Browsing Category

ଆଜିର ଖବର

ଲୋକପ୍ରିୟ ଅଭିନେତା ଅଚ୍ୟୁତ୍ ପରଲୋକ 

ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସ ଫିଲ୍ମର ପ୍ରଫେସର। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ଲୋକପ୍ରିୟ ଅଭିନେତା ଅଚ୍ୟୁତ୍ ପୋତଦାର। ଚିକିତ୍ସାଧୀନ ଅବସ୍ଥାରେ ଥାଣେର ଜୁପିଟର ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି।୧୮ ଅଗଷ୍ଟରେ ତାଙ୍କୁ ମୁମ୍ବାଇର ଥାନେ ସ୍ଥିତ ଏକ ଡାକ୍ତରଖାନାରେ

fm କଲେଜ ଛାତ୍ରୀ ମୃତ୍ୟୁ ଘଟଣା।  ତିନିଦିନିଆ ରିମାଣ୍ଡରେ ଯିବେ ସମୀର ସାହୁ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ।୩ ଦିନିଆ ରିମାଣ୍ଡ ଆବେଦନ ମଞ୍ଜୁର କଲେ ଜିଲ୍ଲା ଦୌରାଜଜ।ଏଫ୍‌ଏମ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ

ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼

ଦାଦାବଟି ପାଇଁ ସେବାୟତଙ୍କୁ ମାଡ଼ ମରାଯିବା ଘଟଣା ସାମ୍ନାକୁ ଆସିଛି।ଶ୍ରୀମନ୍ଦିର ଦକ୍ଷିଣ ଦ୍ବାର ସମ୍ମୁଖରେ ଅଘଟଣ । ଗୁରୁତର ଆହତ ହେଉଛନ୍ତି ପ୍ରତାପ ମହାପାତ୍ର । ଦୋକାନରେ ବସିଥିବା ସମୟରେ ୨ ଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ସେବାୟତଙ୍କୁ

ଏଣିକି ସମସ୍ତ ଶ୍ରେଣୀରେ ରହିବ ପାସ୍ ଫେଲ୍ ବ୍ୟବସ୍ଥା

ଏଣିକି ଷ୍ଟାଣ୍ଡାର୍ଡ ନଥିବ ପିଲା ପାସ୍ ହେଲା ପର୍ଯ୍ୟନ୍ତ ସେହି କ୍ଲାସ୍‌ରେ ରହିବେ। ପୂର୍ବ ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ନଥିଲା ବର୍ତ୍ତମାନର ସରକାରରେ ପାସ୍ ଫେଲ୍ ବ୍ୟବସ୍ଥା ରଖାଯାଇଛି। ପିଲା କ୍ଲାସ୍‌ରେ ଫେଲ୍ ହେଲେ ପୁନର୍ବାର କିଛି ଦିନ ଭିତରେ ପରୀକ୍ଷା ଦେଇ ପାସ୍ କରିବାକୁ ପଡ଼ିବ।

ବାଘୁଣୀ ଜୀନତ ଗର୍ଭବତୀ

ମହାରାଷ୍ଟ୍ରରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି।ସେ ବର୍ତ୍ତମାନ ପଞ୍ଚମ ମାସରେ ଗର୍ଭବତୀ ଅଛି। ସେ ନିୟମିତ ଭାବେ ସାମ୍ବାର, ଚିତଳ ଓ ବଣୁଆ ଘୁଷୁରୀ ଆଦି

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପାଣସ୍ତ୍ର ଅଗ୍ନି – ୫

ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ଷେପାଣସ୍ତ୍ର ଅଗ୍ନି – ୫ । ଅବଦୁଲ କଲାମ ଦ୍ୱୀପରୁ ସଂଧ୍ୟା ୬ଟା ୩୦ରେ ଉତ୍‌କ୍ଷେପଣ ହେଲା । ଆଇସିବିଏମ୍ କାଟାଗୋରୀର ଦୂରଗାମୀ କ୍ଷେପଣାସ୍ତ୍ର ହେଉଛି ଅଗ୍ନି – ୫ । ପ୍ରତିରକ୍ଷା ବିଭାଗର ଷ୍ଟାଟେଜିକ୍‌ ଫୋର୍ସ କମାଣ୍ଡ ଏହି ମିସାଇଲକୁ ସଫଳତାର ସହିତ ପରୀକ୍ଷା

