Browsing Category
ଆଜିର ଖବର
୨୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ BPM ଗିରଫ
ଭିଜିଲାନ୍ସ ଜାଲରେ କୁଜଙ୍ଗ ମେଡିକାଲର ବିପିଏମ୍ ମନୋଜ ନାୟକ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ।ଜଗତସିଂହପୁରଜିଲ୍ଲା କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବ୍ଲକ ପ୍ରୋଗ୍ରାମିଂ ଅଫିସର(ବିପିଏମ) ଆଜି ମଧ୍ୟାହ୍ନ ସମୟରେ ଜନୈକା ଆଶା କର୍ମୀ ଠାରୁ ମେଡିକାଲ ପରିସର ମଧ୍ୟରେ!-->…
ଦିଲ୍ଲୀ ଛାତ୍ର ଆନ୍ଦୋଳନରେ ହିଂସା, ତଦନ୍ତ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ସୁପ୍ରିମକୋର୍ଟ
ନୀଟ୍ ପ୍ରଶ୍ନପତ୍ର ଲିକ୍ ପ୍ରତିବାଦରେ ଦିଲ୍ଲୀର ଜନ୍ତରମନ୍ତର ସମେତ ବିଭିନ୍ନ ରାଜ୍ୟରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରୁଥିବା ଛାତ୍ରଛାତ୍ରୀ ଓ ଆନ୍ଦୋଳନକାରୀଙ୍କ ଉପରେ ପୋଲିସ, ପାରାମିଲିଟାରୀ ଏବଂ ସୁରକ୍ଷାବଳ ଦ୍ଵାରା ଅତ୍ୟାଚାର ଓ ମାତ୍ରାଧିକ ବଳପ୍ରୟୋଗ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମ୍!-->…
ବନ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍ ଚାଉଳ…
ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍ ଚାଉଳ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ରାଜେଶ ପ୍ରଭାକର!-->…
ସୋରେନ୍ ସରକାରଙ୍କୁ ଶକ୍ତ ଝଟକା, JPSC ଓ ନିଯୁକ୍ତି ବାତିଲ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ରୋକ୍
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। ଝାଡ଼ଖଣ୍ଡ ହାଇକୋର୍ଟ JPSC ପରୀକ୍ଷା ରଦ୍ଦ କରିବା ନେଇ ସରକାରଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି। ଏହାସହ ଏହି ମାମଲାରେ ୧୫ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ!-->…
ଚାଷୀଙ୍କ ପାଇଁ ଖୁସି ଖବର । ବଢିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି
ଚାଷୀଙ୍କ ପାଇଁ ଖୁସି ଖବର । ବଢିଲା ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି । ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଖରିଫ ୨୦୨୬ ପାଇଁ ପଞ୍ଜୀକରଣ ଅବଧି ତାରିଖକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ!-->…
ପଞ୍ଚାୟତକୁ ଅଧିକ ସୁବିଧାସମ୍ପନ୍ନ ଓ ଆକର୍ଷଣୀୟ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ : ମନ୍ତ୍ରୀ
ଭୁବନେଶ୍ୱର: ଗାଁରେ ମିଳିବ ସହରୀ ସୁବିଧା । ପଞ୍ଚାୟତକୁ ଅଧିକ ସୁବିଧାସମ୍ପନ୍ନ ଓ ଆକର୍ଷଣୀୟ କରିବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି ପଞ୍ଚାୟତିରାଜ ବିଭାଗ । ‘ଗ୍ରାମ ସମ୍ପଦ କାର୍ଯ୍ୟକ୍ରମ’ ଜରିଆରେ ପଞ୍ଚାୟତସ୍ତରରେ ଆଦର୍ଶ ଖେଳ ପଡ଼ିଆ, କଲ୍ୟାଣ ମଣ୍ଡପ, ଗ୍ରାମୀଣ ହାଟ, ପୋଖରୀ, ପାର୍କ,!-->…
