Browsing Category
ଆଜିର ଖବର
ଦିଲ୍ଲୀ ଯିବେ ଆଦିବାସୀ ମହିଳା ସୁରୁ ତିରିଆ
ରାଷ୍ଟ୍ରପତି ଭବନରୁ ଆସିଛି ଦିଲ୍ଲୀ ଡାକରା । ଦିଲ୍ଲୀ ଯିବେ ଆଦିବାସୀ ମହିଳା ସୁରୁ ତିରିଆ। ଆସନ୍ତା ସ୍ୱାଧୀନତା ଦିବସ ପାଳନ ସମାରୋହରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ ପତ୍ର।ମୟୁରଭଞ୍ଜ ଜିଲ୍ଲା କୁସୁମି ବ୍ଲକ ବାସାଘୁଟୁ ଗ୍ରାମର ଆଦିବାସୀ ମହିଳା ସୁରୁ ଜଣେ ଗରିବ!-->…
ହଠାତ୍ ୧୪୦୦ ଟଙ୍କା ଶସ୍ତା ହେଲା ସୁନା , ଜାଣନ୍ତୁ କାହିଁକି??
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ନିଷ୍ପତ୍ତିକୁ ନେଇ ସାରା ବିଶ୍ୱରେ ଆଲୋଚନା ହେଉଛି। ଏବେ ସେ ସୁନା ବିଷୟରେ ଏକ ବଡ଼ ବୟାନ ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି।ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୁନାକୁ ଟାରିଫରୁ ଦୂରରେ ରଖିବାକୁ ଘୋଷଣା କରିବା ପରେ,!-->…
ଅନ୍ଲାଇନ୍ ଗେମ୍ ପାଇଁ ବାଥରୁମ୍ରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲା ଅଷ୍ଟମ ଶ୍ରେଣୀର ଛାତ୍ର
ଅନ୍ଲାଇନ୍ ଗେମ୍ ହେଲା କାଳ । ବାଥରୁମ୍ରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲା ଅଷ୍ଟମ ଶ୍ରେଣୀର ଛାତ୍ର ।ବାଲେଶ୍ବର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗାଁର ଘଟଣା । ମୃତକ ହେଲେ ଗାଁର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ନ ଜେନା ।
ଜୟକୃଷ୍ଣ ପାଠ ନପଢି ସବୁବେଳେ ମୋବାଇଲରେ ଅନଲାଇନ!-->!-->!-->…
ରାଜନଗରରେ ଦଶମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଟେକିନେଇ ଗଣଦୁଷ୍କର୍ମ
କେନ୍ଦ୍ରାପଡ଼ା ରାଜନଗରରେ ଦଶମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଟେକିନେଇ ଗଣଦୁଷ୍କର୍ମ । ରାକ୍ଷୀ ପୂର୍ଣ୍ଣିମାରେ ଏହି ଗଣଦୁଷ୍କର୍ମ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସମ୍ପର୍କୀୟ ପିଇସାଙ୍କ ସମେତ ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ୪ ଜଣ ଯୁବ ଙ୍କ ସହ ମୋଟ ୫ ଜଣଙ୍କୁ ଉଠେଇ ଆଣିଛି!-->…
ବରଗଡ଼ ନାବାଳିକାଙ୍କ ମୃତ୍ୟୁ ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା
ବରଗଡ଼ ନାବାଳିକାଙ୍କ ମୃତ୍ୟୁ ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଝିଅମାନେ ନିଜକୁ ଜାଳି ଜୀବନ ହାରିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ନବୀନ କହିଛନ୍ତି । ଗୋଟିଏ ମାସରେ ୪ ଜଣ ଝିଅ ପ୍ରାଣ ହରାଇଛନ୍ତି । ଚାରି ଜଣଙ୍କ ମୃତ୍ୟୁ କୌଣସି ପୃଥକ ଘଟଣା ନୁହେଁ!-->…
ସ୍ତ୍ରୀର ମୃତଦେହକୁ ବାଇକ୍ରେ ବାନ୍ଧି ନେଉଥିଲା ସ୍ୱାମୀ, ବାଟରେ ଅଟକାଇଲା ପୋଲିସ
ନାଗପୁରରେ ଜଣେ ୩୫ ବର୍ଷୀୟ ବ୍ୟକ୍ତି ତାଙ୍କ ପତ୍ନୀଙ୍କ ମୃତଦେହକୁ ବାଇକରେ ବାନ୍ଧି ନେଇଥିବା ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।ଜଣେ ବ୍ୟକ୍ତି ଏକ ମୋଟରସାଇକେଲ ପଛରେ ଏକ ମୃତଦେହ ବାନ୍ଧି ଦ୍ରୁତ ଗତିରେ ଗାଡି ଚଳାଉଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯେଉଁଥିରେ!-->…
