Browsing Category

ଆଜିର ଖବର

ଛାମୁଣ୍ଡିଆ ମହାନଦୀ ବନ୍ୟପ୍ରାଣୀ ବନବିଭାଗ ତରଫରୁ ବିଶ୍ୱ ହସ୍ତୀ ଦିବସ ପାଳିତ

ଗଣିଆ, ( ବିଶ୍ୱରଂଜନ ସେଠି)) ନୟାଗଡ଼ ଜିଲ୍ଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ସାତକୋଷିଆ ବ୍ୟାଘ୍ର ସଂରକ୍ଷଣାଂଚଳ ତରଫରୁ ମଙ୍ଗଳବାର ମୁଦୁଲିଗାଡ଼ିଆ ଗ୍ରାମରେ ବିଶ୍ୱହସ୍ତୀ ଦିବସ ପାଳିତ ହୋଇଯାଇଛି । ଛାମୁଣ୍ଡିଆ ବନାଂଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡାଙ୍କ ନେତୃତ୍ୱରେ ଆଜି ବିଶ୍ୱ

ରାତି ପାହିଲେ ସ୍ୱାଧିନତା ଦିବସଅବହେଳିତ ହୋଇ ପଡ଼ିଛି ଗାନ୍ଧୀ ପୀଠଟଙ୍କା ଥାଇ ବି ହୋଇପାରୁନି ପୁନରୁଦ୍ଧାର

ଗଣିଆ,( ବିଶ୍ୱରଂଜନ ସେଠି) ଗଣିଆ ବଜାରର ଥାନା ସମ୍ମୁଖରେ ଅବହେଳିତ ଅବସ୍ଥାରେ ରହିଛି ଗାନ୍ଧୀ ପୀଠ । ଯେଉଁଦିନ ଗାନ୍ଧୀ ଜୟନ୍ତି, ସ୍ୱାଧିନତା ଦିବସ, ସାଧାରଣତନ୍ତ୍ର ଦିବସ ସେଦିନ ମନେ ପଡ଼େ ଗାନ୍ଧୀଙ୍କ କଥା । ଦୁଃଖ ଓ ପରିତାପର ବିଷୟ ୨୦୧୭ ମସିହାରୁ ସରକାରଙ୍କ ଆମ ଗାଁ ଆମ ବିକାଶ ଯୋଜନାରେ

ନବଜାତକଙ୍କ ହେବ ଆଧାର ପଞ୍ଜୀକରଣ

ରାଜ୍ୟରେ ୫ ବର୍ଷରୁ କମ୍‌ ବୟସ୍କ ୬୦ ପ୍ରତିଶତ ଶିଶୁଙ୍କର ଆଧାର କାର୍ଡ ନାହିଁ । ରାଜ୍ୟରେ ୫ ବର୍ଷ ବୟସ ଭିତରେ ପିଲାଙ୍କ ସଂଖ୍ୟା ହେଉଛି ୩୨ ଲକ୍ଷ ୪୮ ହଜାର ୬୩୨ । ଏଥିରୁ ମାତ୍ର ୧୨ ଲକ୍ଷ ୭୩ ହଜାର ୨୧୧ ଜଣ ଆଧାର ପଞ୍ଜୀକୃତ ହୋଇଛନ୍ତି। ସେହିପରି ୫ରୁ ୧୮ ବର୍ଷ ବୟସର

ବ୍ୟବହାର ହେବନି ହରିଜନ ଶବ୍ଦ। ଜାତି ପ୍ରମାଣ ପତ୍ରରେ ବି ରହିବନି ଶବ୍ଦ 

ବ୍ୟବହାର ହେବନି ହରିଜନ ଶବ୍ଦ । ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଜାତି ପ୍ରମାଣ ପତ୍ରରେ ବି ରହିବନି ଶବ୍ଦ । କେବଳ ଅନୁସୂଚିତ ବ୍ୟବହାର ନାଁ ବ୍ୟବହାର

ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ

ଆସନ୍ତାକାଲି ଅପରାହ୍ନରେ 4 ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ବୁଧବାର ଭାଦ୍ରବ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ 'ରାହୁରେଖାଲାଗି' ନୀତି ଅନୁଷ୍ଠିତ ହେବ । ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆରମ୍ଭ ହେବ ନୀତି । ଆପାତତଃ ଅପରାହ୍ନ 2 ଟା 30 ମିନିଟ ଠାରୁ ସନ୍ଧ୍ୟା 6

