Browsing Category

ଆଜିର ଖବର

ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ

ଗଣିଆ: ( ବିଶ୍ୱରଂଜନ ସେଠି) ଉପାନ୍ତ ଅଞ୍ଚଳରେ ମ୍ୟାଲେରିଆ ମୁକ୍ତ ପାଇଁ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଆରମ୍ଭ କରାଯାଇଛି ସଚେତନତା ଅଭିଯାନ। ନୟାଗଡ଼ ଜିଲ୍ଲାର ଉପାନ୍ତ ଅଞ୍ଚଳରେ ଥିବା ଅପହଞ୍ଚ ଇଲାକା ବଡସିଲିଙ୍ଗା ପଂଚାୟତର ଜାନକାଝୋଲା, ରେକାଡି , ବେଦାଡି, କୁମୁରି ଗ୍ରାମରେ

ଶିଶୁ ମନ୍ଦିରରେ ନିଶା ସେବନର କୁପ୍ରଭାବ ଓ ପ୍ରତିକାର

ଗଣିଆ - ( ବିଶ୍ୱରଂଜନ ସେଠି) ଗୁରୁବାର ଦିନ ଗଣିଆ ବ୍ଲକ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରପ୍ରତିକାର ଉପରେ ଏକ ସଚେତନତା କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ନିରଞ୍ଜନ ମହାପାତ୍ରଙ୍କ ତତ୍ଵାବଧାନରେ ମୁଖ୍ୟ ଅତିଥିଭାବେ ସହାପ୍ରାନ୍ତ ସେବା ପ୍ରମୁଖ ଓଡିଶା ପୂର୍ବ

ପ୍ରତି ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା !ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିଠି 

ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । । ପାର୍ବଣ ସଂପର୍କିତ ସମନ୍ୱୟ ବୈଠକରେ ପୂଜା କମିଟି ମାନଙ୍କ ସହ ଏ ସଂକ୍ରାନ୍ତରେ ଆଲୋଚନା କରିବାକୁ ସମସ୍ତ ଜିଲ୍ଲାପାଳ, ଏସପିଙ୍କ ସମେତ କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ଚିଠି

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ‘ତୋରଣ’ କଟକଣା

କଟକ ଦୁର୍ଗାପୂଜା ପ୍ରସଙ୍ଗରେ ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟ କଟକଣା ଲଗାଇଛନ୍ତି । ଇଲେକ୍ଟ୍ରି ଗେଟ ନିର୍ମାଣ ଉପରେ ବି କଟକଣା ଜାରି କରିଛନ୍ତି ।ପୂଜା ସମୟରେ ରାସ୍ତା ଅବରୋଧ କରି ପେଣ୍ଡାଲ ତିଆରି ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତୋରଣ ଗୁଡ଼ିକର ଉଚ୍ଚତା ଓ ସୁରକ୍ଷାକୁ ନେଇ

ଖୁବଶୀଘ୍ର ରାଜ୍ୟ ସରକାର ଘୋଷଣା କରିବେ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ନାଁ

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଗତ ୧୬ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା। ଅନ୍ୟ ଯେଉଁ ଜିଲାରେ NAC ପାଇଁ ଦାବି ହେଉଛି, ସରକାର ସେନେଇ ବିଚାର କରୁଛନ୍ତି ବୋଲି କହିଛନ୍ତି ଗୃହ ଓ ନଗର ଉନ୍ନୟନ