ନାବାଳିକା ଝିଅର ଅଶ୍ଳୀଳ ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ୭ ଯୁବକ ଗିରଫ

ଜିଲ୍ଲାର ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଯୁବକଙ୍କୁ ଗିରଫ କରାଯାଇଛି । ଗିରଫ ପରେ ସମସ୍ତ ଅଭିଯୁକ୍ତଙ୍କ ଡାକ୍ତରୀ ପରୀକ୍ଷା ଏବଂ ଆଇନଗତ କାଗଜପତ୍ର ପୋଲିସ ଦ୍ୱାରା କରାଯାଇଥିଲା ବୋଲି କହିଛନ୍ତି ଆଇଆଇସି

ଲଗାତାର ୩୦ ଦିନ ଜେଲରେ ରହିଲେ ପଦ ହରାଇବେ ମନ୍ତ୍ରୀ

କେନ୍ଦ୍ର ସରକାର ପକ୍ଷରୁ ଲୋକସଭାରେ ଆଜି ୩ଟି ବିଧେୟକ ପାରିତ ହୋଇଛି । ଯେଉଁଥିପାଇଁ ଭାରତୀୟ ରାଜନୀତିରେ ବଡ଼ ପରିବର୍ତ୍ତନ ହୋଇପାରେ । ଲୋକସଭାରେ ଜୋରଦାର ହଙ୍ଗାମା ମଧ୍ୟରେ ୩ ସଂଶୋଧନ ବିଲ୍ ଉପସ୍ଥାପନ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଏହି ବିଲ୍‌ଗୁଡ଼ିକ—କେନ୍ଦ୍ରଶାସିତ ଅଞ୍ଚଳ

ସ୍ଵାଥ୍ୟ ଶିବିର ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଗଣିଆ ( ବିଶ୍ୱରଂଜନ ସେଠି)ଗଣିଆ ସ୍ଥିତ ପି ଏମ ଶ୍ରୀ କିଶୋର ଚନ୍ଦ୍ର ନୋଡାଲ ବିଦ୍ୟାପୀଠ ପରିସରରେ ବୁଧବାର ଅପରାହ୍ନରେ ସ୍ଵାସ୍ଥ୍ୟ ଶିବିର ଓ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସହଯୋଗରେ ଆୟୋଜିତ ଏଇ ଶିବିରରେ ଡାକ୍ତର

ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ

ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କାରଣରୁ ମେ ୫ ପରିବର୍ତ୍ତେ ୨୩ ଏପ୍ରିଲରୁ ସ୍କୁଲ ବନ୍ଦ ରଖାଯାଇଥିଲା । ଏହି ସମୟ ମଧ୍ୟରେ ୧୧ ଦିନ ମଧ୍ୟାନ୍ନ ଭୋଜନ ଦିଆଯାଇ ନଥିଲା । ସେନେଇ ଏବେ ରାଜ୍ୟର ସମସ୍ତ ଶିଶୁ (ବାଲ୍‌) ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ ଦିନର ଚାଉଳ

ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର- ଆଇନ ମନ୍ତ୍ରୀ

ମହିଳା ଏବଂ ଶିଶୁ ସୁରକ୍ଷା ନେଇ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ ନ୍ୟାୟିକ ସାହାଯ୍ୟ କରିବେ । ଏ ନେଇ

ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ଧର୍ମପତ୍ନୀ

ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍‌ସିବି କର୍ତ୍ତୃପକ୍ଷ ସୂଚନା ଦେବେ।