Browsing Category
ଆଜିର ଖବର
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦୁର୍ବ୍ୟବହାର କରିଥିବା ବ୍ୟକ୍ତିଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ
ବିହାରର ଦରଭଙ୍ଗାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପମାନଜନକ ଶବ୍ଦ ବ୍ୟବହାର କରିଥିବା ବ୍ୟକ୍ତିଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିହାରରେ ମହାଗଠବନ୍ଧନ ପକ୍ଷରୁ ଏକ ଭୋଟର ଅଧିକାର ଶୋଭାଯାତ୍ରା ବାହାର କରାଯାଉଛି। ସକାଳେ ରାଲି ସୀତାମାଢ଼ିରୁ ଦରଭଙ୍ଗାରେ!-->…
ନାବାଳିକାଙ୍କୁ ସଂସ୍କୃତ ଶିକ୍ଷକଙ୍କ ଅସଦାଚାରଣ ଅଭିଯୋଗ
ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି।ଥାନାରେ ଏତଲା ଦେଲେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ।କିଛି ଦିନ ଧରି ସଂସ୍କୃତ ଶିକ୍ଷକ ନାବାଳିକା ଛାତ୍ରୀଙ୍କୁ ଅସଦାଚାରଣ କରୁଥିବା ଛାତ୍ରୀମାନେ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ । ସ୍କୁଲ ପ୍ରଶାସନ ପକ୍ଷରୁ!-->…
ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା
ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଉଦ୍ଘାଟନ କରିବେ। ୧୯୯୪!-->…
ଜବରଦସ୍ତ ଚାନ୍ଦା ମାଗୁଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ
ପାର୍ବଣ ବେଳେ ଜବରଦସ୍ତ ଚାନ୍ଦା ମାଗୁଥିବା ବ୍ୟକ୍ତି କିମ୍ବା ଅନୁଷ୍ଠାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପି ନିର୍ଦ୍ଦେଶ ଦେବାପରେ କଟକ ପୁଲିସ ପକ୍ଷରୁ ଦୁଇଟି ମୋବାଇଲ୍ ନମ୍ବର ଜାରି ହୋଇଛି । କଲ୍ କରିବାକୁ ଚାହୁଁଥିବା ବ୍ୟକ୍ତି ୨ଟି ମୋବାଇଲ୍ ନଂ ୭୩୨୮୦୭୭୩୨୪, ୮୪୮୦୫୧୩୦୦୭!-->…
ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ
ରାଜଧାନୀରେ ଅଭାବନୀୟ ଘଟଣା। ପେଟ୍ରୋଲ ଢ଼ାଳି ଜଳିଗଲେ ଯୁବକ। ପାଣ୍ଡରା ୧୮ ନମ୍ବର୍ ୱାର୍ଡ ଅଫିସ ପଛପଟେ ପେଟ୍ରୋଲ ଢ଼ାଳି ଜଳିଗଲେ ଯୁବକ। ମଞ୍ଚେଶ୍ୱର ଥାନା ପାଣ୍ଡରା ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି!-->…
ଇ-ବସ୍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ
ଇ-ବସ୍ ଚଳାଚଳ କ୍ଷେତ୍ରରେ ଓଡ଼ିଶା ଦେଶର ପଞ୍ଚମ ସ୍ଥାନ ହାସଲ କରି ସହରାଞ୍ଚଳ ପରିବହନ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ହାସଲ କରିଛି । ବର୍ତ୍ତମାନ ୪୫୦ଟି ଇ-ବସ୍ ଚଳାଚଳ କରୁଥିବା ଏବଂ ଆଗାମୀ ବର୍ଷଗୁଡ଼ିକରେ ଏହି ସଂଖ୍ୟା ୧୦୦୦ ଅତିକ୍ରମ କରିବାକୁ ଯୋଜନା କରୁଥିବାରୁ, ସହରଗୁଡ଼ିକୁ ସ୍ୱଚ୍ଛ,!-->…
ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ସେପ୍ଟେମ୍ବର ପହିଲାରୁ ପୁଣି ଭିଜିବ ଓଡ଼ିଶା
