Browsing Category
ଆଜିର ଖବର
ଆଜି ଦାୟିତ୍ଵ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି
ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ!-->…
କେନାଲରେ ବିରାଟକାୟ ୨୦ ଫୁଟ ଲମ୍ବର କୁମ୍ଭୀର
୨୦ ଫୁଟ ଲମ୍ବର କୁମ୍ଭୀର। ଯାହାକୁ ଦେଖୁଛି ତାକୁ ଗୋଡ଼ଉଛି । ବନ୍ୟା ପାଣିରେ ଭାସି ଆସି କେନାଲରେ ଘୁରି ବୁଲୁଛି । ଦେଖିଲେ ଭୟଭୀତ ହୋଇ ଯାଉଛନ୍ତି ସ୍ଥାନୀୟ ବାସିନ୍ଦା । ହଁ ଆଜ୍ଞା, ଏ ଦୃଶ୍ୟକୁ ଟିକେ ଭଲସେ ଦେଖନ୍ତୁ କେମିତି ପାଟିକୁ ଆଁ କରି ରହିଛି । ଆଉ ଶିକାର ଆଶାରେ!-->…
ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ
ପୁରୀ ପୋଲିସ ହାତରେ ନକଲି ଗୁମାସ୍ତା । ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । BNS ଧାରା ୧୧୧ ଅନୁଯାୟୀ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।ପୁରୀ ପୋଲିସ ଏକ ବିଶ୍ୱସ୍ତ!-->…
ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା
ପୁଣି ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୩ ବର୍ଷିୟା ନାବାଳିକା!-->…
ପ୍ରେମ ପାଇଁ ପୁଣି ମଣିଷଙ୍କୁ ବଳଦ ଦଣ୍ଡ
ପୁଣି ମଣିଷଙ୍କୁ ମିଳିଲା ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ। କୋରାପୁଟ ବନ୍ଧୁଗାଁ ବ୍ଳକ ଚିଡ଼ି ୱାଲସା ଗାଁରେ ଘଟିଛି ଏଭଳି ଘଟଣା। ସଂପର୍କୀୟ ଭାଇ ଭଉଣୀ ବାହା ହେବାରୁ କଙ୍ଗାରୁ କୋର୍ଟରେ ଦଣ୍ଡ ଦେଇଛନ୍ତି ଗାଁ ଲୋକ।ସ୍ବାମୀ ସ୍ତ୍ରୀଙ୍କୁ କାନ୍ଧରେ ଜୁଆଳି ପକାଇ ଗାଁ!-->…
ଏବେ କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍ର ଲାଗିବ ଡ୍ରୋନ୍
ଏବେ କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି।ପ୍ରଥମ ପର୍ଯ୍ୟାୟରେ ୫ଟି ଜେଲ୍ରେ ଡ୍ରୋନ୍ ଉଡ଼ାଯିବ। ପରବର୍ତ୍ତୀ!-->…
ପେଟ୍ରୋଲ ଢାଳି ନାବାଳିକାଙ୍କ ଆତ୍ମହତ୍ୟା
ବାଲେଶ୍ୱର, ବଳଙ୍ଗା, କେନ୍ଦ୍ରାପଡ଼ା ପରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲଟ ଥାନା ଅନ୍ତର୍ଗତ ଫିରିଙ୍ଗିମାଲ ଗ୍ରାମରୁ ସୋମବାର ସକାଳେ ଏକ ଲୋମ ଟାଙ୍କୁରା ଘଟଣା ଘଟିଛି।ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର!-->…
ଅବତରଣ ପାଇଁ ବିମାନକୁ ମିଳିଲାନି ଅନୁମତି, ୨ ଘଣ୍ଟା ପବନରେ ଝୁଲି ରହିଲା ଏୟାର ଇଣ୍ଡିଆ
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଏୟାର ଇଣ୍ଡିଆ ବିମାନ । ୨ ଘଣ୍ଟା ଧରି ମଝି ଆକାଶରେ ବୁଲିଲା । ସେଥିରେ ଯାତ୍ରା କରୁଥିଲେ ସାଂସଦଙ୍କ ସମେତ ୧୦୦ ରୁ ଅଧିକ ଯାତ୍ରୀ ଥିଲେ। ଆସନ୍ତା କାଲି ଥିରୁଭାନନ୍ତପୁରମ୍ରୁ ଦିଲ୍ଲୀ ଯାଉଥିବା ବିମାନଟି ଜରୁରୀ ଅବତରଣ କରିଛି। ତେବେ ଯାନ୍ତ୍ରିକ ତ୍ରୁଟି ଓ!-->…
ବଙ୍ଗୋପସାଗରରେ ଆସୁଛି ଲଘୁଚାପ, କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ।ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ!-->…
ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା! ଆଜିଠୁ ୨ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଆଜି ଠାରୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚୁରା କରିବ ବୋଲି ଅନୁମତି ମିଳିଛି!-->…
କିଡିଙ୍ଗ ବେହେରା ପୋଲରେ ଓଲଟିଲା ଧାନ ବୋଝେଇ ଟ୍ରକ
HR tv ଓଡ଼ିଆ /କଳାହାଣ୍ଡି (ଶେଖର ସୁମନ ଦାଶ): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଠାରୁ ରାୟଗଡାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ କାଉଗୁଡା ମଝିରେ ଥିବା ବେହେରା ପୋଲରେ ଆଜି ସକାଳୁ ଗୋଟିଏ ଧାନ ବୋଝେଇ ବୋଝେଇ ଟ୍ରକ (ସି ଜି 06 ଜି ୱାଇ 6366 ) ରାସ୍ତା କଡକୁ ଓଲଟି!-->…
ସିଦ୍ଧେଶ୍ଵର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ପ୍ରଧାନ ଶିକ୍ଷୟତ୍ରୀ ଙ୍କ ଇସାରାରେ ବେଆଇନ ଗଛ କଟାଘଟଣାର ନିରପେକ୍ଷ…
ଜଗତସିଂହପୁର ତା =9/8/25ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପରିବେଶ ର ସୁରକ୍ଷା ପ୍ରଦୂଷଣ ରୁ ରକ୍ଷା ନିମନ୍ତେ ରାଜ୍ୟ ସରକାର ପ୍ରତ୍ୟେକ ବିଦ୍ୟାଳୟ ରେ ମା ପାଇଁ ଗଛଟିଏ ଯୋଜନା ପ୍ରଣୟନ କରିଛନ୍ତି |
ଏହି ଯୋଜନା ମାଧ୍ୟମରେ ପ୍ରତ୍ୟେକ ବିଦ୍ୟାଳୟ ରେ ବ୍ୟାପକ ଗଛ ଚାରା ରୋପଣ!-->!-->!-->…