Browsing Category

ଆଜିର ଖବର

ରାଜଭବନରେ ନୂଆଁଖାଇ ପାଳିତ!

ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଛି ।ଆଜି ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏହି ପର୍ବରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ ମା ସମଲେଶ୍ଵରୀଙ୍କର ପୂଜାର୍ଚ୍ଚନା କରି ନୂଆ ଧାନ

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଗର୍ଭବତୀ କରାଇ ମାମୁ ପୁଅ ଭାଇ ଗିରଫ

କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଓସ୍ତପୁରା ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ । ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନାମୁତାବକ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ସ୍କୁଲ କତ୍ତୃପକ୍ଷଙ୍କ ନଜରକୁ ଆସିଥିଲା। ଏହାପରେ ସ୍କୁଲ

ନୂଆଁଖାଇ ପାଳିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗଣପର୍ବ ‘ନୂଆଁଖାଇ’ ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା କ୍ଷେତ୍ରୀୟ ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ମାନେଶ୍ୱର ବ୍ଲକ ସିନ୍ଦୁରପଙ୍କ ଅଞ୍ଚଳର ଶ୍ୟାମସୁନ୍ଦର ପତିଙ୍କ ବାସଭବନରେ ନବାନ୍ନ ଖାଇ ନୂଆଁଖାଇ ପର୍ବ ପାଳନ କରିଛନ୍ତି । ଏଥିଲାଗି ସେ ଶ୍ୟାମସୁନ୍ଦର ପତିଙ୍କ ପରିବାରକୁ

ଆସନ୍ତାକାଲି ଓଡ଼ିଶା ଆସିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆସନ୍ତାକାଲି ଠାରୁ ଓଡ଼ିଶାରେ ଆୟୋଜିତ ହେବ ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଅଗଷ୍ଟ ୨୯ ଏବଂ ୩୦ ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ

୧୭ତମ ସନ୍ତାନ ଜନ୍ମଦେଲେ ମହିଳା: ମୁଣ୍ଡରେ ହାତ ଦେଲେ ଡାକ୍ତର

ରାଜସ୍ଥାନର ଉଦୟପୁରର ଝାଡୋଲ ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ୫୫ ବର୍ଷୀୟା ରେଖା ଗାଲବେଲିଆ ତାଙ୍କ ୧୭ତମ ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଅବସରରେ, ତାଙ୍କ ସମ୍ପର୍କୀୟ ଏବଂ ଶୁଭେଚ୍ଛୁମାନଙ୍କ ସହିତ, ତାଙ୍କ ନାତିନାତୁଣୀମାନେ ମଧ୍ୟ ଉପସ୍ଥିତ ଥିଲେ।ରେଖା ଏବଂ ତାଙ୍କ

ନୂଆଁଖାଇ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭେଚ୍ଛା

ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ସମଲେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ

ରାସନ କାର୍ଡ ଧାରକଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଅଗଷ୍ଟ ୩୧ ସୁଦ୍ଧା…

ଓଡ଼ିଶାର ରାସନ କାର୍ଡ ଧାରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ମାଗଣା ଚାଉଳ ଓ ଗହମ ପାଇବାକୁ ଚାହୁଁଛନ୍ତି, ତେବେ ଅଗଷ୍ଟ ୩୧ ପୂର୍ବରୁ ଇ-କେୱାଇସି (e-KYC) ପ୍ରକ୍ରିୟା ସମାପ୍ତ କରିବା ଜରୁରୀ। ପାଞ୍ଚ ବର୍ଷରୁ ଅଧିକ ବୟସର ସମସ୍ତ ଲୋକଙ୍କର କେୱାଇସି କରିବା ଜରୁରୀ। ଯଦି ଏହା

ଗଞ୍ଜାମ ପୋଡମପେଟା ସମୁଦ୍ରରେ ଓଲଟିଲା ବୋଟ୍ 

ଗଞ୍ଜାମ ପୋଡମପେଟା ସମୁଦ୍ରରେ ଓଲଟିଲା ବୋଟ୍ । ଅଳ୍ପକେ ବର୍ତ୍ତିଲେ ୬ ମତ୍ସ୍ୟଜୀବୀ, ଜଣେ ନିଖୋଜ । ନିଖୋଜ ବ୍ୟକ୍ତି ଜଣକ ଛତ୍ରପୁର ବ୍ଲକ ନୋଳିଆ ନୁଆଁ ଗାଁର ଏଙ୍ଗ. କାଲେୟା ।ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ ।

୩୦ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।ଆଗାମୀ ୨୪ଘଣ୍ଟାରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା ଓ ବରଗଡ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଘଣ୍ଟାପ୍ରତି ଝଟକାପବନ ୩୦-୪୦କି.ମି. ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ: ନୋ ଫ୍ଲାଇଂ ଜୋନ୍‌ରେ ଉଡ଼ିଲା ଡ୍ରୋନ୍‌

ନୋ ଫ୍ଲାଇଙ୍ଗ୍ ଜୋନ୍‌ରେ ପଇଁତରା ମାରିଲା ଡ୍ରୋନ୍ ବୁଧବାର ସନ୍ଧ୍ୟାରେ ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍‌ରେ ଏକ ଅଜଣା ଡ୍ରୋନ୍‌ ଉଡୁଥିବା ଦେଖିବାକୁ ମିଳିଥିଲା। ତେବେ ଡ୍ରୋନ୍‌ ଉଡ଼ାଉଥିବା ବ୍ୟକ୍ତିଙ୍କୁ ପୁଲିସ ଠାବ କରିପାରିନାହିଁ । ବାରମ୍ୱାର ପୁରୀ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡୁଥିବାରୁ

କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା। ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମା' ସମଲେଇଙ୍କ ଠାରେ ସମସ୍ତଙ୍କ ସୁଖ, ଶାନ୍ତି, ସମୃଦ୍ଧି କାମନା କଲେ ସିଏମ୍। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୟ ଜଗନ୍ନାଥ, ଜୟ ମାଁ

ଜୁହାର୍ , ଆଜି ନୂଆଁଖାଇ ତିହାର

ଆଜି ନୂଆଁଖାଇ । ପଶ୍ଚିମ ଓଡ଼ିଶାର ଗଣପର୍ବ । ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ପୂରା ପରିବାର ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି । ପୂର୍ବାହ୍ନ ୧୦ଟା ୩୩ ରୁ ୧୦ଟା ୫୫ ମଧ୍ୟମରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ଲାଗି ହେବ ନବାନ୍ନ ।ପଶ୍ଚିମ ଓଡ଼ିଶା ଅନ୍ତର୍ଗତ