Browsing Category

ଆଜିର ଖବର

ଆଠଗଡରେ ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଯୁବ ସମାଜସେବୀ।

ଆଠଗଡ ୨୭/୦୮ ( ମାନସ ରଞ୍ଜନ ସାହୁ) ଆଠଗଡ ଜଷ୍ଟ୍ ଫର ୟୁ ସେବା ସଂଘ ର ପ୍ରତିଷ୍ଠାତା ନିଜ ଜନ୍ମଦିନ କୁ ଧୂମଧାମ ରେ ପାଳନ ନ କରି ଦୋରଡ଼ ଠାରେ ଥିବା ମାନସିକ ଅନଗ୍ରସର ଶ୍ରେଣୀର ଲୋକଙ୍କ ସହିତ ଜନ୍ମଦିନ ପାଳନ କଲେ ସମାଜସେବୀ। ମାନସିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ଜଳଖିଆ,ମିଠା ବଣ୍ଟନ

ଗଣିଆର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଗଣେଶ ପୂଜା

ପାଳିତଗଣିଆ, (ବିଶ୍ୱରଂଜନ ସେଠି) ଗଣିଆ ଅଂଚଳର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣନାଥଙ୍କର ପୁଜା ଧୁମଧାମର ସହିତ ପାଳିତ ହୋଇଯାଇଛି । ସମସ୍ତ ସରକାରୀ, ବେସରକାରୀ, ଗାଁର ଯୁବକସଂଘ ମାନଙ୍କରେ ଗଣେଶ ପୁଜା ଅନୁଷ୍ଠିତ ହୋଇଥିଲା । ଠାକୁରଙ୍କୁ ଧୁପ, ଦୀପ, ପୁଷ୍ପ, ଚନ୍ଦନ, ନଡ଼ିଆ, କଦଳୀ, ସେଓ,

ନୂଆଁଖାଇ ପୂର୍ବରୁ ହାଟକୁ ଯାଇ ସମ୍ବଲପୁରୀ ବସ୍ତ୍ର କିଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ନୀ

ବେହେରା ସମ୍ବଲପୁରୀ ହସ୍ତତନ୍ତ କପଡା ବଜାରରେ ବିକାଶ ଫାଉଣ୍ଡେସନର ଚେୟାରମ୍ୟାନ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ନୀ ମୃଦୁଳା ଠାକୁର । ନୂଆଁଖାଇ ପୂର୍ବରୁ ବସ୍ତ୍ର ହାଟକୁ ଯାଇ ସମ୍ବଲପୁରୀ ବସ୍ତ୍ର କିଣିବା ଦୃଶ୍ୟ ଦେଖିବାକୁ ମିଳିଛି । ସୂଚନାମୁତାବକ ରାତି ପାହିଲେ ପଶ୍ଚିମ

ବିହାର ନାଳନ୍ଦାରେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ଭୟରେ ୧ କି.ମି ଦୌଡିଲେ ନେତା

ବିହାର ନାଳନ୍ଦା ଜିଲ୍ଲାରେ ନୀତୀଶ ସରକାରଙ୍କ ମନ୍ତ୍ରୀ ତଥା ଜେଡିୟୁ ନେତା ଶ୍ରବଣ କୁମାରଙ୍କ ଉପରକୁ ଆକ୍ରମଣ । ଏହି ଆକ୍ରମଣରେ ତାଙ୍କର ଅଙ୍ଗରକ୍ଷୀ ଆହତ ହୋଇଛନ୍ତି । ଗ୍ରାମୀଣଙ୍କ କ୍ରୋଧରୁ ରକ୍ଷା ପାଇବା ପାଇଁ ମନ୍ତ୍ରୀ ଦୀର୍ଘ ୧ କିମି ବାଟ ଦୌଡିଥିଲେ । ଗ୍ରାମୀଣଙ୍କ ଆକ୍ରମଣରେ ପୋଲିସ

