Browsing Category
ଆଜିର ଖବର
ଫେରାର ପୋଲିସ ଏସଆଇ ଅମିତ ପାଢ଼ୀ ରାଜ୍ୟ ବାହାରୁ ଗିରଫ
ଦୀର୍ଘ ୪ ମାସର ଲୁଚକାଳି ଖେଳ ପରେ ଶେଷରେ ନାବାଳିକାଙ୍କୁ ବିବାହ କରିଥିବା ଅଭିଯୁକ୍ତ ନିଲମ୍ବିତ ପୁଲିସ ଏସଆଇ ଅମିତ ପାଢୀଙ୍କୁ ରାଜ୍ୟ ବାହାରୁ ଗିରଫ କରିଛି ପୁଲିସ। ଜାମିନ ବିହୀନ ଗିରଫ ପରୱାନା ଜାରି ହେବା ପରେ ଅମିତ ରାଜ୍ଯ ବାହାରକୁ ଖସି ପଳାଇଥିଲେ। ଜିଲ୍ଲା ପୁଲିସର ସ୍ପେସାଲ ସ୍କ୍ବାଡ୍!-->…
ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,ଆଜି ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ
ରାଜ୍ୟରେ ଧୀରେ ଧୀରେ ଦୁର୍ବଳ ହେଉଛି ଅବପାତ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଏହି ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମଶଃ ଦୁର୍ବଳ ହେଉଛି । ଆସନ୍ତା ୧୨ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ!-->…
ଖୁବଶୀଘ୍ର ରୋବୋଟ୍ ଗର୍ଭଧାରଣ କରିପାରିବ !
ପ୍ରଯୁକ୍ତିବିଦ୍ୟାର ଏହି ଯୁଗରେ ସବୁକିଛି ସମ୍ଭବ। ଚୀନର ବୈଜ୍ଞାନିକମାନେ ଏଭଳି ଏକ ରୋବୋଟ୍ ନିର୍ମାଣ ଦିଗରେ କାର୍ଯ୍ୟ କରୁଛନ୍ତି। ଏହି ରୋବୋଟ୍ ଗର୍ଭଧାରଣ କରିପାରିବ। ଏହାର ପ୍ରଥମ ପୋଟୋଟାଇପ ୨୦୨୬ରେ ଲଞ୍ଚ କରାଯିବ। ଭ୍ରୁଣକୁ କୃତ୍ରିମ ଗର୍ଭାଶୟରେ ରଖାଯିବ। ଏକ ପାଇପ ଜରିଆରେ ଭ୍ରୁଣଟି!-->…
ଯୁକ୍ତ ୨ ନାମଲେଖା;ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ତାରିଖ ଘୋଷଣା
ଓଡ଼ିଶାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଏଚଏସଇ) ରାଜ୍ୟର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏକାଦଶ ଶ୍ରେଣୀର ଖାଲି ଆସନ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ଼ମିଶନର କାର୍ଯ୍ୟସୂଚୀ ଘୋଷଣା କରିଛି।ସୋମବାର ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ଦ୍ୱାରା ଘୋଷଣା କରାଯାଇଥିବା ପ୍ରଥମ!-->…
ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ
ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ, ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍!-->…
ରାଷ୍ଟ୍ରୀୟ ସେବା ଯୋଜନା ଶିବିରରେ ଯୋଗଦେଲେ ରାଜ୍ୟ ସଂଯୋଜକ
