Browsing Category
ଆଜିର ଖବର
ଜନ ଶିକ୍ଷଣ ସଂସ୍ଥାନ ,ପୁରୀ ତରଫରୁ ୭୯ ତମ ସ୍ୱାଧୀନତା ଦିବସ ପାଳିତ
ଜନ ଶିକ୍ଷଣ ସଂସ୍ଥାନ ,ପୁରୀ ତରଫରୁ ୭୯ ତମ ସ୍ୱାଧୀନତା ଦିବସ ପାଳନ ଅବସରେ ରେ ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରାଳୟ ଅଧୀନରେ ପୁରୀ ଜ଼ିଲ୍ଲାରେ ପ୍ରତିଷ୍ଠିତ ଦକ୍ଷତା ବିକାଶ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଜନ ଶିକ୍ଷଣ ସଂସ୍ଥାନ ତରଫରୁ ପୁରୀ ସର୍ବୋଦୟ ନଗର ସ୍ଥିତ!-->…
ଆଠଗଡରେ ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ।
ଆଠଗଡ ୧୫/୦୮ (ମାନସ ରଞ୍ଜନ ସାହୁ) ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ୨୦୨୫ ଆଜି ଉପଖଣ୍ଡ ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଆଠଗଡ ଆନୁକୂଲ୍ୟରେ ଆଠଗଡ ଷ୍ଟାଡିୟମଠାରେ ମହାସମାରୋହରେ ପାଳିତ ହୋଇଛି । ଆଜିର ଦିବସ ପରିପ୍ରେକ୍ଷୀ ରେ ଦିବସର ପ୍ରତ୍ୟୁଷ ରୁ ଡ଼ାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ!-->…
ଲାଲକିଲ୍ଲାରେ ଅନନ୍ୟ ଦୃଶ୍ୟ: ପରେଡରେ ସାମିଲ ହେଲା ଗୁଣ୍ଡୁଚିମୂଷା
ଆଜି ୭୯ ତମ ସ୍ୱାଧୀନତା ଦିବସକୁ ଭାରତ ପୂର୍ଣ୍ଣ ଉତ୍ସାହର ସହିତ ପାଳନ କରୁଛି। ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ଆୟୋଜିତ ପରେଡରେ ଭାରତୀୟ ସେନା ଏହାର ଶୃଙ୍ଖଳା, ସାହସ ଏବଂ ଦେଶପ୍ରେମକୁ ଏକ ମହାନ ଉପାୟରେ ପ୍ରଦର୍ଶନ କରିଛି।ଆଜି ଦିଲ୍ଲୀର ଐତିହାସିକ ଲାଲକିଲ୍ଲାରେ ଅନୁଷ୍ଠିତ ମହାନ ପରେଡରେ,!-->…
ଆଜିଠୁ ଫାସଟ୍ୟାଗ୍ର ବଦଳିଲା ନିୟମ । ଗୋଟିଏ ବର୍ଷରେ ୨୦୦ ଟ୍ରିପ୍
ଆଜିଠୁ ଫାସଟ୍ୟାଗ୍ର ବଦଳିଲା ନିୟମ । ଏଣିକି ନିଇତି ଲାଇନ୍ରେ ଛିଡ଼ା ହୋଇ ଆଉ ଗାଡିର ଫାସ୍ଟ୍ୟାଗ୍ କାଟିବାକୁ ପଡ଼ିବନି । ଦେଶରେ ବାର୍ଷିକ ଟୋଲ ପାସ ବ୍ୟବସ୍ଥା ଆରମ୍ଭ ହୋଇଛି। ସରକାରଙ୍କ ଏହି ପାସ ସହାୟତାରେ ବର୍ଷକ ଯାଏ ଲୋକଙ୍କୁ ମୋଟା ଅଙ୍କର ଦେୟ ଦେବାକୁ ପଡ଼ିବ ନାହିଁ। କେନ୍ଦ୍ର!-->…
ସ୍ବାଧୀନତା ଦିସବରେ ସୁନା ପ୍ରେମୀଙ୍କୁ ମିଳିଲା ଆଶ୍ବସ୍ତି ଖବର
ସ୍ୱାଧୀନତା ଦିବସ ଉପଲକ୍ଷେ କମିଛି ସୁନା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୧,୨୪୦ ଟଙ୍କାରେ କାରବାର ଆରମ୍ଭ କରିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୨,୮୦୦ ହୋଇଛି ।ଅନ୍ୟପଟେ ଓଡ଼ିଶା ରାଜଧାନୀ!-->…
ପୁଣି ଜଳିଲେ ଆଉ ଜଣେ ଯୁବକ