ମୁମ୍ବାଇ ପରେ ଦିଲ୍ଲୀରେ ଖୋଲିଲା ଟେସଲାର ନୂଆ ସୋରୁମ୍
ଏଲନ ମସ୍କଙ୍କ ବୈଦ୍ୟୁତିକ ଯାନ ନିର୍ମାତା କମ୍ପାନୀ ଟେସଲା ଆଜି ଅର୍ଥାତ୍ ୧୧ ଅଗଷ୍ଟ ୨୦୨୫ରେ ଦିଲ୍ଲୀର ଏରୋସିଟି (ଆଇଜିଆଇ ବିମାନବନ୍ଦର ନିକଟରେ)ରେ ନିଜର ଦ୍ୱିତୀୟ ଶୋ’ରୁମ୍ ଆରମ୍ଭ କରିଛି। ମୁମ୍ବାଇ ବ୍ୟତୀତ, ଟେସଲା ଦିଲ୍ଲୀରେ ମଧ୍ୟ ସୁପରଚାର୍ଜର ସୁବିଧା ଯୋଗାଇଛି। ଦିଲ୍ଲୀରେ ମଧ୍ୟ,!-->…
(ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ
ଆଗାମୀ ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ। ମାଲକାନଗିରିରୁ ପଦଯାତ୍ରା ଆରମ୍ଭ କରିବେ ପିସିସି ସଭାପତି ଭକ୍ତ ଦାସ। ଏହି ପଦଯାତ୍ରାରେ ୧୪୭ ନିର୍ବାଚନ ମଣ୍ଡଳୀ ବୁଲିବେ ପିସିସି ସଭାପତି। ଏହି ସତ୍ୟାଗ୍ରହ ଯାତ୍ରାରେ ଏଆଇସିସିର!-->…
ନୂଆ ଇନ୍କମ୍ ଟ୍ୟାକ୍ସ ବିଲ ଆଗତ
ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ସୋମବାର ଆଗତ କରାଯାଇଥିବା ଦୁଇ ଗୁରୁତ୍ୱପୂର୍ଣ୍ଣ ଟ୍ୟାକ୍ସ ବିଲ୍ ଗୋଟିଏ ଦିନରେ ହିଁ ବିନା କୌଣସି ବିତର୍କରେ ପାରିତ ହୋଇଛି ।ଏଥିରେ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱାଧୀନ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ। ଏହି ବିଲ୍ରେ ଅନେକ!-->…
ଅନଲାଇନରେ ବିକ୍ରି ହେବ ନାହିଁ ମହାପ୍ରସାଦ, ସୂଚନା ଦେଲେ ଆଇନ ମନ୍ତ୍ରୀ
ନିକଟରେ କିଛି ସଂସ୍ଥା ମହାପ୍ରଭୁଙ୍କ ଶୁଖିଲା ଭୋଗ ଏବଂ ମହାପ୍ରସାଦ ଅନଲାଇନ ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଅନୁରୋଧ କରିଥିଲେ। ଏହା ଦ୍ବାରା ମହାପ୍ରସାଦ ଦେଶ ବିଦେଶରେ ଭକ୍ତଙ୍କ ପାଖରେ ପହଞ୍ଚିପାରିବ।ହେଲେ ବିଭିନ୍ନ ସଂସ୍ଥା ଦେଇଥିବା ପ୍ରସ୍ତାବକୁ!-->…
ଜଗବନ୍ଧୁ ପଣ୍ଡାଙ୍କ ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ଭୁବନେଶ୍ୱର ୟୁନିଟ ୨ ସ୍ଥିତ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ତେବେ ଜଗବନ୍ଧୁ ପଣ୍ଡାଙ୍କ ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ । ଆତ୍ମହତ୍ୟା ପରି କଥା ପାଟିରେ ନ ଧରିବାକୁ ତାଗିଦ୍ କଲେ । କହିଲେ ଯେ ତମେ!-->…
ପ୍ରାକୃତିକ ବିପର୍ଯ୍ୟୟରେ ଜମି ହରାଙ୍କୁ ମିଳିବ ଜମି- ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
୫ ଜିଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ ସମ୍ପର୍କରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ବଡ଼ ସୂଚନା ଦେଇଛନ୍ତି। କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଜିଲାରେ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।
ବନ୍ୟାରେ ମୋଟ ୬ କୋଟି ୬୬ ଲକ୍ଷ ୧୭ ହଜାର ୫୫ ଟଙ୍କା ଖର୍ଚ୍ଚ!-->!-->!-->…