ରାଜ୍ୟସଭାରେ ପାରିତ ହେଲା ଅନଲାଇନ୍ ଗେମିଂ ବିଲ୍ : ଏଣିକି ଜୁଆ ଖେଳିଲେ ୩ ବର୍ଷ ଜେଲ୍ 

ଅନଲାଇନ ଗେମିଂ ପ୍ରମୋସନ ଏବଂ ରେଗୁଲେସନ ବିଲ, ୨୦୨୫ ଗୃହୀତ ହୋଇଛି। କୌଣସି ବିତର୍କ ବିନା ହଟ୍ଟଗୋଳ ମଧ୍ୟରେ ଏହି ବିଲକୁ ମଞ୍ଜୁରୀ ଦିଆଯାଇଛି। ଏହାଦ୍ବାରା ବିଶେଷ କରି ମଧ୍ୟବିତ୍ତ ବର୍ଗର ପରିବାର ଉପକୃତ ହେବେ । ପ୍ରତିବର୍ଷ ହଜାର ହଜାର ପିଲା ଅନଲାଇନରେ ଗେମ୍ ଖେଳି ପ୍ରାଣ ହରାଉଛନ୍ତି ।

ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା

ପୁଣି ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଆସନ୍ତା ୩୧ ତାରିଖରେ ଏହି ପରୀକ୍ଷା ହେବାକୁ ଥିଲା । ହେଲେ ବର୍ତ୍ତମାନ ସମୟରେ ଏହି ପରୀକ୍ଷା ସ୍ଥଗିତ ରହିବା ନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ସୂଚନାଯୋଗ୍ୟ, ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ବୋର୍ଡ

କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ…

କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ଅଧିକାରୀମାନଙ୍କୁ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ପାଇଁ ବିଜ୍ଞପ୍ତି ଜାରି । କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରିକରି କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି

ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି।ଏଠାରେ ହାତୀମାନଙ୍କ ଗବେଷଣା ପାଇଁ ଏକ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ରର ନାଁ

ସେପ୍ଟେମ୍ବରରେ ପୁଣି ଥରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ

ସେପ୍ଟେମ୍ବରରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବାକୁ ଯାଉଛି। ତେବେ ବ୍ଲଡ୍ ମୁନ୍ କେବଳ ଚନ୍ଦ୍ରଗ୍ରହଣ ସମୟରେ ଦେଖାଯାଏ ଏବଂ ଏହି ସମୟରେ ଚନ୍ଦ୍ର ଲାଲ ହୋଇଯାଇଥାଏ। ବ୍ଲଡ୍ ମୁନ୍ ଚନ୍ଦ୍ରଗ୍ରହଣ ୭ ସେପ୍ଟେମ୍ବର ୨୦୨୫ରେ ହେବାକୁ ଯାଉଛି। ଭାରତୀୟ ସମୟ (IST) ଅନୁଯାୟୀ ଏହା ରାତି ୮:୫୮ରେ

୩୫ ବର୍ଷ ଧରି ସାଇତି ରଖିଛନ୍ତି କର୍ମୀ । କୋଟି ଟଙ୍କାର ପ୍ରଲୋଭନକୁ ପ୍ରତ୍ୟାଖ୍ୟାନ

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ତାଙ୍କ ଦଳର ଜଣେ କ୍ଷୁଦ୍ର କର୍ମୀଙ୍କୁ ଏପରି ଏକ ବିଶେଷ ଉପହାର ଦେଇଥିଲେ । ଯାହାକୁ ୩୫ ବର୍ଷ ଧରି ସାଇତି ରଖିଛନ୍ତି କର୍ମୀ । ଏହି ଚଷମା ପାଇଁ ତାଙ୍କୁ କୋଟି କୋଟି ଟଙ୍କାର ପ୍ରଲୋଭନ ଦିଆଯାଇଥିଲେ ମଧ୍ୟ ସେ ଏହାକୁ ବିକ୍ରି କରିବାକୁ ମନା

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ -ରାଜସ୍ବ ମନ୍ତ୍ରୀ

ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି।ଓଡ଼ିଶା ବାତ୍ୟା ପ୍ରବଣ ହୋଇଥିବାରୁ ଆଗୁଆ ପାଣିପାଗ ସୂଚନା ହାସଲକୁ ଆଧୁନିକୀକରଣ ପାଇଁ