ଗଣିଆ ( ବିଶ୍ୱରଂଜନ ସେଠି) ଶିକ୍ଷାରେ ସମାଜ ସେବାକୁ ଏକ ସ୍ୱୋଛାକୃତ କାର୍ଯ୍ୟଭାବେ ପ୍ରଚଳନ କରିବାକୁ ୧୯୬୯ମସିହା ସେପ୍ଟେମ୍ବର ୪ ତାରଖରେ ରାଷ୍ଟ୍ରୀୟ ସେବା ଯୋଜନା ଆରମ୍ଭ କରାଯାଇଥିଲା । ଗୋଷ୍ଠୀ ମାଧ୍ୟମରେ ଛାତ୍ରଛାତ୍ରମାନଙ୍କର ବ୍ବ୍ୟକ୍ତିତ୍ୱର ବିକାଶର ଲକ୍ଷ ନେଇ ଆରମ୍ଭ କରାଯାଇଥବବା ଏହ!-->…
ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଆଉ ଯାତ୍ରା ସୁବିଧା ପାଇବେନି ଯାତ୍ରୀ।ଏଥିସହ ଏହି!-->…
ପାର୍ବଣରେ ଜୋର ଜବରଦସ୍ତି ଆଦାୟ କରି ପାରିବେନି ଚାନ୍ଦା
ପାର୍ବଣରେ ଜୋର ଜବରଦସ୍ତି ଆଦାୟ କରି ପାରିବେନି ଚାନ୍ଦା । ବିଶୃଙ୍ଖଳା କଲେ ପୋଲିସ ନେବ କାର୍ଯ୍ୟାନୁଷ୍ଠାନ। କଟକ ଶାରଳା ଭବନରେ ଗଣେଶ ପୂଜା ପ୍ରସ୍ତୁତି ବୈଠକରେ ସୂଚନା ଦେଇଛନ୍ତି କଟକ କମିଶନରେଟ ପୋଲିସ । ଚଳିତ ବର୍ଷ ସହରରେ ପ୍ରାୟ ୧୨ଶହ ମଣ୍ଡପରେ ବିଘ୍ନ ବିନାସକଙ୍କ ପୂଜା ଆୟୋଜିତ ହେବ ।!-->…
ଭୁବନେଶ୍ବର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି, ଯାହା ଦେଶର ଭିତ୍ତିଭୂମି ଏବଂ ସଂଯୋଗୀକରଣକୁ ଏକ ନୂତନ ଦିଗଦର୍ଶନ ଦେବ। ଭୁବନେଶ୍ବର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ । ୬ଲେନ ବିଶିଷ୍ଟ ୧୧୧ କିମି!-->…
ସିପି ରାଧାକ୍ରିଷ୍ଣନଙ୍କୁ ଟକ୍କର ଦେବେ ସୁଦର୍ଶନ ରେଡ୍ଡୀ
ବିରୋଧୀ ଦଳ ତଣ୍ଡା ଇଣ୍ଡି ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ବି. ସୁଦର୍ଶନ ରେଡ୍ଡୀ। ଇଣ୍ଡି ମେଣ୍ଟ ବୈଠକରେ ମଙ୍ଗଳବାର ସୁଦର୍ଶନଙ୍କୁ ପ୍ରାର୍ଥୀ ଭାବେ ଚୟନ କରାଯାଇଛି।ବି ସୁଦର୍ଶନ ରେଡ୍ଡୀଙ୍କ ଜନ୍ମ ୮ ଜୁଲାଇ ୧୯୪୬ ମସିହାରେ ହୋଇଥିଲା । ସେ ଭାରତର!-->…
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ ।ସାତ ଫଣା ଥାଇ କାଳୀୟନାଗ ଉପରେ ଶ୍ରୀଜଗନ୍ନାଥ ନୃତ୍ୟ କରୁଥିବା ଭଙ୍ଗିରେ ଦର୍ଶନ ଦେବେ । କାଳୀୟ ନାଗ!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଶୁଭାଂଶୁ ଶୁକ୍ଳା
ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)କୁ ଆକ୍ସିୟମ-୪ ମହାକାଶ ମିଶନର ପାଇଲଟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ମୋଦିଙ୍କୁ ଭେଟିବା ପରେ ଏବଂ ISSରୁ ଉଠାଯାଇଥିବା ପୃଥିବୀର ଫଟୋଗ୍ରାଫକୁ ଦେଇଥିଲେ ଶୁଭାଂଶୁ ।
ପ୍ରଥମେ ମୋଦି ଶୁଭାଂଶୁଙ୍କୁ!-->!-->!-->…