ଜଷ୍ଟିସ୍ ବର୍ମାଙ୍କ ବିରୋଧରେ ବାଚସ୍ପତି ଗଠନ କଲେ ୩ ଜଣିଆ କମିଟି

ଜଷ୍ଟିସ୍ ଯଶଓ୍ୱନ୍ତ ବର୍ମାଙ୍କ ବିରୋଧରେ ବଡ଼ ଆକ୍ସନ । ଲୋକସଭା ବାଚସ୍ପତି ଓମ୍ ବିର୍ଲା ଜଷ୍ଟିସ୍ ବର୍ମାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ଗମ୍ଭୀର ବୋଲି ଗ୍ରହଣ କରି ଏହି ମାମଲାର ଯାଞ୍ଚ ପାଇଁ ୩ ଜଣିଆ କମିଟି ଗଠନ କରିଛନ୍ତି ।କମିଟିରେ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅରବିନ୍ଦ କୁମାର,

ଓଡ଼ିଶାରେ ସ୍ଥାପନ ହେବ ଦୁଇଟି ସେମିକଣ୍ଡକ୍ଟର ପ୍ଲାଣ୍ଟ

କେନ୍ଦ୍ର କ୍ୟାବିନେଟ୍ ମଙ୍ଗଳବାର ତିନି ବଡ଼ ପ୍ରସ୍ତାବକୁ ଅନୁମୋଦନ ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୧୮,୫୪୧ କୋଟି ଟଙ୍କା ଯୋଜନାକୁ ମଞ୍ଜୁରି ମିଳିଛି ।୧୯୪୩ କୋଟି ଟଙ୍କାରେ ଭୁବନେଶ୍ବର ଠାରେ ସେମିକଣ୍ଡକଟର ଓ ଥ୍ରୀଡି ଗ୍ଲାସ

ଆଜି ବିଶ୍ବ ହାତୀ ଦିବସ 

ଆଜି ବିଶ୍ବ ହାତୀ ଦିବସ ।ଭଗବାନଙ୍କ ସୃଷ୍ଟିରେ ସବୁଠୁ ବିଶାଳକାୟ ଜୀବ ହେଉଛି ହାତୀ । ସେହି ହାତୀଙ୍କ ପାଇଁ ଆଜି ଦିନଟି । ପ୍ରତିବର୍ଷ ଅଗଷ୍ଟ 12 ତାରିଖକୁ ବିଶ୍ବ ହସ୍ତୀ ଦିବସ ଭାବେ ପାଳନ କରାଯାଏ । ହାତୀ-ମଣିଷର ଭଲ ବନ୍ଧୁତା କାଳ କାଳରୁ ରହିଆସିଛି ।ଯାହାକି 2012 ମସିହାରୁ ପାଳନ କରାଯାଉଛି

ଆଜି ବିଶ୍ବ ହାତୀ ଦିବସ 

ଆଜି ବିଶ୍ବ ହାତୀ ଦିବସ ।ଭଗବାନଙ୍କ ସୃଷ୍ଟିରେ ସବୁଠୁ ବିଶାଳକାୟ ଜୀବ ହେଉଛି ହାତୀ । ସେହି ହାତୀଙ୍କ ପାଇଁ ଆଜି ଦିନଟି । ପ୍ରତିବର୍ଷ ଅଗଷ୍ଟ 12 ତାରିଖକୁ ବିଶ୍ବ ହସ୍ତୀ ଦିବସ ଭାବେ ପାଳନ କରାଯାଏ । ହାତୀ-ମଣିଷର ଭଲ ବନ୍ଧୁତା କାଳ କାଳରୁ ରହିଆସିଛି ।ଯାହାକି 2012 ମସିହାରୁ ପାଳନ କରାଯାଉଛି

ପୁଣି ରାଜଧାନୀରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଏହି ଘଟଣାଟି ଖଣ୍ଡଗିରି ଥାନା ଅଧୀନରେ ଥିବା ଏକ ଘରୋଇ କଲେଜ ପରିସରରେ ଘଟିଛି ।ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ସେ ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସେହିପରି କେନ୍ଦୁଝର-ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ କଟକ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ

ଏଣିକି ରାଜ୍ୟର ସମସ୍ତ ଅଫିସରେ ଲାଗିବ AI କ୍ୟାମେରା

ସଚିବସ୍ତରୀୟ ବୈଠକରେ ୧୦ଟି ଦିଗ ଉପରେ ଫୋକସ ଦିଆଯାଇଛି। ୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା।ଜିଲ୍ଲାସ୍ତରୀୟ ସବୁ ସରକାରୀ ଅଫିସରେ ଲାଗିବ ଏଆଇ କ୍ୟାମେରା । ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର