Browsing Category

ଆଜିର ଖବର

୩ ଏନ୍‌ଏସ୍ଏସ୍ ସ୍ୱେଚ୍ଛାସେବୀ ପାଇବେ ରାଜୀବ ଗାନ୍ଧୀ ପ୍ରତିଭା ପୁରସ୍କାର।

ନୟାଗଡ଼ -(ବିଶ୍ୱରଂଜନ ସେଠି )ନୟାଗଡ ଜିଲ୍ଲାର ୩ଜଣ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀଙ୍କୁ ମିଳିବ ରାଜ୍ୟସ୍ତରୀୟ ଭାରତ ରତ୍ନ ରାଜୀବ ଗାନ୍ଧୀ ପୁରସ୍କାର-୨୦୨୬। ଆଜି ୩୫ତମ ପୂନ୍ୟତିଥି ଅବସର ରେ ଭାରତରନ୍‌ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବରେ

ବିମାନରେ ଯାତ୍ରା କରୁଥିଲେ ସାବଧାନ! ଇବୋଲା ଭାଇରସକୁ ନେଇ ଆସିଲା ବଡ ଖବର

ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ଦ୍ୱାରା କଙ୍ଗୋ ଗଣତାନ୍ତ୍ରିକ ଗଣରାଜ୍ୟ ଏବଂ ଉଗାଣ୍ଡାରେ ଇବୋଲା ପ୍ରକୋପକୁ ଏମରଜେନ୍ସି ଅଫ ଇଣ୍ଟରନ୍ୟାସନାଲ କନସର୍ନ

ବେଙ୍ଗଲରେ ବିଜେପି ସରକାରଙ୍କ ବଡ଼ ଆକ୍ସନ; ସ୍କୁଲ ପରେ ଏବେ ମଦ୍ରାସାରେ ଗୁଞ୍ଜରିବ ଜାତୀୟ ଗୀତ

ପଶ୍ଚିମବଙ୍ଗର ନବନିର୍ବାଚିତ ବିଜେପି ସରକାର ରାଜ୍ୟରେ ଏକ ବଡ଼ ଏବଂ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ସମସ୍ତ ମଦ୍ରାସାରେ ଦୈନିକ ପ୍ରାର୍ଥନା ସଭା ସମୟରେ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ଗାନ କରିବାକୁ ବାଧ୍ୟତାମୂଳକ

ଆଜି ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ, ସ୍ବିଡେନ, ନରୱେ ଏବଂ ଇଟାଲୀର ସଫଳ କୂଟନୈତିକ ଗସ୍ତ ପରେ ନୂଆଦିଲ୍ଲୀ ଫେରିଛନ୍ତି। ତେବେ ଆଜି ମୋଦିଙ୍କ

ଡାକ୍ତରଖାନାରୁ ନାବାଳିକାଙ୍କୁ ଟେକି ନେଇ ଦୁଷ୍କର୍ମ

ଝାରସୁଗୁଡ଼ା ହସ୍ପିଟାଲରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା, ପ୍ରତିକ୍ରିୟା ଦେଲେ CWC ଅଧ୍ୟକ୍ଷା । କହିଲେ, ନାବାଳିକାଙ୍କ ଡାକ୍ତରୀ ମାଇନା କରାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ଜଣେ ଯୁବତୀ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା CWC ଅଧ୍ୟକ୍ଷା କହିଛନ୍ତି ।

ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ୍, ପୁଲିସର ରେଡ୍ ବେଳେ ୫ ଦେହଜୀବୀ ଉଦ୍ଧାର

ଜଟଣୀ ରାମଚନ୍ଦ୍ରପୁର ବଜାର ଅଞ୍ଚଳରେ ଏକ ଭଡ଼ା ଘରୁ ସେକ୍ସ ରାକେଟ୍ ଠାବ ହୋଇଛି । ଜଟଣୀ ଥାନା ପୁଲିସ ସେଠାରୁ ୫ ଦେହଜୀବୀଙ୍କୁ ଉଦ୍ଧାର କରିଛି। ରାକେଟ୍‌ର କିଙ୍ଗପିନ୍ ସାଜିଥିବା ଜଣେ ବୃଦ୍ଧାଙ୍କ ସମେତ ୪ ଗ୍ରାହକଙ୍କୁ ପୁଲିସ ଗିରଫ କରିଛି ।ସୂଚନା ମୁତାବକ, କିଙ୍ଗପିନ୍ ଜଣକ ଉକ୍ତ ଘରେ ଦୀର୍ଘ