ପୁଣି ଜଳିଲେ ଆଉ ଜଣେ ଯୁବକ। ରାସ୍ତା ଉପରେ ନିଜ ଦେହରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ଯୁବକ। ବିଚ୍ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲେ ବ୍ୟକ୍ତି।ଏଭଳି ଏକ ଅଭାବନୀୟ ଘଟଣା ଖୋର୍ଧା ଜିଲ୍ଲା ବାଲିପାଟଣା ଅଞ୍ଚଳରେ ଘଟିଛି । ବାଲିପାଟଣା ଛକରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ!-->…
ଆଗକୁ ଆଉ ୨ ଟି ଲଘୁଚାପ ଆସିପାରେ
ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ!-->…
ଯୁବତୀଙ୍କୁ ୩ ବର୍ଷ ଧରି ଯୌନ ନିର୍ଯାତନା ଅଭିଯୋଗ
ଜଣେ ଯୁବତୀଙ୍କୁ ଦୀର୍ଘ ଦିନ ଧରି ନିଜ ଘରେ ରଖି ଦେଉଥିଲେ ଶାରିରୀକ ନିର୍ଯାତନା । ଜଣେ ସରକାରୀ ବାବୁଙ୍କ ନାଁରେ ଆସିଛି ଏହିଭଳି ସାଂଘାତିକ ଅଭିଯୋଗ । ତିନି ବର୍ଷ ତଳେ ମୋରଡା ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଘରେ ରଖି ପାଠ ପଢ଼ାଇବା ଓ ବଡ଼ ହେବା ପରେ ଉପଯୁକ୍ତ ପାତ୍ର ଦେଖି ବିବାହ କରାଇଦେବାର!-->…
ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି
ସପ୍ତାହେ ମଧ୍ୟରେ ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି। ପୁରୀରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। କମିଟି ଗଠନ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ରିଜର୍ଭ ବ୍ୟାଙ୍କ୍ ଅଫ ଇଣ୍ଡିଆର ଦୁଇ ଜଣ ଅଭିଜ୍ଞ ଅଧିକାରୀ ନିୟୋଜିତ ହୋଇସାରିଛନ୍ତି । ଶ୍ରୀମନ୍ଦିର ପରିଚାଳନା!-->…
୧୧ଟି ଜିଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣା-ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। କହିଛନ୍ତି, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ!-->…
ଆଜି ଶ୍ରୀମନ୍ଦିରରେ ପାଳନ ହେବ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ
ଆଜି ପବିତ୍ର ଜନ୍ମାଷ୍ଟମୀ । ସାରା ଜଗତର ଭଗବାନ ଆଦି କର୍ତ୍ତାଙ୍କର ଜନ୍ମ ଦିନ। ତେବେ ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଳନ କରାଯିବ । ବଡ଼ ଦେଉଳର ପରମ୍ପରା ଅନୁସାରେ ନୀତିକ୍ରାନ୍ତି ହେବ । ଏହି କାରଣ ପାଇଂ ଆଜି 5 ଘଣ୍ଟା ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିବ ।ଏନେଇ ମନ୍ଦିର!-->…
ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି, ମନ୍ତ୍ରୀମାନେ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟାରେ ଜନସାଧାରଣ ଉପସ୍ଥିତ!-->…