ରାଜ୍ୟ ଉପରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡିଶା ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଶରତ ସାହୁ । ଯାହା ଫଳରେ ସେପ୍ଟେମ୍ବରରୁ ପହିଲାରୁ ରାଜ୍ୟରେ ଜାରି ରହିବ ବର୍ଷା ପୁଣି!-->…
ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ।ମୃତଦେହ ନିକଟରୁ ମୋବାଇଲ୍ ନେଇ ଛୁ ମାରିଲେ ଯୁବତୀ
ବଡ଼ଗଡ଼ ବ୍ରିଟ କଲୋନୀରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ। ଝୁଲନ୍ତା ଅବସ୍ଥାରେ ଉଦ୍ଧାର କଲା ପୁଲିସ। ଘଟଣାରେ ଦୁଇ ଜଣ ଯୁବତୀଙ୍କୁ ସନ୍ଦେହ କରାଯାଉଛି। ଝୁଲନ୍ତା ଅବସ୍ଥାରେ ମିଳିଥିବା ଏହି ଯୁବକଙ୍କ ମୃତଦେହ ନିକଟରୁ ଦୁଇ ଯୁବତୀ ମୋବାଇଲ୍ ଫୋନ୍ ନେଇ ଏକ ସ୍କୁଟିରେ ପଳାଇଥିବା ଅଭିଯୋଗ ହୋଇଛି।!-->…
କୁମ୍ଭୀରଖଣି ବୃତଙ୍ଗ ନଦୀରେ କୁମ୍ଭୀର ଆତଙ୍କ, ନଦିକୁ ନ ଯିବାକୁ ସଚେତନ କଲା ବନବିଭାଗ
ଗଣିଆ : ( ବିଶ୍ୱରଂଜନ ସେଠି) ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଛାମୁଣ୍ଡିଆ ବନାଞ୍ଚଳର କୁମ୍ଭୀରଖଣି ନିକଟ ବୃତଙ୍ଗ ନଦୀରେ ଏକ ଘଡିଆଳ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀରକୁ ଦେଖି ଲୋକମାନ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି । କୁମ୍ଭୀରଖଣି ଗ୍ରାମର ଲୋକମାନେ ପ୍ରତିଦିନ!-->…
ରୁଟି, କ୍ଷୀର, ଛେନା ଭଳି ଖାଦ୍ୟ ଉପରେ ଛାଡ଼ ହେବ ଜିଏସଟି
ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଲାରୁ ପିଏମ୍ ଘୋଷଣା କରିଥିଲେ GST ସଂସ୍କାର । ଆଉ କହିଥିଲେ ଯେ ଏହି ସଂସ୍କାରଗୁଡ଼ିକ ଦୀପାବଳି ପୂର୍ବରୁ ଲାଗୁ କରାଯିବ । ଆସନ୍ତା ସପ୍ତାହରେ ବସିବାକୁ ଯାଉଛି GST ପରିଷଦ ବୈଠକ । ବିଶେଷକରି ୫ ପ୍ରତିଶତରୁ ୧୮ ପ୍ରତିଶତ ଜିଏସଟି ଲାଗୁ ହୋଇଥିବା ଖାଦ୍ୟ ଉପରୁ!-->…
ୟୁଟ୍ୟୁବ୍ ଚ୍ୟାନେଲ୍ରେ ପ୍ରବଚନ ଦେଉଥିବା ଭଣ୍ଡ ପ୍ରବଚକ ଗିରଫ
ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଗିରଫ ହୋଇଛନ୍ତି। ଯୁବକ ଜଣକ କଟକର ବାସିନ୍ଦା । ସେ ଏକ ୟୁଟ୍ୟୁବ୍ ଚ୍ୟାନେଲରେ ପ୍ରବଚନ ଦେଉଥିଲେ। ଚୋରି କରିବା ଅପରାଧ, ଏହାକୁ କିପରି ରୋକା ଯାଇ ପାରିବ ସେସମ୍ପର୍କରେ ଲୋକମାନଙ୍କୁ ପ୍ରବଚନ ଦେଉଥିଲେ। ମାତ୍ର ନିଜେ ଚୋରି କରି!-->…
ରାଜକୀୟ ଢଙ୍ଗରେ ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସରେ ନୁଆ ଖାଇଛନ୍ତି ରାଜପରିବାର
ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ। ସମ୍ବଲପୁର ଅଧିଷ୍ଠାତ୍ରୀ ମା’ ସମଲେଶ୍ବରୀଙ୍କୁ ନବାନ୍ନ ଲାଗି କରାଯାଇଛି । ନବାନ୍ନ ଲାଗି ସମୟରେ ମାଆଙ୍କୁ ନୂଆ ଧାନରେ ଅନ୍ନ ଲାଗି କରାଯିବା ସହ ମହାଆଳତି!-->…