Browsing Category

ଆଜିର ଖବର

ସମ୍ବଲପୁର ମେଡ଼ିକାଲରେ ଛାତରୁ ଡେଇଁପଡ଼ିଲେ ରୋଗୀ

ସମ୍ବଲପୁର ମେଡ଼ିକାଲରେ ଛାତରୁ ଡେଇଁପଡ଼ିଲେ ରୋଗୀ । ସମ୍ବଲପୁର ବୁର୍ଲା ମେଡିକାଲରେ ଛାତରୁ ଡେଇଁ ରୋଗୀ ଗୁରୁତର ହୋଇପଡ଼ିଛନ୍ତି । ପ୍ରଥମ ମହଲା ଛାତରୁ ଡେଇଁ ରୋଗୀ ଜୀବନ ହାରିବା ପାଇଁ ଉଦ୍ୟମ କରିଛନ୍ତି । ରୋଗୀ ଜଣକ ହେଉଛନ୍ତି ବରଗଡ଼ ଜିଲ୍ଲା ଅଞ୍ଚଳର । ଗୁରୁତର

ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ

ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ମହୋଦଧି ସହ ଯୋଡ଼ି ହେବ ମରୁଭୂମି।ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ । ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ ପୁରୀ ଲାଲଗଡ ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ପର୍ଯ୍ୟନ୍ତ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ, ୨୦୨୯ ପୂର୍ବରୁ ବ୍ଲକ୍ ପୁନର୍ଗଠନ ହେବ: ପଞ୍ଚାୟତିରାଜ ମନ୍ତ୍ରୀ 

୨୦୨୬ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ ହେବ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ସେହିଭଳି ୨୦୨୯ ପୂର୍ବରୁ ବ୍ଲକ୍ ପୁନର୍ଗଠନ ହେବ । ସେ କହିଛନ୍ତି, ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ ହେବ । ଏନେଇ ଏକ କମିଟି ମଧ୍ୟ ଗଠନ କରାଯିବ । ଏହାସହ

ଏହି ମାସରେ ହେବ RI -AMIN ପ୍ରିଲିମିନାରୀ ପରୀକ୍ଷା

ଆର୍‌ଆଇ, ଏଆର୍‌ଆଇ, ଅମିନ ଏବଂ ଆଇସିଡିଏସ୍‌ ସୁପରଭାଇଜର୍‌ ପଦବୀରେ ନିଯୁକ୍ତି ପାଇଁ ପୁଣିଥରେ ପ୍ରିଲିମିନାରୀ ପରୀକ୍ଷା ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଆସନ୍ତା ଅକ୍ଟୋବର ଓ ନଭେମ୍ବରରେ ଏହି ପରୀକ୍ଷା ହେବ। କମ୍ପ୍ୟୁଟରବେସ୍‌ଡ ନିଯୁକ୍ତି ପରୀକ୍ଷା (ସିବିଆର୍‌ଇ) ମାଧ୍ୟମରେ

ପରିକ୍ରମା  ମାର୍ଗରେ ଧମକପୂଣ୍ଣ ଲେଖା ଘଟଣାରେ କିଛି ସୁରାଗ ମିଳିଥିବା କହିଲେ ପୁରୀ ଏସପି

ଶ୍ରୀମନ୍ଦିର ଦକ୍ଷିଣ ପାଶ୍ୱର୍ ପରିକ୍ରମା ମାର୍ଗରେ ଧମକପୂଣ୍ଣ ଲେଖା ଘଟଣାରେ କିଛି ସୁରାଗ ମିଳିଥିବା କହିଲେ ପୁରୀ ଏସପି ପିନାକ ମିଶ୍ର । ଶ୍ରୀମନ୍ଦିର ସୁରକ୍ଷାକୁ ଆମେ ସର୍ୱାଧିକ ଗୁରୁତ୍ୱ ଦେଇଥାଉ । ପୋଲିସର ସ୍ପେଶାଲ ଟିମ ସିସିଟିଭି ଫୁଟେଜ ଯାଞ୍ଚ କରିଛି । ସିସିଟିଭି ଫୁଟେଜ

ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ।ମଧ୍ୟାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୫ଟି ବିଭାଗର ପ୍ରାୟ ୭ଟି ପ୍ରସ୍ତାବ ଆସିବା

ପୁରୀ ଶ୍ରୀମନ୍ଦିର ଭାଙ୍ଗିବାକୁ ଚେତାବନୀ

ପୁରୀ ଶ୍ରୀମନ୍ଦିର ଭାଙ୍ଗିବାକୁ ଚେତାବନୀ । ଆତଙ୍କବାଦୀ ହମ୍‌ଲା ନେଇ ଆସିଲା ଓ୍ୱାର୍ଣ୍ଣିଂ । ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଲାଗିଛି ଧମକପୂର୍ଣ୍ଣ ଲେଖା ।ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା । ଏଥିରେ ଲେଖାଯାଇଛି ମନ୍ଦିର

ରାଜ୍ୟ ପରିବହନ ବିଭାଗକୁ ଇଡିର ନୋଟିସ୍

ପରିବହନ ବିଭାଗକୁ ଚିଠି ଲେଖି ତଥ୍ୟ ମାଗିଲା ଇଡି। ରାଜ୍ୟ ପରିବହନ କ୍ଷେତ୍ରରେ ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବା ଜାଣିବାକୁ ପାଇଛି ଇଡି । ତେଣୁ ପରିବହନ ବିଭାଗ ସହିତ ଜଡ଼ିତ ୩୪ ଜଣଙ୍କର ତଥ୍ୟ ମାଗିଛି ଇଡି ।କଟକ ପରିବହନ କମିସନରଙ୍କ କାର୍ଯ୍ୟାଳୟକୁ ସମସ୍ତ ତଥ୍ୟ ତୁରନ୍ତ ଦେବାକୁ

ଘରେ କେହି ନଥିବା ବେଳେ ଜଣେ ନାବାଳିକାକୁ ଦୁଷ୍କର୍ମ

ରାଜ୍ୟରେ ବଢ଼ିବାରେ ଲାଗିଛି ଦୁଷ୍କର୍ମ। ପ୍ରତିଦିନ ରାଜ୍ୟର ବିଭିନ୍ନ କୋଣରୁ ଦୁଷ୍କର୍ମର ଅଭିଯୋଗ ଆସିବାରେ ଲାଗିଛି।ଜଗତସିଂହପୁର ଜିଲ୍ଲାରେ ଲଜ୍ଜା ।ଘରେ କେହି ନଥିବା ବେଳେ ଜଣେ ୧୬ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପଡୋଶୀ ଦୁଷ୍କର୍ମ ଉଦ୍ୟମ କରିଥିବା ପୀଡ଼ିତା

ଭୁବନେଶ୍ବରରେ ଓମ୍ବ୍ରିକର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ହେବ ମେରାଇନ ବାୟୋଟେକ୍ନୋଲୋଜି ଓ ବ୍ଲୁ ଇକନୋମିର ବିଶ୍ବ ହବ୍ । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମେରାଇନ ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଇନୋଭେସନ୍ କରିଡର (OMBRIC)ର ଶୁଭାରମ୍ଭ କରିଛନ୍ତି । ଯୁବ ଉଦ୍ୟୋଗୀଙ୍କ ପାଇଁ ମେରାଇନ ବାୟୋଟେକ୍ ଷ୍ଟାର୍ଟଅପ୍ ସୃଷ୍ଟି

ଭାଗବତ ଚେତନା ପରିଷଦର ବରିଷ୍ଠ ସଦସ୍ୟଙ୍କ ପରଲୋକ

ଜଗତସିଂହପୁର ତା=12/8/25 ଜଗତସିଂହପୁର ପୋୖରାଞ୍ଚଳ ଅନ୍ତର୍ଗତ ୱାର୍ଡ ନମ୍ବର ୧୦ ଜୟବଡ଼ ନିବାସୀ ସୁଖେନ ଚକ୍ରବର୍ତ୍ତୀଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ପତ୍ନୀ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ସୁଷମା ଭଟ୍ଟାଚାର୍ଜ୍ୟ, ଝିଅଜ୍ୟୋଇଁ, ନାତି ନାତୁଣୀ ଏବଂ