Browsing Category
ଆଜିର ଖବର
ଆଜି ମିଳିବ ‘ସୁଭଦ୍ରା’ ଟଙ୍କା
ଆଜି ମିଳିବ ‘ସୁଭଦ୍ରା’ ଟଙ୍କା । ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଆଜି ଜୟପୁରରୁ ଆରମ୍ଭ ହେବ ସୁଭଦ୍ରାର ତୃତୀୟ କିସ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଜି ଜୟପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଆଜି ୧୧ଟାବେଳେ ବାଙ୍କବିଜା ପଡ଼ିଆରେ ସୁଭଦ୍ରା ଯୋଜନା!-->…
ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା
ଆଜି ପବିତ୍ର ଗହ୍ମାପୂର୍ଣ୍ଣିମା ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଭାଇ ଭଉଣୀର ସମ୍ପର୍କକୁ ଦୁନିଆର ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ । ଏହି ରାକ୍ଷୀ ପ୍ରତ୍ୟେକ ଭାଇ-ଭଉଣୀ ପାଇଁ ସ୍ନେହ ଓ ଭଲ ପାଇବାର!-->…
ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆଶ୍ରମ ବିଦ୍ୟାଳୟ ଜୁନାପାଣିରେ ଆସ ସ୍କୁଲ ଯିବା କାର୍ଯ୍ୟକ୍ରମ
2025-2026 ଅନୁଷ୍ଠିତ ହୋଇଯାଇଛି l ଆଶ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରିମିଚନ ଚୌହାନ ଙ୍କ ଆବାହକତ୍ବରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ମୋ ସ୍କୁଲ୍ ସଭାପତି ଭୀମସେନ ଡଙ୍ଗରୀ, ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଦ୍ୟାଳୟ ପରିଚାଳନା ସମିତିର ସଭାନେତ୍ରୀ ହେମ ମାଝୀ,!-->…
ସୋନାଲି ପଣ୍ଡା ଓ ଶ୍ରୀକ୍ଷେତ୍ର ବିବାଦ,ଥାନାରେ ହାଜର ହେଲା କୁନି ପୁଅ
ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା-ଶ୍ରୀକ୍ଷେତ୍ର ବିବାଦ। ବାପା ଶ୍ରୀକ୍ଷେତ୍ରଙ୍କ ସପକ୍ଷରେ ବାହାରିଲେ କୁନି ପୁଅ। କହିଲେ ମୋର ବାପା ଦରକାର, ନଚେତ୍ ରାଷ୍ଟ୍ରପତିଙ୍କ ନିକଟରେ ଇଚ୍ଛା ମୃତ୍ୟୁ ପାଇଁ ଆବେଦନ କରିବି। କୃଷ୍ଣପ୍ରସାଦ ଥାନା ଅଧିକାରୀଙ୍କୁ ଭେଟି ଶ୍ରୀକ୍ଷେତ୍ରଙ୍କ ପୁଅ!-->…
ଏଲପିଜି ଦର ସ୍ଥିର ରଖିବା ପାଇଁ ମୋଦୀ ସରକାରଙ୍କ ବଡ଼ ଘୋଷଣା।
ଶୁକ୍ରବାର କେନ୍ଦ୍ର କ୍ୟାବିନେଟ ୫୨,୬୬୭ କୋଟି ଟଙ୍କାର ଏକ ପ୍ୟାକେଜ ମଞ୍ଜୁର କରିଛି, ଯାହା ଅଧୀନରେ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଶିକ୍ଷା, ଏଲପିଜି, ଭିତ୍ତିଭୂମି ଏବଂ ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ!-->…
ଆୟକର ବିଲ୍ ୨୦୨୫ ପ୍ରତ୍ୟାହୃତ କଲେ କେନ୍ଦ୍ର ସରକାର , ଜାଣନ୍ତୁ କାହିଁକି ?
ଗତ ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ।କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଆୟକର ବିଲ୍କୁ ପ୍ରତ୍ୟାହାର!-->…
ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା
ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।!-->…
୫ ବର୍ଷ ପାଇଁ କୌଣସି ଦରମା ନେଇ ନାହାଁନ୍ତି ମୁକେଶ ଅମ୍ବାନୀ
ଭାରତର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ (RIL)ର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଏହି ବର୍ଷ ମଧ୍ୟ ତାଙ୍କର ପାଞ୍ଚ ବର୍ଷ ପୁରୁଣା ନିଷ୍ପତ୍ତି ଜାରି ରଖିଛନ୍ତି। ଲଗାତାର ପଞ୍ଚମ ବର୍ଷ ପାଇଁ ସେ ଦରମା ନ ନେବା ନିଷ୍ପତ୍ତି ନିଷ୍ପତ୍ତି ବଜାୟ!-->…
ଆଜି ପାଇଁ ପୂରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
ରାଜ୍ୟରେ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର,!-->…
ଉପରାଷ୍ଟ୍ରପତି ନିର୍ବାଚନ! ବିଜେପିକୁ ସମର୍ଥନ ଦେବନି BJD
ନିର୍ବାଚନ କମିସନ(ଇସି)ଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ସେପ୍ଟେମ୍ବର ୯ରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଇସି ପୂର୍ବରୁ ଘୋଷଣା କରିସାରିଛନ୍ତି। ବର୍ତ୍ତମାନ ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି।!-->…
ପୁଲିସ ପରିଚୟ ଦେଲେ, ସୁନା ଅଳଙ୍କାର ନେଇ ଚାଲିଗଲେ
ପୁଲିସ ପରିଚୟ ଦେଲେ, ସୁନା ଅଳଙ୍କାର ନେଇ ଚାଲିଗଲେ ।ଏଭଳି ଘଟଣା ଅନୁଗୁଳ ସହରରେ ଘଟିଥିବା ବେଳେ ଏହା ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି ।ସୂଚନାଯୋଗ୍ୟ ଯେ, କ୍ଷୀରୋଦ ପ୍ରଧାନ ନାମକ ଜଣେ ବ୍ୟକ୍ତି ବେକରେ ଚେନ୍ ଆଉ ହାତରେ ମେଞ୍ଚାଏ ସୁନା ମୁଦି ପିନ୍ଧି ସହର ଆଡୁ ନିଜ ଘର ହୁଲୁରିସିଂହାକୁ!-->…
ସ୍ୱାସ୍ଥ୍ୟ ସେବାର ବିକଳ ଚିତ୍ର । ନିଶାରେ ଶୋଇପଡ଼ିଲେ ଡ୍ରାଇଭର
ନିଶାରେ ଶୋଇପଡ଼ିଲେ ଡ୍ରାଇଭର । ଅଧାବାଟରେ ଅଟକିଲେ ରୋଗୀ । ଜଣେ ଗର୍ଭବତୀ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଏଭଳି ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି । ୧୦୮ ଆମ୍ବୁଲାନ୍ସ ଭିତରେ ରୋଗୀ ଥିବା ବେଳେ ଡ୍ରାଇଭର ଜଣଙ୍କ ନିଶାରେ ଶୋଇପଡ଼ିଛନ୍ତି । ଗଜପତି ଜିଲ୍ଲା ଆର. ଉଦୟଗିରି ବ୍ଲକ୍!-->…