Browsing Category
ଆଜିର ଖବର
ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା
ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନାଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଏଥିସହ ଚଳିତ ବର୍ଷ କିଛି!-->…
IPLରୁ ଅଶ୍ୱିନ୍ଙ୍କ ଅବସର
ଦଶନ୍ଧିରୁ ଅଧିକ ସମୟ ଧରି ଏକ ଉଲ୍ଲେଖନୀୟ କ୍ୟାରିଅର ହାସଲ କରିବା ପରେ ଭାରତୀୟ ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟରେ ଅବସର ନେଇ ଘୋଷଣା କଲେ ଅଶ୍ୱିନ୍ । ତେବେ ସେ ଅନ୍ୟାନ୍ୟ ଟି-20 ଫ୍ରାଞ୍ଚାଇଜ୍!-->…
ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଗିରଫ
ଆସିଷ୍ଟାଣ୍ଟ ଟ୍ୟାକ୍ସ କମିଶନର ସରିତା ବାରିକ ଲାଞ୍ଚ ନେଇ ଧରାପଡିବା ପରେ ଗିରଫ କଲା ଭିଜିଲାନ୍ସ ଟିମ୍ । ରେଡ୍ ବେଳେ ଘରୁ ମିଳିଲା ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା । ୬୦ ଲକ୍ଷର ଡିପୋଜିଟ୍ ସହ ୨୨୨ ଗ୍ରାମ ସୁନା ଗହଣା ଠାବ କରିଛି ଭିଜିଲାନ୍ସ ଟିମ୍ । ସୂଚନାମୁତାବକ ଲାଞ୍ଚ ନେଉଥିବା ବେଳେ!-->…
ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା
ସୃଷ୍ଟି ହେଲା ଲଘୁଚାପ। ୩୦ ଯାଏଁ ବର୍ଷା। ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବା ବେଳେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦!-->…
୨୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆସିଷ୍ଟାଣ୍ଟ ଟାକ୍ସ କମିସନର
ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଛନ୍ତି। ଭୁବନେଶ୍ୱର-IV ସର୍କଲରେ କାର୍ଯ୍ୟରତ ସରିତା ଜଣେ ବେକେରି ମାଲିକଙ୍କଠାରୁ ୨୦୨୦-୨୧ ଆର୍ଥିକ ବର୍ଷରେ!-->…
ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ
ବିରାଜମାନ ହେଲେ ଅଗ୍ରପୂଜ୍ୟ ଭଗବାନ ଗଣେଶ । ଶ୍ରୀ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଗାଁ ରୁ ସହର ଯାଏ ସବୁଠି ଉତ୍ସବମୁଖର । ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି । ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି । ଆଜିର ଦିନରେ ନୂଆ କରି ପଢା!-->…
ଭାରତରେ ନିର୍ମିତ ପ୍ରଥମ ବ୍ୟାଟେରୀ ଇଲେକ୍ଟ୍ରିକ୍ କାରକୁ ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭାରତର ପ୍ରମୁଖ ଯାନବାହନ ନିର୍ମାତାମାନଙ୍କ ମଧ୍ୟରୁ ଗୋଟିଏ ମାରୁତି ସୁଜୁକି ଖୁବ୍ଶୀଘ୍ର ଏହାର ପ୍ରଥମ ଇଲେକ୍ଟ୍ରିକ୍ SUV ମାରୁତି E Vitara ଲଞ୍ଚ କରିପାରେ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଏହି SUVକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।ଇ-ଭିଟାରା ମାରୁତି ସୁଜୁକିର ପ୍ରଥମ!-->…
