Browsing Category
ଆଜିର ଖବର
ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ମାଡ଼
କୋରାପୁଟ ବସଷ୍ଟାଣ୍ଡରେ ଗତ ୧୪ ତାରିଖ ରାତିରେ କଂଗ୍ରେସର ମଶାଲ ଶୋଭାଯାତ୍ରା ବୈଠକ ଆୟୋଜନ କରାଯାଇଥିଲା। ବୈଠକ ପରେ କୃଷ୍ଣ କୁଲଦୀପ ନାମକ ଯୁବକ ହଠାତ ପହଞ୍ଚି ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ।ଏହାପରେ ଯୁବକକୁ କାବୁ କରି ପୋଲିସରେ ଜିମା ଦିଆଯାଇଥିଲା!-->…
ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩!-->…
ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ !ସାଂଗଠନିକ ସ୍ଥିତି ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା
ନବୀନ ନିବାସରେ ବଡ଼ ହଲଚଲ। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କିଛି ମାସ ତଳେ ଚିକିତ୍ସା ଲାଗି ମୁମ୍ବାଇ ଯାଇଥିଲେ ନବୀନ ।ସେଠାରେ ସୁସ୍ଥ ହୋଇ ବିରୋଧୀ!-->…
ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସପ୍ତମ ଶ୍ରାଦ୍ଧବାର୍ଷିକୀ। ଭାରତୀୟ ରାଜନୀତିର ସେ ଅଟଳ ରାଜନେତା । ଏମିତି ବ୍ୟକ୍ତିତ୍ୱ ନା ଶୁଣିଲେ ବି ଥରିଉଠନ୍ତି ଶତ୍ରୁ ରାଷ୍ଟ୍ର । ଉଚ୍ଚ ସ୍ୱରରେ କଥା ନହେଲେ ବି ପଦିଏ କଥାରେ ବିରୋଧୀ ଚିତ୍ । ତେବେ ସାରା ଦେଶ ତାଙ୍କୁ ଜଣାଉଛି!-->…
ପୁଣି ଜଣେ ବିହାରୀ ବ୍ୟକ୍ତି ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ
ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା । ପୁଣି ଜଣେ ବିହାରୀ ବ୍ୟକ୍ତି ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ ବେଳେ ଧରାପଡିଲେ। ବେହରଣ ଦ୍ଵାର ପଟରୁ ପ୍ରାୟ ୫ ରୁ୭ ଫୁଟ୍ ଚଢ଼ି ସାରିଥିବା ବେଳେ ଜଗନ୍ନାଥ ମନ୍ଦିର ପୋଲିସ JTP ହାତରେ ଧରାପଡିଲେ । ପରେ ତାଙ୍କୁ ସିଂହଦ୍ୱାର ପୋଲିସ ଜିମା!-->…
ଗଣପର୍ବ ନୂଆଁଖାଇ। ଆଜି ବାହାରିବ ଲଗ୍ନ
ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମଣ୍ଡଳୀ ସଭା ଆୟୋଜନ କରାଯାଏ। ଏବଂ ସେଠାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ!-->…
ନନ୍ଦୋତ୍ସବ ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର
ନନ୍ଦୋତ୍ସବ ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର। ଶୁକ୍ରବାର ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ପାଳନ ହେଉଛି ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତ ମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ!-->…