ମାଷ୍ଟରକ୍ୟାଣ୍ଟିନରେ ହିଂସାରେ ଯେଉଁ କ୍ଷତି ହୋଇଛି ଭରଣା କରିବେ ଅଟୋ ଚାଳକ
ମାଷ୍ଟରକ୍ୟାଣ୍ଟିନରେ ହିଂସା ପରେ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଭରଣା କରିବେ ଅଟୋ ଚାଳକ । ଗୁଣ୍ଡାଗିରିରେ ସାମିଲ ଥିବା ଅଟୋ ଚାଳକମାନେ କରିଥିବା ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ । ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର।!-->…
ଗିରଫ ହେବ ବିଦେଶୀ ଜାହାଜ । “ଏମଟି ୟୁନିଟ” କୁ ଗିରଫ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଗିରଫ ହେବ ବିଦେଶୀ ଜାହାଜ । “ଏମଟି ୟୁନିଟ” କୁ ଗିରଫ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଏକ ସାମୁଦ୍ରିକ ମାମଲାର ଶୁଣାଣି କରି ପାରାଦୀପରେ ଥିବା ବିଦେଶୀ ଜାହାଜ “ଏମଟି ୟୁନିଟ” କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସୋଗ୍ଲାସି ଇନସୁ୍ୟରାନ୍ସ ଲିମିଟେଡ କମ୍ପାନୀ ପକ୍ଷରୁ ଆଗତ!-->…
ସମ୍ପତ୍ତିରୁ ସନ୍ତାନଙ୍କୁ ବେଦଖଲ କରିପାରିବେ ମାତାପିତା ; ଆହ୍ଲାବାଦ ହାଇକୋର୍ଟ ରାୟ ସୁପ୍ରିମକୋର୍ଟରେ ଖାରଜ
ବୃଦ୍ଧ ବାପା-ମାଆଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ମେଣ୍ଟେନାନ୍ସ ଆଣ୍ଡ ୱେଲଫେୟାର ଅଫ ପ୍ୟାରେଣ୍ଟସ ଆଣ୍ଡ ସିନିୟର ସିଟିଜେନ୍ସ ଆକ୍ଟ, ୨୦୦୭ ଅନୁଯାୟୀ, ଗଠିତ ଟ୍ରିବ୍ୟୁନାଲ୍ର ଅଧିକାର କେବଳ ବୃଦ୍ଧଙ୍କୁ ଭରଣପୋଷଣ ଦେବାରେ ସୀମିତ ନୁହେଁ।!-->…
‘”ବନ୍ଦେ ମାତରମ’ର କେବଳ ଦୁଇଟି ପଦ ଗାଇବା ନିଷ୍ପତ୍ତି’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା
ବନ୍ଦେ ମାତରମ୍କୁ ନେଇ ରାଜନୈତିକ ବିବାଦ ଜାରି ରହିଛି। କଂଗ୍ରେସ ଦଳ ସ୍ପଷ୍ଟ କରିଛି ଯେ ଏହା ଭବିଷ୍ୟତରେ ସମସ୍ତ ଦଳୀୟ କାର୍ୟ୍ୟକ୍ରମରେ କେବଳ ପ୍ରଥମ ଦୁଇଟି ପଦ ଗାଇବ। ନୂଆଦିଲ୍ଲୀରେ ଅନୁଷ୍ଠିତ କଂଗ୍ରେସ କାର୍ୟ୍ୟକାରିଣୀର ଚାରି ଘଣ୍ଟାର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶାସକ ଭାରତୀୟ!-->…
ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ
ଭାରତୀୟ ଖାଦ୍ୟରେ ଚିନିର ଗୁରୁତ୍ୱ ଅଧିକ। ସକାଳର ଚା’ଠାରୁ ଆରମ୍ଭ କରି ମିଠା, ପିଠାପଣା ଓ ବିଭିନ୍ନ ଖାଦ୍ୟରେ ଚିନିର ବ୍ୟବହାର ହୋଇଥାଏ । ତେବେ ଚିନିର ଦର ବୃଦ୍ଧି ଓ ଆଗାମୀ ପାର୍ବଣ ଋତୁରେ ଚାହିଦା ବଢ଼ିବା ଆଶଙ୍କାକୁ ଦୃଷ୍ଟିରେ ରଖି ସରକାର ଷ୍ଟକ୍ ନିୟମକୁ କଡ଼ା କରିଛନ୍ତି । ନୂଆ ନିୟମ!-->…
ଇରାନକୁ ନେଇ ଆମେରିକାର ଚାପ ଆହୁରି ବଢ଼ିବାକୁ ଯାଉଛି । ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ
ଇରାନକୁ ନେଇ ଆମେରିକାର ଚାପ ଆହୁରି ବଢ଼ିବାକୁ ଯାଉଛି । ଇରାନକୁ ଆର୍ଥିକ କିମ୍ବା ସାମଗ୍ରୀ ସହାୟତା କରୁଥିବା ଦେଶଗୁଡ଼ିକୁ ଖୋଲା ଚେତାବନୀ ଦେଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ, ଟ୍ରମ୍ପ ଘୋଷଣା କରିଛନ୍ତି!-->…