍ୟର କଳସ ଚୋରି

ଦିଲ୍ଲୀ ସ୍ଥିତି ଲାଲ୍ କିଲ୍ଲା ପରିସରରେ ଗତ ମଙ୍ଗଳବାର ପ୍ରାୟ ଏକ କୋଟି ଟଙ୍କାର କଳସ ଚୋରି ହୋଇଯାଇଛି । କୁହାଯାଉଛି ଲାଲ୍ କିଲ୍ଲା ପରିସରରେ ଏକ ଧାର୍ମିକ ଅନୁଷ୍ଠାନ ଚାଲୁଥିଲା । ଏହି ସମୟ ମଧ୍ୟରେ କେହି ଦୁର୍ବୃତ୍ତ ୭୬୦ ଗ୍ରାମର ସୁନା ଓ ୧୫୦ ଗ୍ରାମର ହୀରା, ମାଣିକ୍ୟ, ଲାଗିଥିବା କଳସ ଚୋରି

କାଲି ରାତିରେ ଚନ୍ଦ୍ରଗ୍ରହଣ; ରାତି ୯ଟା ୫୮ରେ ଗ୍ରହଣ ସ୍ପର୍ଶ 

ଆସନ୍ତାକାଲି ଚଳିତ ବର୍ଷର ଦ୍ୱିତୀୟ ଚନ୍ଦ୍ରଗ୍ରହଣ ପଡୁଛି । ଭାଦ୍ରବ ଶୁକ୍ଲପକ୍ଷ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ଅନ୍ୟପଟେ ପୂର୍ଣ୍ଣିମାରେ ମଧ୍ୟ ପିତୃପକ୍ଷ ଆରମ୍ଭ ହେଉଛି । ଗ୍ରହଣ ୭ ତାରିଖ ରାତି ୯ଟା ୫୮ ମିନିଟରୁ ଆରମ୍ଭ ହୋଇ ଏହା ରାତି ୧ଟା ୨୬ ମିନିଟ୍‌ରେ ଶେଷ ହେବ ଗ୍ରହଣ ।

ଶ୍ରୀମନ୍ଦିରର ନିୟମକୁ ମାନୁନି ଇସ୍କନ । ଆଇନର ଆଶ୍ରୟ ନେବୁ- ଗଜପତି ମହାରାଜ

ଶ୍ରୀମନ୍ଦିରର ନିୟମକୁ ମାନୁନି ଇସ୍କନ । ପରମ୍ପରା ଭାଙ୍ଗି ବାରମ୍ବାର କରୁଛି ଅଦିନିଆ ରଥଯାତ୍ରା । ସାମ୍ବାଦିକ ସମ୍ମିଳନୀରେ ଗଜପତି ମହାରାଜଙ୍କ ଉଦବେଗ । ଦୁର୍ଭାଗ୍ୟଜନକ କହିଲେ ବରିଷ୍ଠ ସେବାୟତ ଓ ଜଗନ୍ନାଥ ସଂସ୍କୃତି ଗବେଷକ । ବାରମ୍ବାର ଇସ୍କନ ପକ୍ଷରୁ ଜଗନ୍ନାଥଙ୍କ ନୀତି କ୍ରାନ୍ତି ଭୁଲ

ମାଲଗାଁ ରେ ଘୁମୁରା ପ୍ରତିଯୋଗୀତା : ମାଳପଡା ବିଜୟୀ

ଚନ୍ଦାହାଣ୍ଡି- ତା 06.09(ନି:ପ୍ର) ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ମାଲଗାଁ ଠାରେ ସିଦ୍ଧି ବିନାୟକ ପୂଜା ସମିତି ପକ୍ଷରୁ ଆଜି ମହାସମାରୋହରେ ଘୁମୁରା ନାଚ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଆଜିର ଏହି କାର୍ଯ୍ୟକ୍ରମରେ ପୂର୍ବତନ ସାଂସଦ ରମେଶଚନ୍ଦ୍ର ମାଝୀ ମୁଖ୍ୟ

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏସଆଇ

୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ପୋଲିସ ଏସଆଇ । ବାଙ୍କୀ ଥାନା ସୁବଣ୍ଣପୁର ପୋଲିସ ବିଟର ଏସଆଇ ପ୍ରସନ୍ନ ମାହାଳି ଧରାପଡିଲେ ।ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପୋଡ଼ି ଘଟଣାରେ ପୂର୍ବରୁ ଏତଲା କରାଇବା ପାଇଁ ଟଙ୍କା ନେଇଥିଲେ ଫାଣ୍ଡି ଅଧିକାରୀ ପ୍ରସନ୍ନ କୁମାର ମାହାଳି । ଆଜି କ୍ଷତିପୂରଣ ସହ

ଏଫଏମ ରେଡ଼ିଓ ଦ୍ୱାରା ଟ୍ରାଫିକ ଅପଡେଟ ଦେବ କମିସନରେଟ ପୋଲିସ

ଏଣିକି ଏଫଏମ ରେଡିଓରେ ଶୁଣିବେ ଭୁବନେଶ୍ୱର ଟ୍ରାଫିକ ସମ୍ବନ୍ଧୀୟ ସୂଚନା । ଟ୍ରାଫିକ ସ୍ଥିତି ନେଇ ଅପଡେଟ ଦେବ କମିସନରେଟ ପୋଲିସ ।ଏଥିପାଇଁ ପୋଲିସ ସମସ୍ତ ଏଫଏମ ଚ୍ୟାନେଲ ସହିତ ସହଯୋଗ କରୁଛି । ଟ୍ରାଫିକ ପୋଲିସ ସହ ସେମାନେ ମିଶି କାମ କରିବେ । ଟ୍ରାଫିକ ପରିଚାଳନାକୁ ସୁଦୃଢ ପାଇଁ ଏଭଳି

କଲିକତାରେ ଥିବା ସାଇନ୍ସ ସିଟି ଭଳି ଭୁବନେଶ୍ୱରରେ ହେବ ସାଇନ୍ସ

ଭୁବନେଶ୍ୱରରେ ହେବ ସାଇନ୍ସ ସିଟି । ଏଥିପାଇଁ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଜୋରଦାର କସରତ ଚଳାଇଛନ୍ତି । ବିହାରର ପାଟନା ସାଇନ୍ସ ସିଟି ଦେଖି ଫେରିବା ପରେ ରାଜଧାନୀ ଭୁବନେଶ୍ବରରେ ଏପରି ଏକ ସାଇନ୍ସ ସିଟି ପ୍ରତିଷ୍ଠା କରିବା ପାଇଁ ମନ ବଳାଇଛନ୍ତି ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣ

SBI ଗ୍ରାହକଙ୍କ ପାଇଁ ଆସନ୍ତାକାଲି ବନ୍ଦ ରହିବ ଇଣ୍ଟରନେଟ ବ୍ୟାଙ୍କିଂ ସହିତ ଏସବୁ ସେବା

ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଏସବିଆଇ ପକ୍ଷରୁ ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତାକାଲି ୭ ତାରିଖ ରାତି ୧ଟା ୨୦ରୁ ୨ଟା ୨୦ ପର୍ଯ୍ୟନ୍ତ ପ୍ରାୟ ୧ ଘଣ୍ଟା ସମସ୍ତ ଡିଜିଟାଲ ସେବା ବନ୍ଦ ରହିବ । ତେଣୁ ଏଥିପାଇଁ କୌଣସି ସେବା କାମ କରିବ ନାହିଁ । ସେବା ବନ୍ଦ ନେଇ ଗ୍ରାହକମାନେ