Browsing Category
ଆଜିର ଖବର
କଟକ ରାଜସ୍ୱ ପର୍ଷଦ ବିଲଡିଂରେ ଅଗ୍ନିକାଣ୍ଡ
କଟକ ରାଜସ୍ୱ ପର୍ଷଦ ବିଲଡିଂରେ ଅଗ୍ନିକାଣ୍ଡ । ପଞ୍ଚମ ମହଲାର ଏସିର କନ ଫେକ୍ସରରେ ଲାଗିଛି ନିଆଁ । କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣା ପଡି ନାହିଁ ।ଏଥିରେ ଅନେକ ଯନ୍ତ୍ରପାତି ଏବଂ କାଗଜପତ୍ର ପୋଡିଯାଇଥିବା ଆଶଙ୍କା କରାଯାଉଛି । ଏହି ମହଲାକୁ ନିଆଁ ବ୍ୟାପି ପାରେ ବୋଲି ଆଶଙ୍କା କରାଯାଉଛି!-->…
ଦୁର୍ନୀତିଖୋରଙ୍କୁ ଠାବ କରିବ ଟେକ୍ନୋଲୋଜି
ରାଜ୍ୟ ସରକାର ଆଣିବେ କଠୋର ନିୟମ। ତେବେ ଦୁର୍ନୀତିଖୋର କର୍ମଚାରୀଙ୍କୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି।ଦୁର୍ନୀତିଖୋରଙ୍କୁ ଠାବ କରିବା ପାଇଁ ଟେକ୍ନୋଲୋଜିର ବ୍ୟବହାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।ବୈଷୟିକ ଜ୍ଞାନ କୌଶଳ ଆପଣେଇବା ପାଇଁ!-->…
ଦେଶର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ଦେଶରେ ଥିବା ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ଭିତରୁ ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ହେଉଛନ୍ତି ମମତା ବାନାର୍ଜୀ । ତାଙ୍କ ପାଖରେ ଏବେ ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ଥିବାବେଳେ, ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସେ ସବୁଠୁ ଗରିବ|ଏଡିଆର୍(ଆସୋସିଏସନ ଫର ଡମେକ୍ରାଟିକ ରିଫର୍ମ)ର ସଦ୍ୟତମ ରିପୋର୍ଟରୁ!-->…
ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି। ବିଭିନ୍ନ ସ୍କିମ୍ ଓ ବଜେଟ୍ ମାଧ୍ୟମରେ!-->…
ଶ୍ରୀମନ୍ଦିର ସୁରକ୍ଷା ସମୀକ୍ଷା, ଆନନ୍ଦ ବଜାରରେ ପୋଲିସର କଣ୍ଟ୍ରୋଲ ରୁମ ଖୋଲାଯିବ
ଶ୍ରୀମନ୍ଦିର ଉପରକୁ ଜଣେ ବ୍ୟକ୍ତିଙ୍କ ଚଢିବା ଉଦ୍ୟମ ପରେ ମନ୍ଦିର ଚତୁର୍ପାଶ୍ୱ ବୁଲି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଏସପି ପିନାକ ମିଶ୍ର । ଅନୁଧ୍ୟାନ ପରେ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ନିର୍ଦ୍ଦିଷ୍ଟ ଚିହ୍ନିତ!-->…
ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ ହେବ ୨ୟ ମେଡିଏସନ ସମ୍ମିଳନୀ
ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ ହେବ ୨ୟ ମେଡିଏସନ ସମ୍ମିଳନୀ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧ମ ସମ୍ମିଳନୀ ଦିଲ୍ଲୀରେ ହୋଇଥିଲା, ଦ୍ୱିତୀୟଟି ଓଡିଶାରେ ହେବ ।ଏହି ମେଡିଏସନ ସମ୍ମିଳନୀ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କୁ ଆସିବାକୁ ଅନୁରୋଧ କରିଛୁ । ପ୍ରଧାନ!-->…
କୁକୁରଙ୍କ ସଂଖ୍ୟା ଜାଣିବା ପାଇଁ ରାଜଧାନୀରେ ହେବ ଡଗ୍ ସେନସସ
