Browsing Category
ଆଜିର ଖବର
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷିବ
ଉତ୍ତର ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜିଠୁ ବଢିବ ବର୍ଷା ପରିମାଣ । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ!-->…
ଓଡ଼ିଶା ଯାତ୍ରୀ ଆପ୍ ସହାୟତାରେ କିଣିପାରିବେ ଆମ ବସ୍ ଏବଂ ଚିଲିକା ବୋଟିଂ ଟିକେଟ୍
ଓଡ଼ିଶା ଯାତ୍ରୀ ଆପ୍ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ । ଏଣିକି ଏହି ଆପ୍ ମାଧ୍ୟମରେ ଆମ ବସ୍ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍ କିଣିପାରିବେ । ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖକର ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ!-->…
ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ
ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ । ଦୁଇ ବର୍ଷ ଭିତରେ ଓଟିଇଟି ପାସ୍ ନକଲେ ଚାକିରି ହରାଇବେ ଶିକ୍ଷକ।୨୦୧୨ ପୂର୍ବରୁ ଶିକ୍ଷକ ଚାକିରି କରିଥିଲେ ବି ଦେବାକୁ ପଡ଼ିବ ଓଟିଇଟି। ଅବସର ପାଇଁ!-->…
ଶ୍ରୀମନ୍ଦିର ପରିସରରେ ଆରମ୍ଭ ହେଲା ଶିଶୁ ସ୍ତନ୍ୟପାନ କକ୍ଷ
ଆଜିଠୁ ଶ୍ରୀମନ୍ଦିରରେ ଖୋଲିଲା ମାତୃ ଶିଶୁ ସ୍ତନ୍ୟପାନ କକ୍ଷ। ଶ୍ରୀମନ୍ଦିର ପ୍ରଶାସନ ପ୍ରୟାସରେ ଶ୍ରଦ୍ଧାଳୁ ମା’ ଓ ଶିଶୁଙ୍କ ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି।ନିକଟରେ ଏନେଇ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଆଜିଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି l ଯେଉଁଠାରେ ମା ମାନେ!-->…
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି!-->…
ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା
ଜୁଲାଇ ୨୦୨୫ ଶିକ୍ଷାସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜିକରଣ ସମୟ ଅବଧିକୁ ସେପ୍ଟେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଇଗ୍ନୋ କର୍ତ୍ତୃପକ୍ଷ ବୃଦ୍ଧି କରିଛନ୍ତି । ପୁନଃ ପଞ୍ଜିକରଣ ପାଇଁ ଅତିରିକ୍ତ ୨୦୦ ଟଙ୍କା ବିଳମ୍ବ ଦେୟ ଦେବାକୁ ହେବ । ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମ!-->…
୨୪ ଘଣ୍ଟା ପରେ ନଈ ମଝିରୁ ହେଲିକପ୍ଟରରେ ଯୁବକ ଯୁଦ୍ଧାର
୨୪ ଘଣ୍ଟା ପରେ ନଈ ମଝିରୁ ହେଲିକପ୍ଟରରେ ଯୁବକ ଯୁଦ୍ଧାର ହୋଇଛନ୍ତି। ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟ ସବେରୀ ନଦୀରେ ଯୁବକ ଜଣକ ଫସିଥିଲେ । ୨୪ ଘଣ୍ଟା ଧରି ମଝି ନଈରେ ଥିଲେ। ଆଜି ସକାଳୁ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ନଦୀରେ ପ୍ରଖର ସ୍ରୋତ ଥିବାରୁ ଉଦ୍ଧାର!-->…
୪୫ ମିନିଟ୍ ଧରି କଥାବାର୍ତ୍ତା ହେଲେ ମୋଦି-ପୁଟିନ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚୀନ ଗସ୍ତ ବେଶ୍ ସ୍ଵତନ୍ତ୍ର ରହଥିଲା। ସାଂଘାଇ ସମନ୍ବୟ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗଦେବାକୁ ମୋଦୀ ଚୀନ ଯାଇଥିଲେ। କିନ୍ତୁ ଅନେକ କ୍ଷେତ୍ରରେ ତାଙ୍କର ଏହି ଯାତ୍ରା ଐତିହାସିକ ପାଲଟିଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ନିଜ ପ୍ରିୟ ବନ୍ଧୁ!-->…
ନୂଆ NAC ଘୋଷଣା ନେଇ ଅସନ୍ତୁଷ୍ଟ ବିଜେଡି
ଦଳୀୟ ଭିତ୍ତିରେ ହୋଇଛି NAC ଚୟନ। ପୂର୍ବ ସରକାର ଘୋଷଣା କରିଥିବା ତାଲିକାକୁ ଜାଣିଶୁଣି ୪୨କୁ ଦିଆଯାଇଛି ବାଦ। ନୂଆ NAC ଘୋଷଣା ନେଇ ଏଭଳି କହିଛି ବିଜେଡି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୬ଟି ଏନ୍ଏସି ଘୋଷଣା କରିଥିଲେ । ଜନସଂଖ୍ୟା ସହ ଯେଉଁ ପାରାମିଟର ରହିଛି ସେହି ଆଧାରରେ!-->…
ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ହେବ ଦୋକାନ ବଣ୍ଟନ
ବିଡିଏ ଭାଇସ୍ ଚେୟାରମ୍ୟାନ ଡ.ଏନ୍ ତିରୁମାଲା ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲରେ ଦୋକାନ ବଣ୍ଟନ ହେବ ବୋଲି ସେ ସୂଚନା ଦେଇଛନ୍ତି।୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ହେବ ଆବଣ୍ଟନ। ଦୋକାନୀଙ୍କ ମଧ୍ୟରେ ଟିକେ!-->…
C3 ଅନୁଷ୍ଠାନ ଦ୍ୱାରା ଏକ୍ସପୋଜର ଭିଜିଟ୍ଗ
ଗଣିଆ (ବିଶ୍ୱରଂଜନ ସେଠି)ସୋମବାର ଦିନ ଗଣିଆ ବ୍ଲକ୍ ରାସଙ୍ଗ ପଞ୍ଚାୟତର ୧୬ ଜଣ କିଶୋରୀ ବାଳକ ଏବଂ ବାଳିକାଙ୍କୁ ନେଇ ସି୩ ଅନୁଷ୍ଠାନ ଦ୍ୱାରା ଏକ ଏକ୍ସପୋଜର ଭିଜିଟ୍ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ଗଣିଆ ବ୍ଲକ୍ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ,!-->…
ଏଥର ଦୁର୍ଗାପୂଜା ଭଣାଣିରେ ବାଜିବନି ଡିଜେ
ଏଥର ଦୁର୍ଗାପୂଜା ଭସାଣରେ ଡିଜେ, ଲେଜର ଲାଇଟ୍ ଓ ବାଣକୁ ନିଷିଦ୍ଧ କରାଯାଇଛି । କେବଳ ପାରମ୍ପରିକ ବାଜାରେ ହେବ ମାଙ୍କ ଭସାଣ । ଭସାଣ ବେଳେ ଲାଗିବନି ଲେଜର ଲାଇଟ । ବାଣ ଫୁଟାଇବା ଉପରେ ମଧ୍ୟ ଲାଗିଲା କଟକଣା ।। ଦୁର୍ଗାପୂଜାକୁ ନେଇ ପୁଲିସ ସେବା ଭବନରେ ହୋଇଥିବା ବୈଠକରେ କମିସନରେଟ୍ ପୁଲିସ!-->…