ବାବାଙ୍କ ନାଁରେ ଦୁଷ୍କର୍ମ ଓ ଅସଦାଚରଣ ଅଭିଯୋଗ ଆଣିଲେ ଅନ୍ତେବାସୀ
ବାବା କେଳେଙ୍କାରୀ ଘଟଣା ଆସିଛି ସାମ୍ନାକୁ । ଜଣେ ମହିଳା ଆଣିଛି ସଙ୍ଘାତିକ ଅଭିଯୋଗ। ମହିଳା ଅନ୍ତେବାସୀଙ୍କୁ ଦୁଷ୍କର୍ମ ଓ ଅସଦାଚରଣ ନେଇ ଅଭିଯୋଗ ହୋଇଛି । ଢେଙ୍କାନାଳ କାମାକ୍ଷାନଗର ଅଞ୍ଚଳରେରେ ଥିବା ଏକ ଆଶ୍ରମରେ ବାବା ଜଣେ ମହିଳା ଅନ୍ତେବାସୀଙ୍କୁ ଦୁଷ୍କର୍ମ ଓ ଅସଦାଚରଣ କରିଥିବା ନେଇ!-->…
ବାଲିପାଟଣାରେ ପୋଡ଼ି ହୋଇଥିବା ବ୍ୟକ୍ତି ଜ୍ୟୋତିରଞ୍ଜନ ମଠିଆଙ୍କ ମୃତ୍ୟୁ
ରାଜଧାନୀ ଉପକଣ୍ଠରେ ଯୁବକଙ୍କୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ ଘଟଣା। ଚିକିତ୍ସାଧୀନ ଅବସ୍ଥାରେ ଏମ୍ସରେ ଚିକିତ୍ସାଧିନ ଯୁବକ ଜ୍ୟୋତି କୁମାର ମାଠିଆଙ୍କର ମୃତ୍ୟୁ ହୋଇଛି। ଶନିବାର ଭୋର ୪ଟାରେ ଜ୍ୟୋତିଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର । ନିଆଁ ଲାଗି ପୂରା ଶରୀର ଜଳିଯାଇଥିଲା ।!-->…
ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିଛନ୍ତି ଆର.ଏସ.ଏସ ମୁଖ୍ୟ ମୋହନ ଭାଗବତ
ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ଆଶିର୍ବାଦ ଲାଭ କରିଛନ୍ତି ଆର.ଏସ.ଏସ ମୁଖ୍ୟ ମୋହନ ଭାଗବତ । ପୁରୀରେ ପହଞ୍ଚିବା ପରେ ସେ ପ୍ରଥମେ ଶଙ୍କରାଚାର୍ଯ୍ୟ ମଠ ଯାଇ ଜଗଦଗୁରୁଙ୍କ ସାନିଧ୍ୟ ନେବା ସହ ବିଭିନ୍ନ ଧର୍ମୀୟ ପ୍ରସଙ୍ଗରେ ଆଲୋଚନା କରିଥିଲେ । ପରେ!-->…
ଅସଦାଚରଣ ଓ ନିର୍ଯାତନା ଅଭିଯୋଗ: ଭିସୁଟର ୨ ପ୍ରଫେସର ହେଲେ ନିଲମ୍ବିତ
ଭିସୁଟର ୨ ପ୍ରଫେସର ନିଲମ୍ବିତ। ସେମାନଙ୍କ ନାଁରେ ଥିଲା ଅସଦାଚରଣ ଓ ନିର୍ଯାତନା ଅଭିଯୋଗ। ଆଭ୍ୟନ୍ତରୀଣ କମିଟିର ତଦନ୍ତ ପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜଣେ ପିଏଚଡି ଛାତ୍ରୀ ଓ ଜଣେ ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା ଉଭୟ ନିମ୍ବିତ ହୋଇଛନ୍ତି।!-->…
ଜନ ଶିକ୍ଷଣ ସଂସ୍ଥାନ ,ପୁରୀ ତରଫରୁ ୭୯ ତମ ସ୍ୱାଧୀନତା ଦିବସ ପାଳିତ
ଜନ ଶିକ୍ଷଣ ସଂସ୍ଥାନ ,ପୁରୀ ତରଫରୁ ୭୯ ତମ ସ୍ୱାଧୀନତା ଦିବସ ପାଳନ ଅବସରେ ରେ ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରାଳୟ ଅଧୀନରେ ପୁରୀ ଜ଼ିଲ୍ଲାରେ ପ୍ରତିଷ୍ଠିତ ଦକ୍ଷତା ବିକାଶ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଜନ ଶିକ୍ଷଣ ସଂସ୍ଥାନ ତରଫରୁ ପୁରୀ ସର୍ବୋଦୟ ନଗର ସ୍ଥିତ!-->…