Browsing Category
ଆଜିର ଖବର
ବୁଲା କୁକୁରଙ୍କୁ ନେଇ ସୁପ୍ରିମ ରାୟ, ବନ୍ଧ୍ୟାକରଣ କରି ଛାଡିଦିଆଯିବ
କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମ୍କୋର୍ଟ ବୁଲା କୁକୁରମାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ ଟୀକାକରଣ ପରେ କୁକୁରମାନଙ୍କୁ ମୁକ୍ତ କରାଯିବ । ଆଜି!-->…
ଆଜିଠୁ ଆରମ୍ଭ ହେଲା ରଥଭଙ୍ଗା କାମ
ଆଜିଠାରୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବକମାନେ ଏହି ରଥଭଙ୍ଗା କାର୍ଯ୍ୟ କରିଥାନ୍ତି ।ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ ଭଙ୍ଗାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଭଙ୍ଗାଯିବ। ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି।ରଥଭଙ୍ଗା!-->…
ଏଣିକି ବସ୍ରେ ମାଗଣା ଯିବେ ଛାତ୍ରୀଛାତ୍ର: ଗଣଶିକ୍ଷା ମନ୍ତ୍ରୀ
ଛାତ୍ରଛାତ୍ରୀ ଏଣିକି ସରକାରୀ ବସ୍ରେ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି ।ସେ ଆହୁରି କହିଛନ୍ତି ଯେ, ପ୍ରଥମରୁ ଦ୍ୱାଦଶ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ!-->…
ବୌଦ୍ଧ ଜିଲ୍ଲାପାଳଙ୍କ ଫେକ୍ ଆକାଉଣ୍ଟ ଖୋଲି ଟଙ୍କା ମାଗୁଛି ଦୁର୍ବୃତ୍ତ
ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ନାମରେ ଏକ ଫେକ୍ whatsapp ଆକାଉଣ୍ଟ ଖୋଲା ଯାଇଛି । ଆକାଉଣ୍ଡ ଖୋଲି ଜିଲ୍ଲାପାଳ କାର୍ଯ୍ୟାଳୟରେ ବସିଥିବା ଫଟୋକୁ WhatsAppର ପ୍ରୋଫାଇଲ ଫଟୋ ଭାବରେ ବ୍ୟବହାର କରି ଏକ ଫୋନ ନମ୍ବରରୁ ଜିଲ୍ଲାର ବିଭିନ୍ନ ଅଧିକାରୀ ଏବଂ କର୍ମଚାରୀଙ୍କୁ ମେସଜ ପଠାଇ!-->…
ଆସନ୍ତା ୨୫ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ସେଇ ସ୍ଥାନରେ ଆସନ୍ତା ୨୫ ତାରିଖବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ପାଣିପାଗ ବିଭାଗ ପକ୍ଷରୁ ଦୁଇ ସପ୍ତାହ ଜାରି ବିସ୍ତାରିତ!-->…
କଟକ CDMO ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ!-->…
ପ୍ରାଥମିକ ଶିକ୍ଷା ପାଇଁ ରାଜ୍ୟରେ ରହିବ ଗୋଟିଏ ବୋର୍ଡ
ଆସନ୍ତା ୩ ବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ । ଏଭଳି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୪୫ ହଜାର ଶିକ୍ଷକ ପଦବୀ ମଧ୍ୟରୁ ୪୦ ହଜାର ନୂତନ ପଦବୀ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣାରେ ପାଠ୍ୟ!-->…
ଆଇପିଏସ୍ ଅଫିସର୍ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳ ବଦଳ
ଆଇପିଏସ୍ ଅଫିସର୍ ସ୍ତରରେ ଆଜି ଏକ ବଡ଼ ଧରଣର ଅଦଳ ବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସ୍ଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।ପିନାକ ମିଶ୍ର ହେଲେ ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ୍ ଡିଆଇଜି । ପୁରୀ ଏସପି ହେଲେ ପ୍ରତୀକ ସିଂ ।ସେହିପରି ସନ୍ତୋଷ!-->…
ବିରଳ ପ୍ରଜାତି ଗୋଧିକୁ ମାରି ଖାଇବାର ଭିଡିଓ ଭାଇରାଲ! ଅଭିଯୁକ୍ତ ୟୁଟ୍ୟୁବର ଗିରଫ
ବିରଳ ପ୍ରଜାତି ଗୋଧିକୁ ମାରି ଖାଇବାର ଭିଡିଓ ଭାଇରାଲ ଘଟଣାରେ ବନ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ । ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଅନୁସାରେ ଅଭିଯୁକ୍ତ ୟୁଟ୍ୟୁବର ଗିରଫ । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡାର ଗ୍ରାମର ବୋଲି ଜଣାପଡିଛି |ଗୋଧିକୁ ଧରିବା ପରେ ହତ୍ୟାକରି ରୋଷେଇ କରିଥିଲା ଅଭିଯୁକ୍ତ!-->…
ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଅସ୍ତ୍ରୋପଚାର ସଫଳ
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କର ଆଜି ସଫଳ ଅସ୍ତ୍ରୋପଚାର ସରିଛି। ଏସସିବି ମେଡିକାଲ କଲେଜ ହସ୍ପିଟାଲର ସର୍ଜରୀ ବିଭାଗର ପ୍ରଫେସର ଡା. ଏଲ. ଭି. ଗୌରୀ ଏହି ଅସ୍ତ୍ରୋପଚାର କରିଛନ୍ତି। ସକାଳ ୧୧ ଘଟିକାରୁ ଆରମ୍ଭ ହୋଇଥିବା ଏହି ଅସ୍ତ୍ରୋପଚାର ପ୍ରାୟ ୪୫!-->…
ଧାନ ଛଡା ଅନ୍ୟ ଫସଲକୁ ବି ମିଳିବ ପ୍ରୋତ୍ସାହନ-ରାଜସ୍ୱ ମନ୍ତ୍ରୀ
ଧାନ ଛଡା ଅନ୍ୟ ଫସଲକୁ ବି ମିଳିବ ପ୍ରୋତ୍ସାହନ । ଏନେଇ ସରକାର ଯୋଜନା କରୁଥିବା କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଛା ୨୩ଶହ ଟଙ୍କା ରହିଥିବା ବେଳେ ବୋନସ ବାବଦକୁ ୮ଶହ ଟଙ୍କା । ଏବେ ଧାନ କ୍ବିଣ୍ଟାଲ ଜଣେ ଚାଷୀ ୩୧ଶହ ଟଙ୍କା!-->…
ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ
ଗଣିଆ: ( ବିଶ୍ୱରଂଜନ ସେଠି) ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ମୁକ୍ତ ପାଇଁ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଆରମ୍ଭ କରାଯାଇଛି ସଚେତନତା ଅଭିଯାନ। ନୟାଗଡ଼ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ଅପହଞ୍ଚ ଇଲାକା ବଡସିଲିଙ୍ଗା ପଂଚାୟତର ଜାନକାଝୋଲା, ରେକାଡି , ବେଦାଡି, କୁମୁରି ଗ୍ରାମରେ!-->…