Browsing Category
ଆଜିର ଖବର
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୮ ଓ ୧୯ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ୧୮ରେ ମାଲକାନଗିରି, କୋରାପୁଟ; ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ୱାର୍ଣ୍ଣିଂ ।ସେହିପରି ୧୮ରୁ ୨୦ ତାରିଖ ଯାଏଁ ସମୁଦ୍ର ନଯିବାକୁ!-->…
୧୨ଟି ନୂଆ ଏନଏସି ପାଇଁ ବିଜ୍ଞପ୍ତି ପ୍ରକାଶ
ରାଜ୍ୟ ସରକାର ଏନ୍ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।ଏହି ୧୨ ନୂଆ ଏନଏସି ହେଉଛି ଅନୁଗୁଳ ଜିଲ୍ଲାର ପାଲ୍ଲହଡ଼ା,!-->…
ତୃତୀୟଲିଙ୍ଗୀଙ୍କ ପାଇଁ ବଡ଼ ଘୋଷଣା : ନିଯୁକ୍ତି ବେଳେ ରହିବ ସଂରକ୍ଷଣ ବ୍ୟବସ୍ଥା
ତୃତୀୟ ଲିଙ୍ଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା । ନିଯୁକ୍ତି ବେଳେ ପରୀକ୍ଷା ନିୟମ ବଦଳିବ । ପୁରୁଷ ଓ ମହିଳାଙ୍କ ପରି ତୃତୀୟ ଲିଙ୍ଗିଙ୍କ ପାଇଁ ଆବେଦନରେ ବ୍ୟବସ୍ଥା ପ୍ରସ୍ତାବ ରହିଛି । ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କମିଶନର ତଥା ସଚିବ ଆର ଏସ ଗୋପାଳନ ଚିଠି ଲେଖିଛନ୍ତି। ସବୁ ବିଭାଗ!-->…
ସ୍ଵେଚ୍ଛା ସେବୀ ସଂଗଠନ ମିଳିତ ଭାବରେ ପାଳନ କଲେ ସ୍ଵାଧୀନତା ଦିବସ*
ପୁରୀ ଜିଲ୍ଲା ସ୍ୱେଚ୍ଛା ସେବୀ ସଂଗଠନ ସାମୁଖ୍ୟ ଦ ବେଲ୍ ଯୁବ ଶାଖା , ଇନର ହୁଇଲ୍ କ୍ଲବ୍ ଶ୍ରୀକ୍ଷେତ୍ର,ସମର୍ପଣ, ଦ ମିରର ,ଶିଶୁ ସମାଚାର ,ସାଇ ଉଦୟ ଲକ୍ଷ୍ମୀ ନାରାୟଣ ଟ୍ରଷ୍ଟ, ସାରା ଆକାଶ ମିଳିତ, ଆନୁକୁଲ୍ୟରେ ସ୍ଵାଧୀନତା ଦିବସ ଅବସରରେ ବନ୍ଦେ ମାତରଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ବଳିଆ!-->…
ସ୍ପେଶାଲ ଓଟିଇଟି ଦ୍ୱନ୍ଦ୍ୱ ଦୂର କଲେନି ବୋର୍ଡ ସଭାପତି
ପ୍ରେସମିଟରେ ସ୍ପେଶାଲ ଓଟିଇଟି ଦ୍ୱନ୍ଦ୍ୱ ଦୂର କଲେନି ବୋର୍ଡ ସଭାପତି । ଆସନ୍ତା ୩୧ ତାରିଖରେ ସ୍ପେଶାଲ ଓଟିଇଟି ହେବକି ନାହିଁ ସ୍ପଷ୍ଟ କଲେନି । ଯଦି ୩୧ ତାରିଖରେ ନ ହେଲା ଅତିଶୀଘ୍ର ସ୍ପେଶାଲ ଓଟିଇଟି କରିବୁ କହିଲେ ।ପରୀକ୍ଷାକୁ ସଠିକ ଭାବେ କରିବା ପାଇଁ କମିଟି ତର୍ଜମା କରୁଛି!-->…
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ନୂଆଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ। ଅଗଷ୍ଟ ୨୮ ତାରିଖ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଗୁରୁବାର ସକାଳ ୧୦ଟା ୩୩ ମିନିଟରୁ ୧୦ଟା ୫୫ ମିନିଟ୍ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ । ତା'!-->…
ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର: ଆଇନ ମନ୍ତ୍ରୀ
ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ଉପରେ କଠୋର ବିଜେପି ସରକାର । ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର । ପୂର୍ବ ସରକାର ଭଳି କେବଳ ପିଅନ, କିରାଣୀ ମାନଙ୍କ ଉପରେ ନୁହେଁ, ମୁଖ୍ୟଯନ୍ତ୍ରୀ ସ୍ତରର ଅଧିକାରୀଙ୍କ ଉପରେ ମଧ୍ୟ ବିଜେପି ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ।୨୪ରୁ ୪୮ ଘଣ୍ଟାରେ ଗିରଫ!-->…
ଜ୍ୟୋତି ମାଲହୋତ୍ରାଙ୍କ ପାକିସ୍ତାନ ଲିଙ୍କ୍ର ପର୍ଦ୍ଦାଫାଶ,୨୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ
ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କୁ ଗୁପ୍ତଚର ଅଭିଯୋଗରେ ଗିରଫ କରାଯାଇଥିଲା । ହରିୟାଣା ପୁଲିସ ମେ ୧୬ ତାରିଖରେ ଜ୍ୟୋତିଙ୍କୁ ହଠାତ୍ ଗିରଫ କରିଥିଲା । ପ୍ରାୟ ୩ ମାସ ପରେ ପୁଲିସ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି । ସୂତ୍ର ଅନୁଯାୟୀ, ଜ୍ୟୋତିଙ୍କ ପାକିସ୍ତାନ ଲିଙ୍କ୍ର ପର୍ଦ୍ଦାଫାଶ!-->…
ବିନା ହେଲ୍ମେଟରେ ରାଜଧାନୀର ରାଜରାସ୍ତାରେ ବାଇକ୍ ଉପରେ ରୋମାନ୍ସ ଷ୍ଟଣ୍ଟ
ବାଇକ୍ ଉପରେ ରୋମାନ୍ସ ଷ୍ଟଣ୍ଟ । ଯୁବତୀ ଓଲଟା ବସି ରିଲସ ଦେଖିଲେ, ପ୍ରେମିକ ଫିଲ୍ମ ଷ୍ଟାଇଲରେ ବାଇକ ଉଡ଼େଇଲେ। ରାଜଧାନୀରେ ମତୁଆଲା ଯୁବକ ଯୁବତୀଙ୍କ ଭିଡିଓ ଭାଇରାଲ ହୋଇଛି । ସମୟ ସଂଧ୍ୟା… ଏକ ଦାମୀ ବାଇକ୍ ଚଳାଉଥିଲେ ପୁଅ, ଆଉ ପଛ ସିଟ୍ରେ ବସିବା ବଦଳରେ ଝିଅ ମାନେ ଗାର୍ଲଫ୍ରେଣ୍ଡ!-->…
ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ବିଷ ପିଇଲେ ସ୍ତ୍ରୀ
ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ବିଷ ପିଇଲେ ସ୍ତ୍ରୀ । ନିଆଳି ଏକବେରୁଆଁ ପଞ୍ଚାୟତ ଅଞ୍ଚଳରେ ଅଭାବନୀୟ ଘଟଣା । ଗୁରୁତର ସ୍ତ୍ରୀଙ୍କୁ ପ୍ରଥମେ ଜଗତସିଂହପୁର ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ନିଆଳି ବ୍ଲକ ଏକବାରୁଆ ଗାଁର ସୁରେନ୍ଦ୍ର ସ୍ୱାଇଁ ବିଲରୁ ବାଇଗଣ ତୋଳିବାକୁ!-->…
ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼
କୋରାପୁଟ ବସଷ୍ଟାଣ୍ଡରେ ଗତ ୧୪ ତାରିଖ ରାତିରେ କଂଗ୍ରେସର ମଶାଲ ଶୋଭାଯାତ୍ରା ବୈଠକ ଆୟୋଜନ କରାଯାଇଥିଲା। ବୈଠକ ପରେ କୃଷ୍ଣ କୁଲଦୀପ ନାମକ ଯୁବକ ହଠାତ ପହଞ୍ଚି ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ।ଏହାପରେ ଯୁବକକୁ କାବୁ କରି ପୋଲିସରେ ଜିମା ଦିଆଯାଇଥିଲା!-->…
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩!-->…