 ଧାନ ମଣ୍ଡିରେ ଦଲାଲଙ୍କୁ ବରଦାସ୍ତ କରାଯିବ ନାହିଁ: କୃଷି ମନ୍ତ୍ରୀ

ପଞ୍ଜୀକରଣ ଅବଧି ବୃଦ୍ଧି କରିବା ଦାବି ଭିତରେ ଧାନ ବେପାରୀଙ୍କୁ ଚରମବାଣୀ ଶୁଣାଇଛନ୍ତି କୃଷି ମନ୍ତ୍ରୀ । ସେ କହିଛନ୍ତି ଧାନ ମଣ୍ଡିରେ ଦଲାଲଙ୍କୁ ବରଦାସ୍ତ କରାଯିବ ନାହିଁ । ଛତିଶଗଡ଼ର ଚାଷୀଙ୍କ ଧାନ ଓଡ଼ିଶାର ମଣ୍ଡିରେ ବିକ୍ରି କରୁଥିବା କେହି ଧରା ପଡ଼ିଲେ କ୍ଷମା କରାଯିବ ନାହିଁ । ସିଧାସଳଖ

କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ

କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ପୁରୁଣା କାନ୍ଥ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ତେବେ ଏହି ଘଟଣାରେ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ । ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡିଛି ।ଏହି

ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ତେବେ କେତେ ଦିନ ବଢ଼ିବ ଖୁବ ଶୀଘ୍ର ଘୋଷଣା ହେବ ବୋଲି ସେ କହିଛନ୍ତି। ଆଉ ସପ୍ତାହେ ବଢାଇବାକୁ ପ୍ରସ୍ତାବ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା । ଗର୍ଭ ଗୃହରେ ଫଟୋ ଉଠାଉଥିବାବେଳେ ଧରାପଡ଼ିଲେ ଜଣେ ପର୍ଯ୍ୟଟକ । ହିଡେନ୍ କ୍ୟାମେରା ନେଇ ମନ୍ଦିର ମଧ୍ୟ ପ୍ରବେଶ କରିଥିବା ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ଅରୂପ ରାୟ ବୋଲି ଜଣାପଡିଛି ।ପୂର୍ବରୁ ମଧ୍ୟ ପଶ୍ଚିମବଙ୍ଗର ଜଣେ ଯୁବକ

ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ: ରାଜସ୍ୱ ମନ୍ତ୍ରୀ

ଆସନ୍ତା ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୀମା ନିର୍ଦ୍ଧାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି, ଜନଗଣନା ପୂର୍ବରୁ ସରିବ । କମିଶନ ବସିବ, ସବୁ କାମ ପାଇଁ ମାନଦଣ୍ଡ ପ୍ରସ୍ତୁତ କରାଯାଇଛି । ଜନଗଣନା ଆରମ୍ଭ ହେଲେ

ସେପ୍ଟେମ୍ବର ୧ରୁ ବଦଳିବ ଏହିସବୁ ନିୟମ

ସେପ୍ଟେମ୍ବର ୧ରୁ ଟଙ୍କା ଏବଂ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ବଡ଼ ପରିବର୍ତ୍ତନ ଘଟିବାକୁ ଯାଉଛି। ସରକାର ରୂପା ଉପରେ ନୂତନ ନିୟମ ଆଣୁଛନ୍ତି, ଯାହା ଅଧୀନରେ ଏହାର କ୍ରୟ ଏବଂ ବିକ୍ରୟରେ ଅଧିକ ସ୍ବଚ୍ଛତା ରହିବ। ଏବେ ରୂପା ଅଳଙ୍କାର ଉପରେ ହଲମାର୍କିଂ ପାଇଁ ମଧ୍ୟ ପ୍ରସ୍ତୁତି କରାଯାଉଛି।

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଟଙ୍କା

ଚାଷୀଙ୍କୁ ନୂଆଖାଇ ଭେଟି। ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ତୃତୀୟ କିସ୍ତି। ଡିବିଟି ଜରିଆରେ ହେଲା ୧୦୪୧ କୋଟି ଟଙ୍କା ଟ୍ରାନ୍ସଫର୍।ଚାଷୀଙ୍କ ଖାତାକୁ ଗଲା ୨ ହଜାର ଲେଖାଏଁ ଟଙ୍କା ।ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।ଚଳିତ ବର୍ଷ ରେକର୍ଡ

ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ

ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।ଏହା ସହ ସଂଦେହଜନକ ସଂପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା, ବିମୁଦ୍ରୀକରଣ ବେଳେ