Browsing Category

ଆଜିର ଖବର

ଧରାପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ

ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ୩ଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନ ମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଖବର ଅନୁଯାୟୀ, ସୁରକ୍ଷାକର୍ମୀଙ୍କ ପକ୍ଷରୁ ମାଲକାନଗିରି ସୀମାନ୍ତ

ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ।

ପୁଣି ଚର୍ଚ୍ଚାକୁ ଆସିଛନ୍ତି ଅର୍ଚ୍ଚନା ନାଗ । ଚର୍ଚ୍ଚାର କାରଣ ହେଉଛି ନିଜ ତଥା ତାଙ୍କ ପୁଅ ଉପରେ ହୋଇଥିବା ଆକ୍ରମଣ । ଅର୍ଚ୍ଚନା ନାଗଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ଆଣିଛନ୍ତି ସେ । ତେବେ ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ

ଫୁଲବାଣୀ ଏବଂ ତାଳଚେର ମେଡିକାଲ କଲେଜ ପାଇଁ ୨୦୦ MBBS ସିଟ୍ ମଞ୍ଜୁର କଲା NMC

ଅନୁଗୋଳ ଜିଲ୍ଲାର ତାଳଚେର ପବିତ୍ର ମୋହନ ମେଡିକାଲ କଲେଜ ଏବଂ କନ୍ଧମାଳ ଜିଲ୍ଲାର ଫୁଲବାଣୀ ସରକାରୀ ମେଡିକାଲ କଲେଜରେ ୨୦୨୫-୨୬ ଶିକ୍ଷାବର୍ଷରୁ ୧୦୦ ଲେଖାଁଏ ଏମବିବିଏସ ସିଟ୍ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ କରିବାକୁ ଭାରତ ସରକାର ଅନୁମତି ଦେଇଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଦୁଇ ଦିନିଆ ଜିଏସଟି କାଉନସିଲ ବୈଠକ ଆରମ୍ଭ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଜିଏସଟି ପରିଷଦ ଟିକସ ସ୍ଲାବର ସଂଶୋଧନ ଉପରେ ଆଲୋଚନା କରିବା ପାଇଁ ଆଜିଠାରୁ ଦୁଇ ଦିନିଆ ବୈଠକ ଆରମ୍ଭ ହେବ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରେ GST ଢାଞ୍ଚାରେ ଏକ ବ୍ୟାପକ ସଂସ୍କାର ଆଣିବାକୁ ଘୋଷଣା କରିଥିଲେ।

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ସୁଦ୍ଧା ଉପକୂଳ ଓଡ଼ିଶା ଅତିକ୍ରମ କରିବ । ଏହାର ପ୍ରଭାବରେ ବୁଧବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ

ଛତିଶା ନିଯୋଗ ବୈଠକ ଶେଷ, ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ଅନୁମୋଦନ

ଆସନ୍ତା ୭ ସେପ୍ଟେମ୍ବର ରବିବାର ଚନ୍ଦ୍ରଗ୍ରହଣ ଉପଲକ୍ଷେ ଶ୍ରୀମନ୍ଦିରରେ ନୀତିକାନ୍ତି ନିର୍ଘଣ୍ଟ ସ୍ଥିର ହୋଇଛି। ଛତିଶା ନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରହଣ ନୀତି ଅନୁଯାୟୀ, ଶନିବାର ରାତ୍ର ୨ ଟାରୁ ଫିଟିବ ଦ୍ବାର । ୨ଟା ୪୦ରେ ମଙ୍ଗଳ ଆଳତି ବଢି ଅନ୍ୟାନ ନୀତିକାନ୍ତି ହେବ ।

ପୂର୍ବତଟ ରେଳପଥ ଦ୍ୱାରା ସ୍ୱତନ୍ତ୍ର ଟ୍ରେନ୍‌ର ଅବଧି ବୃଦ୍ଧି

ପୂର୍ବତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟ, ରହଣି ଏବଂ ସଂରଚନାକୁ ବଜାୟ ରଖିବା ସହ ପରିଚାଳନା ଅବଧି ବୃଦ୍ଧି କରିଛି ଏହା ଦ୍ଵାରା ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ହେବା ସହ ନିରନ୍ତର ଯାତ୍ରା ସୁବିଧା ଯୋଗାଇବରେ ବିଶେଷ ସହାୟକ ହେବ।୧.ଟ୍ରେନ୍ ନମ୍ବର ୦୮୦୧୧/୦୮୦୧୨