ରାଜଧାନୀ ଭୁବନେଶ୍ୱରରେ ହେବ ଉଭୟ ବୁଲା ଏବଂ ପୋଷା କୁକୁରର ଗଣନା। ଏନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ସେ କହିଛନ୍ତି ଯେ, କୁକୁରଙ୍କ କାନରେ ଟ୍ୟାଗ ଲଗାଯିବ। ଏହାର ସବୁ ତଥ୍ୟ ବିଏମସି ପାଖରେ ରହିବ।ସୁପ୍ରିମକୋର୍ଟଙ୍କ ନିଷ୍ପତି ସ୍ଵାଗତ ଯୋଗ୍ୟ ବୋଲି କହିଛନ୍ତି ମେୟର!-->…
ସେପ୍ଟେମ୍ବର ୧୫ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ
ଶ୍ରୀମନ୍ଦିରରେ ଏଥର ଧାଡ଼ିରେ ହେବ ମହାପ୍ରଭୁଙ୍କ ଦର୍ଶନ। ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ ଏହି ଧାଡ଼ି ଦର୍ଶନ।ମ୍ୟାନେଜିଙ୍ଗ କମିଟି ଗଠନ ସରିବା ପରେ ପ୍ରଥମ ମିଟିଂରେ ହୁଣ୍ଡି ଶିଫ୍ଟ ପରେ ଧାଡି ଦର୍ଶନ ଆରମ୍ଭ ହେବ । ମନ୍ଦିର ପ୍ରଶାସନ ପ୍ରସ୍ତୁତ ଅଛି ଖୁବ ଶୀଘ୍ର ଧାଡି ଦର୍ଶନ ଆରମ୍ଭ ହେବ!-->…
ନବୀନ ନିବାସରେ ବଡ଼ ଭାଇ ପ୍ରେମ ପଟ୍ଟନାୟକ
ନବୀନ ନିବାସରେ ବଡ଼ଭାଇ ପ୍ରେମ୍ ପଟ୍ଟନାୟକ ନବୀନ ନିବାସରେ ପହଞ୍ଚିଛନ୍ତି । ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଆସିଛନ୍ତି ପ୍ରେମ ପଟ୍ଟନାୟକ। ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟା ପ୍ରାୟ ୫ଟା ୧୫ରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ!-->…
ଗଣେଶ ପୂଜାକୁ ନେଇ ଆସିଲା ଏକ ବଡ଼ ଖବର । ରାତି ୧୦ଟା ପରେ ମେଲୋଡ଼ି ମନା
ଆଉ ମାତ୍ର କିଛି ଦିନ ରହିଲା ଗଣେଶ ପୂଜା । ଏନେଇ ଉତ୍ସବମୁଖର ଟ୍ବିନ ସିଟି । ଚଳିତ ବର୍ଷା ଗଣେଶ ପୂଜାରେ ଭୁବନେଶ୍ବରରେ ବାଜିବନି ଡିଜେ । କେଵଳ ପାରମ୍ପରିକ ବାଦ୍ୟ ବାଜିବାକୁ ଅନୁମତି ଦେଇଛି କମିଶନରେଟ୍ ପୋଲିଓ । ଆତସବାଜି ବି ନିଷେଧ । କେବଳ ସେତିକି ନୁହେଁ ରାତି ୧୦ଟା ପରେ ମେଲୋଡି ବି!-->…
ନଇ କୂଳରେ ଯୁବକଙ୍କ ମୃତ ଦେହ, ଥାନାରେ ଅଭିଯୋଗ
ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ଜୁନାପାଣି ଗ୍ରାମରେ ଜଣେ ଯୁବକଙ୍କ ମୃତ ଦେହ ନଇ କୂଳରେ ପଡିଥିବା ଦେଖିବାକୁ ମିଳିଛି l ଯୁବକଙ୍କ ମୃତ୍ୟୁ କୁ ନେଇ ପରିବାର ଲୋକ ସ୍ଥାନୀୟ ଚନ୍ଦାହାଣ୍ଡି ଥାନା ରେ ଏକ ଅଭିଯୋଗ ଦାଖଲ କରିଛନ୍ତି l ଅଭିଯୋଗ ପ୍ରକାରେ ଆଜି ଚନ୍ଦାହାଣ୍ଡି ଥାନା!-->…
ଶ୍ରୀମନ୍ଦିର ଉପରକୁ ଚଢ଼ିବାକୁ ଜଣେ ବ୍ୟକ୍ତିଙ୍କ ଉଦ୍ୟମ !
ପୁଣି ଶ୍ରୀମନ୍ଦିର ଉପରକୁ ଚଢ଼ିବାକୁ ଉଦ୍ୟମ କରିଛନ୍ତି ଜଣେ ଭକ୍ତ । ସେ ବେହରଣ ଦ୍ୱାର ଦେଇ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିଲେ । ଉପରକୁ ଭକ୍ତ ଚଢ଼ୁଥିବା ଦେଖି ସଂଗେ ସଂଗେ କାବୁ କଲେ ସୁରକ୍ଷାକର୍ମୀ । ଯୁବକ ଜଣଙ୍କ ରାଜ୍ୟ ବାହାର ହୋଇଥିବା ସୂଚନା ମିଳିଛି । ଯୁବକଙ୍କ ଘର ଉତ୍ତରପ୍ରଦେଶ ଆଜଗଡ଼ର!-->…