Browsing Category
ଆଜିର ଖବର
ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ
ରାଜ୍ୟରେ ୩ ଅର୍ଥନୈତିକ ଜୋନ ହେବ କହିଲେ ପରିବହନ ସଚିବ ଉଷା ପାଢୀ । ଭୁବନେଶ୍ୱର, ପୁରୀ, କଟକ ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ । କ୍ୱାଡ ସିଟି ପ୍ରୋଗ୍ରାମ ଜରିଆରେ ହେବ । ସରକାର ପ୍ଲାନ ରଖିଛନ୍ତି । ତେବେ ସୁନାବେଡ଼ା, କୋରାପୁଟ, ବରଗଡ଼, ସମ୍ବଲପୁରକୁ ନେଇ ଦ୍ୱିତୀୟ ଜୋନ!-->…
୮୦୦ ଏକର ଜମିରେ ହେବ ନୂଆ ଭୁବନେଶ୍ୱର
୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଂ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର!-->…
ଚାଇନା ମାଟିରେ ପାକିସ୍ତାନକୁ ଜୋରଦାର ଝଟ୍କା ଦେଲା ଭାରତ
ଚାଇନାର ତିଆନଜିନ ସହରରେ ସାଂଘାଇ ସହଯୋଗ ସଂଗଠନ (SCO) ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ SCO ନେତାମାନେ ସର୍ବସମ୍ମତିକ୍ରମେ SCO ଘୋଷଣାପତ୍ର ଜାରି କରିଥିଲେ। ଏହି ଘୋଷଣାପତ୍ର ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରେ ଏବଂ!-->…
ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ
ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଚାଲିଗଲା ମହିଳାଙ୍କ ଜୀବନ । ଜଗତସିଂହପୁର ଜଣେ ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଅକ୍ସିଜେନ ନଥିବାରୁ ମହିଳା ରୋଗୀଙ୍କର ଜୀବନ ଚାଲିଯାଇଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଉତ୍ୟକ୍ତ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ!-->…
କଟକ ସହରକୁ ସମ୍ପ୍ରସାରଣ କରାଯିବ : ନଗର ଉନ୍ନୟନ ମନ୍ତ୍ରୀ
ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି କଟକ ସହରକୁ ସମ୍ପ୍ରସାରଣ କରାଯିବ ।କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସରକାର ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ କରିଛନ୍ତି ବୋଲି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର କଟକ ସହିଦ ଭବନ ଠାରେ ସ୍ୱାୟତ୍ତ ଶାସନ ଦିବସର!-->…
୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ!-->…
୫୧ ଟଙ୍କା କମିଲା ଏଲପିଜି ସିଲିଣ୍ଡର ଦାମ୍
ସେପ୍ଟେମ୍ବର ଆରମ୍ଭ ହୋଇଗଲାଣି ଏବଂ ଏହା ସହିତ ଦେଶରେ ଅନେକ ପରିବର୍ତ୍ତନ ଦେଖାଯାଇଛି। ଏଥିରେ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଅନ୍ତର୍ଭୁକ୍ତ। ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ୫୧ ଟଙ୍କା ହ୍ରାସ ପାଇଛି । ଆଜିଠୁ ଏହି ନୂଆ ଦର ଲାଗୁହେବ । କିନ୍ତୁ, ଏହି ହ୍ରାସ କେବଳ ୧୯ କିଲୋଗ୍ରାମ ବାଣିଜ୍ୟିକ!-->…
ସମ୍ବଲପୁରରେ ହୋମ ଷ୍ଟେ’ ପଲିସି ଆରମ୍ଭ କରିବେ ରାଜ୍ୟ ସରକାର
ପଶ୍ଚିମ ଓଡ଼ିଶାରେ ପର୍ଯ୍ୟଟନର ଅପାର ସମ୍ଭାବନା ରହିଛି । ପର୍ଯ୍ୟଟକମାନେ ସ୍ଥାନୀୟ ପର୍ଯ୍ୟଟନ ସ୍ଥଳର ଝରଣା, ଜଙ୍ଗଲ, ବଣ, ପାହାଡ଼, ଜଳପ୍ରପାତ ହେଉକି ଐତିହାସିକ ସ୍ଥଳ ଦେଖିଲା ପରେ ପୁଣି ହୋଟେଲରେ ଆସି ରୁହନ୍ତି l ଏଭଳି ପରିସ୍ଥିତିରେ ସେମାନେ ସ୍ଥାନୀୟ କଳା, ସଂସ୍କୃତି, ଖାଦ୍ୟ ପେୟ, ଚଳଣି!-->…
ଓଡ଼ିଶାରେ ସାର ଅଭାବ ସମସ୍ୟା : ୬୨ ଜଣ ଡିଲରଙ୍କ ଲାଇସେନ୍ସ ବାତିଲ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ ଚାଷୀ ଭାଇ ଭଉଣୀଙ୍କୁ କୌଣସି ପ୍ରକାର ବିଭ୍ରାନ୍ତିକର ତଥ୍ୟ!-->…
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ
ସେପ୍ଟେମ୍ବର ମାସରେ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକ ରହିବ । କେବଳ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା କମିପାରେ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି ।ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ!-->…
ବୃତଙ୍ଗ ନଦୀରେ କୁମ୍ଭୀରକୁ ଖୋଜୁଛି ବନ୍ୟପ୍ରାଣୀ ବିଭାଗ l
ଗଣିଆ - ( ବିଶ୍ୱରଂଜନ ସେଠି )ନୟାଗଡ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳ ପକ୍ଷରୁ ବୃତଙ୍ଗ ନଦୀରେ କୁମ୍ଭୀର ଖୋଜିବା ଆରମ୍ଭ ହୋଇଛି l ଛାମୁଣ୍ଡିଆ ବନାଞ୍ଚଳ ଅଧିକାରୀ ଲଷ୍ମୀନାରାୟଣ ପଣ୍ଡାଙ୍କ ନେତୃତ୍ୱରେ ନନ୍ଦନକାନନରୁ ଆସିଥିବା ଜୁଲୋଜିକାଲ ସର୍ଭେ କର୍ମଚାରୀ ରାଜେଶ କୁମାର, ବନରଖି!-->…
କୋଣାର୍କ:- କେନ୍ଦ୍ର ଜାତି ଓ ଜନଜାତି ପ୍ରତିନିଧିମଣ୍ଡଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲିବାକୁ ଆସିଥିବା ବେଳେ ଜଣେ…
ରାଜ୍ୟସଭା ଉପାଧକ୍ଷ ହରିବଂଶ ନାରାୟଣ ସିଂ ଙ୍କ ନେତୃତ୍ୱ ରେ ଭୁବନେଶ୍ୱର ରେ ହେଉଥିବା ଜାତୀୟ କେନ୍ଦ୍ର ଜାତି ଓ ଜନଜାତି ସମ୍ମିଳନୀ ସାରି ୨୫୬ ଜଣ ସଂସଦୀୟ ପ୍ରତିନିଧିମଣ୍ଡଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରି ପୁରୀ ଜଗନ୍ନାଥ ଦର୍ଶନ ନିମନ୍ତେ ଫେରି ଯାଇଥିଲା ବେଳେ ପ୍ରସାଶନ ର!-->…