ରାଜ୍ୟରେ ଜାରି ରହିବ ଅସହ୍ୟ ତାତି । ଉପକୂଳ ଓଡ଼ିଶା ଗରମ ସହ ଗୁଳୁଗୁଳି

ରାଜ୍ୟରେ ଜାରି ରହିବ ଅସହ୍ୟ ତାତି । ଆସନ୍ତା ୨୯ କିମ୍ବା ୩୦ ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେଇପାରେ ।ଗ୍ରୀଷ୍ମ ଲହରୀ ସାଙ୍ଗକୁ ଗୁଳୁଗୁଳି ଏବଂ ଉଷ୍ମ ରାତି ନେଇ ଜନସାଧାରଣଙ୍କୁ ସତର୍କ କରାଯାଇଛି । ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲ୍ଲା

କ୍ୟାବିନେଟ୍‌ରେ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ

ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୦ ତମ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୧ଟି, ମତ୍ସ୍ୟ ଓ

ଯୁକ୍ତ ଦୁଇ କଳା ପରୀକ୍ଷା ଫଳ – ବିଷ୍ଣପ୍ରିୟା ବ୍ଳକ ଟପ୍ପର ଓ ଶୁଭସ୍ମିତା ୨ୟ ଟପ୍ପରଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ –…

ଗଣିଆ,୨୦.୦୫(ବିଶ୍ୱରଂଜନ ସେଠି ), ଓଡିଶା ସରକାରଙ୍କ ଯୁକ୍ତ ଦୁଇ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ବୁଧବାର ଦ୍ୱିତୀୟ ବର୍ଷ କଳା ଓ ବିଜ୍ଞାନ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି । ଗଣିଆ ବ୍ଲକର ରାମଚନ୍ଦ୍ର ସାମନ୍ତରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସୁଜାତା ବେହେରା କଳା ବିଭାଗରେ ୫୪୪ ନମ୍ବର

ଧାନ କିଣାରେ ହେଉଛି କଟନିଛଟନି, ଖୋଲା ମଞ୍ଚରେ ସ୍ୱୀକାର କଲେ ମନ୍ତ୍ରୀ କୃଷ୍ଣ ପାତ୍ର

ଦୁଇ ବର୍ଷ ଭିତରେ ଯୋଗାଣ ବିଭାଗର କାର୍ୟ୍ୟଧାରାକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ ତେଜିଛି । ମଣ୍ଡି ଅବ୍ୟବସ୍ଥା, ଗ୍ୟାସ ଅଭାବ ପରେ ଏବେ ପଟ୍ରୋଲ ପାଇଁ ଲମ୍ବାଧାଡ଼ି । ଏହାକୁ ନେଇ ସରକାର ମଧ୍ୟ ଅଡ଼ୁଆରେ ପଡ଼ିଛନ୍ତି ।ଧାନ ମଣ୍ଡିରେ କଟନୀ-ଛଟନିର ଗୋଲକ ଧନ୍ଧାରେ ବର୍ଷ ବର୍ଷ ଧରି

ପୋଖରୀ ରେ ବୁଡି ମୃତ

ସ୍ଥାନ -ପାଲଲହଡା Date -20/5/ ଅନଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶଂକମୁର ପଂଚାୟତ ଜିତପଡ଼ା ଗ୍ରାମ ପୋଖରୀ ରେ ଗାଧୋଇବାକୁ ଯାଇ ପାଣିରେ ବୁଡି ମୁର୍ତ୍ୟୁ ବରଣ କରିଛନ୍ତି ଜେନାପଡା ଗ୍ରାମର ଅକ୍ଷୟ ନାଏକ ପେସାରେ ଜଣେ ଦିନ ମଜୁରିଆ କାମ ସାରି ଘରକୁ ଫେରିବା ବାଟରେ ବନ୍ଧ ରେ ଗାଧୋଇ ବା ବେଳେ

 ଅସୁବିଧାରେ ଫସିଲେ ବ୍ୟବହାର କରନ୍ତୁ ଉଇ କେୟାର ସାଥି ଆପ୍, ଗୋଟିଏ ବଟନ୍ ଦବେଇଲେ ପହଞ୍ଚିବ ପୁଲିସ

ବାଲିଅନ୍ତା ବର୍ବରତା ପରେ ଶେଷରେ ଚେତିଛି କମିଶନରେଟ୍ ପୋଲିସ । ଟ୍ଵିନ୍ ସିଟିରେ ନାରୀ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ଆସିଛି ନୂଆ ମୋବାଇଲ୍ ଆପ୍ 'ଉଇ କେୟାର ସାଥୀ' (We Care Sathi) । ଏହାସହ ଅପରାଧୀ ଓ ସନ୍ଦିଗ୍ଧଙ୍କ ଉପରେ ନଜର ରଖିବାକୁ 'ସରାଇ' ଆପ୍‌ର ଅପଗ୍ରେଡେଡ୍ ଭର୍ସନ