ଭାଇରାଲ ହେଲା ରିଲ୍ସ, ଧରାପଡିଲା ୭ ବର୍ଷରୁ ନିଖୋଜ ଥିବା ସ୍ବାମୀ

ଉତ୍ତର ପ୍ରଦେଶର ହରଦୋଇ ଜିଲାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସୋସିଆଲ ମିଡିଆରେ ରିଲ୍ସ ଦେଖି ୭ ବର୍ଷ ଧରି ନିଖୋଜ ତାଙ୍କ ସ୍ବାମୀଙ୍କ ବିଷୟରେ ଜାଣିବାକୁ ପାଇଛନ୍ତି। ତାଙ୍କ ସ୍ବାମୀ ଅନ୍ୟ ମହିଳାଙ୍କ ସହିତ ରିଲ କରୁଥିବାବେଳେ ଏଠାରେ ମହିଳା ଜଣକ ଗତ ୭ ବର୍ଷ ଧରି ତାଙ୍କ

ଅଷ୍ଟ୍ରେଲିଆକୁ ବଡ଼ ଝଟକା, ଟି୨୦ ଫର୍ମାଟରୁ ସନ୍ନ୍ୟାସ ନେଲେ ମିଚେଲ ଷ୍ଟାର୍କ

୨୦୨୬ ଟି-୨୦ ବିଶ୍ୱକପ ପୂର୍ବରୁ କଙ୍ଗାରୁ ଟିମ୍‌କୁ ବଡ଼ ଝଟକା । ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ଅଷ୍ଟ୍ରେଲିଆର ଷ୍ଟାର ବୋଲର ମିଚେଲ ଷ୍ଟାର୍କ । ଟେଷ୍ଟ ଏବଂ ଦିନିକିଆ ଫର୍ମାଟରେ କିନ୍ତୁ ଖେଳ ଜାରି ରଖିବେ । ମିଚେଲ ଷ୍ଟାର୍କ ୨୦୧୨ ମସିହାରେ ଟି-୨୦ ଆନ୍ତର୍ଜାତୀୟ

ଏନଆରଟିଏସ ପରୀକ୍ଷା ଘୁଞ୍ଚାଇଲା ମାଧ୍ୟମିକ ଶିକ୍ଷା ପରିଷଦ

ଏନଆରଟିଏସ ପରୀକ୍ଷା ଘୁଞ୍ଚାଇଲା ମାଧ୍ୟମିକ ଶିକ୍ଷା ପରିଷଦ । ପୂର୍ବରୁ ସେପ୍ଟେମ୍ବର ୧୦ ତାରିଖରେ ହେବାକୁ ଥିଲା ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା । ଏହାକୁ ସେପ୍ଟେମ୍ବର ୧୯ ତାରିଖକୁ ଘୁଞ୍ଚାଇଲା ବୋର୍ଡ । ସକାଳ ୧୦ ଟାରୁ ୧୨ଟା ପର୍ଯ୍ୟନ୍ତ ହେବ ପରୀକ୍ଷା । ଏଥିପାଇଁ ଆଡ଼ମିଟ କାର୍ଡ

ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶାର ପ୍ରସ୍ତୁତ ୩ ସେମିକଣ୍ଡକ୍ଟର ଭେଟି

ଭାରତ ସେମିକଣ୍ଡକ୍ଟର କ୍ଷେତ୍ରରେ ଐତିହାସିକ ପଦକ୍ଷେପ ନେଇଛି । ସେମିକନ ଇଣ୍ଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉପହାର । ସ୍ବଦେଶୀ ନିର୍ମିତ ୩୨ ବିଟ୍ ମାଇକ୍ରୋ ପ୍ରୋସେସର ଚିପ୍ ଉପହାର ଦେଲା ସେମିକଣ୍ଡକ୍ଟର ଲାବରୋଟୋରୀ ସଂସ୍ଥା ବା SCL । ଇସ୍ରୋ ଦ୍ବାରା ପରିଚାଳିତ SCL ପକ୍ଷରୁ

ଏନ୍‌ଏସି ପରେ ରାଜସ୍ବ ଗାଁ ଶୀଘ୍ର ଘୋଷଣା ହେବ- ରାଜସ୍ବ ମନ୍ତ୍ରୀ

ଏନ୍‌ଏସି ପରେ ଏବେ ଓଡ଼ିଶାରେ ବଢିବ ଜିଲ୍ଲା ସଂଖ୍ୟା । ବିଭାଜିତ ହେବ ପଞ୍ଚାୟତ ଏବଂ ସବ୍‌ଡିଭିଜନ । ଏନେଇ ବଡ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ଜିଲ୍ଲା ପାଇଁ ଅନେକ ଦାବି ରହିଛି । ମୟୁରଭଞ୍ଜ, ସୁନ୍ଦରଗଡ ବଡ ଜିଲ୍ଲା ରହିଛି । କେଉଁଟା ଆଗ କରିବୁ