ରାଜକନିକା ବ୍ଲକ ଅନ୍ତର୍ଗତ ଅଚ୍ୟୁତ ପୁରୁ ଗ୍ରାମ ର ବିବେକାନନ୍ଦ ବିଶ୍ଵାଳ ହାଇଦ୍ରାବାଦ ରେ ଦୁର୍ଘଟଣା ର ଶିକାର…
କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଭାରି ଗଦା ଗ୍ରାମ ପଞ୍ଚାୟତ ରେ ଥିବା ଅଚ୍ୟୁତ ପୁରୁ ଗ୍ରାମ ର ଭରତ ଚନ୍ଦ୍ର ବିଶ୍ବାଳ ଙ୍କ ଏକ ମାତ୍ର 19 ବର୍ଷୀୟ ପୁତ୍ର ବିବେକା ନନ୍ଦ ବିଶ୍ବାଳ ଜେହେକି ହାଇଦ୍ରାବାଦ ସହର ରେ ଏକ ବେସରକାରୀ ଘରୋଇ କମ୍ପାନୀ ରେ କାମ କରୁ ଥିଲେ !ସନ୍ଧ୍ୟା ସମୟ ରେ!-->…
୨୦୨୪ସିଭିଲ୍ ସର୍ଭିସେସ୍ ପ୍ରିଲିମିନାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ
ଓଡ଼ିଶା ଲୋକସେବା ଆୟୋଗ (OPSC) ୨୦୨୪ ସିଭିଲ୍ ସର୍ଭିସେସ୍ ପ୍ରିଲିମିନାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିଛି।ସିଏସଇ ପ୍ରିଲିମ୍ସ ଚଳିତ ବର୍ଷ ଅକ୍ଟୋବର ୧୨ ତାରିଖରେ ଅନୁଷ୍ଠିତ ହେବ । ଏହି ନିଯୁକ୍ତି ପ୍ରକ୍ରିୟାରେ ୨୬୫ ପଦବୀ ପୂରଣ କରିବାର ଲକ୍ଷ୍ୟ ରଖାଯାଇଛି। ତେବେ ଅଧିକ ସୂଚନା!-->…
୨୯ ତାରିଖରେ ସମସ୍ତ ସ୍କୁଲ୍ ଛୁଟି
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଖାଇ ଉପଲକ୍ଷରେ ରାଜ୍ୟ ସରକାର ୨୯ ଅଗଷ୍ଟ (ଶୁକ୍ରବାର) ରାଜ୍ୟର ସମସ୍ତ ସ୍କୁଲ୍ ବନ୍ଦ୍ ରଖିବାକୁ ଘୋଷଣା କରିଛନ୍ତି। ଗଣଶିକ୍ଷା ବିଭାଗର ବିଜ୍ଞପ୍ତିରେ ଏହା ସ୍ପଷ୍ଟ କରାଯାଇଛି।ପୂର୍ବରୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରୁ ଜାରି ହୋଇଥିବା!-->…
ଇପ୍ସିତା ସାହୁ ହେଲେ ଛାତ୍ର ବିଜେଡି ସଭାପତି
ବିଜୁ ଛାତ୍ର ଜନତା ଦଳ ପାଇଁ ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରାଯାଇଛି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ନାଁ ଘୋଷଣା କରିଛନ୍ତି । ଏଥିରେ ୬ ଜଣ ନେତାଙ୍କୁ ଗୁରୁଦାୟିତ୍ବ ଦେଇଛନ୍ତି ନବୀନ ।ଇପ୍ସିତା ସାହୁ ହେଲେ ଛାତ୍ର ବିଜେଡି ସଭାପତି । ସେହିଭଳି!-->…
ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଆସିବା ହେରିଟେଜ୍ ପଲିସି
ପୁରୁଣା ମନ୍ଦିରର ସୁରକ୍ଷା ଓ ସଂରକ୍ଷଣ ପାଇଁ ଲୋକ ସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ପୂର୍ତ୍ତ ମନ୍ତ୍ରୀ, ସଂସ୍କୃତ ମନ୍ତ୍ରୀ ଓ ଏଏସ୍ଆଇ କର୍ତ୍ତୁପକ୍ଷଙ୍କୁ ନେଇ ହୋଇଥିଲା ବୈଠକ । ରାଜ୍ୟର ଐତିହାସିକ ମନ୍ଦିର ଓ କୀର୍ତ୍ତିରାଜିର ସୁରକ୍ଷା ଓ!-->…