Browsing Category
ଆଜିର ଖବର
ପରିବେଶ ଅନୁକୂଳ ଗୋବରରେ ତିଆରି ଗଣେଶ ମୂର୍ତ୍ତି
ଚଳିତ ବର୍ଷ ଗୋବରରେ ଗଣେଶ ମୂର୍ତ୍ତି ତିଆରି କରିଛନ୍ତି ସାରିକା ଜୈନ । ଗୋବରରେ ସୁନ୍ଦର ସୁନ୍ଦର ଗଣେଶ ମୂର୍ତ୍ତି ତିଆରି କରି ବିକ୍ରି କରୁଛନ୍ତି ସାରିକା । ଏକ ପ୍ରାଚୀନ ପରମ୍ପରାକୁ ସେ ଆଧୁନିକ ବ୍ୟବସାୟରେ ପରିଣତ କରିଛନ୍ତି ।୩ ରୁ ୧୨ ଇଞ୍ଚ ପର୍ଯ୍ୟନ୍ତ ଗୋବରରେ ଗଣେଶ ତିଆରି କରିଥିବା ବେଳେ!-->…
ଭାରତୀୟ ନୌସେନା ସାମିଲ ହେଲା ଉଦୟଗିରି ଓ ହିମଗିରି
ସୁମଦ୍ର ପଥରେ ଆହୁରି ସଶକ୍ତ ହୋଇଛି ଭାରତୀୟ ନୌସେନା। ଆଜି ନୌସେନାରେ ସାମିଲ ହୋଇଛି ୨ଟି ନୂଆ ନୀଳଗିରି ଶ୍ରେଣୀର ଯୁଦ୍ଧ ଜାହାଜ ଆଇଏନଏସ୍ ଉଦୟଗିରି ଓ ଆଇଏନଏସ ହିମଗିରି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଜରିଆରେ ଦୁଇ ଯୁଦ୍ଧ ତଥା ଅତ୍ୟାଧୁନିକ ଜାହାଜକୁ!-->…
୧୫ ବର୍ଷରୁ ୨୦ ବର୍ଷକୁ ବଢ଼ିଲା ଗାଡ଼ି ବ୍ୟବହାର ସୀମା
ପୁରୁଣା ଗାଡି ପାଇଁ କୋହଳ ହେଲା ନିୟମ । ପୂର୍ବରୁ ୧୫ ର ବର୍ଷର ପୁରୁଣା ଗାଡ଼ି ବ୍ୟବହାର କରିବା ଉପରେ ନିଷେଧାଦେଶ ଥିଲା। ପୂର୍ବରୁ ଥିବା ନିୟମକୁ ପରିର୍ବତ୍ତନ କରାଯାଇ ୨୦ବର୍ଷକୁ ବୃଦ୍ଧି କରାଯାଇଛି । ସରକାରଙ୍କ ଏ ନିଷ୍ପତ୍ତି ଅନେକଙ୍କୁ ଦେବ ଆଶ୍ୱସ୍ତି । କାରଣ ଲୋକମାନଙ୍କ ୧୫ ବର୍ଷ ପୁରୁଣା!-->…
୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଦିନକ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ସଲେଶ୍ୱରୀଙ୍କ ମନ୍ଦିର । ତେବେ ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ୨୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ତା ସହିତ ରାଜସ୍ୱ ଏବଂ!-->…
ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ତାରିଖ ବୃଦ୍ଧି
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୨୫ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ଅଗଷ୍ଟ!-->…
ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନ ଯିବା ପୂର୍ବରୁ ବନ୍ୟାସ୍ଥିତି ବାବଦରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ମନ୍ତ୍ରୀ
ରାଜଭବନରେ ଯାଇ ରାଜ୍ୟରେ ବନ୍ୟା ସ୍ଥିତି ବାବଦରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟପାଳଙ୍କ ସହ ବୈଠକ ପରେ ମନ୍ତ୍ରୀ ଯାଜପୁର ବନ୍ୟାଞ୍ଚଳ ପରିଦର୍ଶନରେ ଯିବେ । ଯାଜପୁର ଜିଲ୍ଲା ଗସ୍ତ ପୂର୍ବରୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ!-->…
ରାଜଧାନୀରେ ଏଥର ନିୟମରେ ପୂଜା: ଗଣେଶ ପୂଜା ବାଜିପାରିବନି ଡିଜେ
ଏଥର ରାଜଧାନୀରେ ଗଣେଷ ପୂଜାରେ ବାଜିବନି ଡିଜେ । କମ୍ ସାଉଣ୍ଡରେ ବାଜିପାରିବ ଭକ୍ତି ସଙ୍ଗୀତ । ଆଗାମୀ ଗଣେଷ ପୂଜାକୁ ଦୃଷ୍ଟିରେ କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା କଟକଣା ।ଏହାସହିତ ରାସ୍ତା ଉପରେ ବି ଲାଗିବନି ବଡ଼ ବଡ଼ ତୋରଣ। ପ୍ରତି ମଣ୍ଡପରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ।!-->…
ଏଣିକି ମୁଖ୍ୟମନ୍ତ୍ରୀ ଓ ଅଧିକାରୀ ଶୁଣିବେ ଲୋକଙ୍କ ସମସ୍ୟା
ରାଜ୍ୟରେ ଆରମ୍ଭ ହେଲା 'ଆମ ଶାସନ'। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ!-->…
କାଲି ଆକାଉଣ୍ଟକୁ ଆସିବ CM କିଷାନ ଟଙ୍କା
ଚାଷୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିବ ୨ ହଜାର ଟଙ୍କା । ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି ।୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯିବ। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨!-->…
OTET ପ୍ରଶ୍ନପତ୍ର ଲିକ୍ ମାମଲା ! ଦୁଇ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଖାରଜ କଲେ କୋର୍ଟ
ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ପ୍ରଶ୍ନପତ୍ର ଲିକ୍ ମାମଲାରେ କଟକର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ଦୁଇ ଅଭିଯୁକ୍ତ ଜିତନ ମହାରଣା ଏବଂ ପ୍ରଶାନ୍ତ ଖମାରୀଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି।OTET ପେପର୍ ଲିକ୍ ମାମଲା ବ୍ୟାପକ ଦୃଷ୍ଟି ଆକର୍ଷଣ କରିଛି, କ୍ରାଇମ୍ ବ୍ରାଞ୍ଚ!-->…
ପୋଡ଼ିଗଲେ ଦମ୍ପତି! ବଞ୍ଚିଗଲା ୯ ମାସର ଶିଶୁ
ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ଦମ୍ପତିଙ୍କ ଦେହ ୫୦ରୁ ୬୦% ପୋଡ଼ିଯାଇଥିବା ବେଳେ ଗୁରୁତର ଅବସ୍ଥାରେ ଖଡ଼ିଆଳ ଉପଖଣ୍ଡ!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।ଆସନ୍ତା ୩ ଦିନ ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ ।ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ!-->…