Browsing Category
ଆଜିର ଖବର
ସବୁଜ ସଡକ ନିର୍ମାରେ ଅନନ୍ୟ ପଦେକ୍ଷପ: ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ
ସହରାଞ୍ଚଳ ମାନଙ୍କରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଶ୍ରୀମତୀ ପାଢୀ ସହରାଞ୍ଚଳ ଭିତ୍ତିଭୂମି ବିକାଶରେ!-->…
ଶ୍ରୀମନ୍ଦିର ଗଳାବାଟ ପାଇଁ ହାତଗୁଞ୍ଜା ନେଉଛନ୍ତି ଜେଟିପି:ଜେଟିପିଙ୍କୁ କାର୍ଯ୍ୟରୁ ବହିଷ୍କାର ନିର୍ଦ୍ଦେଶ
ହାତଗୁଞ୍ଜା ନେଇ ଗଳା ବାଟରେ ଭକ୍ତଙ୍କୁ ଛାଡୁଥିଲେ ଜେଟିପି ସ୍କ୍ବାର୍ଡ । ଭିଡ଼ିଓ ଭାଇରାଲ ପରେ କାର୍ଯ୍ୟରୁ ଅନ୍ତର କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ । ସିଂହଦ୍ବାର ସମ୍ମୁଖରେ ସେବାୟତଙ୍କ ପାଇଁ ଉଦ୍ଧିଷ୍ଟ ରାସ୍ତାରେ ଟଙ୍କା ନେଇ ଜଣେ ଜେଟିପି ସ୍କ୍ବାର୍ଡ ଲୋକଙ୍କୁ!-->…
‘EKTA’ର ଶୁଭାରମ୍ଭ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ
ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର । ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ । ସୂଚନା ଥାଉକି, ଉଦ୍ଘାଟିତ ହୋଇଛି ଜାତୀୟ!-->…
ମାସେ ଧରି ୧୦ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ
ମୟୂରଭଞ୍ଜ ଖୁଣ୍ଟା ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଦୁଷ୍କର୍ମ ଅଭିଯୋଗରେ 3 ଜଣଙ୍କୁ ଗିରଫ କରିଛି ପୋଲିସ । ଜଣେ ୧୦ ବର୍ଷର ନାବାଳିକାଙ୍କୁ ମାସେ ଧରି ୩ଜଣ ଅଭିଯୁକ୍ତ ଅଲଗା ଅଲଗା ସମୟରେ ଦୁଷ୍କର୍ମ କରୁଥିଲେ । ଘଟଣାର ଦେଢ଼ ମାସ ପରେ ଧରାପଡ଼ିଲେ ୩!-->…
ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ
ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ । ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ । ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ କରିବାକୁ ନିର୍ଦ୍ଦେଶ ରହିଛି । ସର୍ବାଧିକ ବିଦ୍ୟାଳୟ ଓ!-->…
କୋଣାର୍କ – ବଜ୍ରାଘାତ ରେ ଜଣେ ମୃତ
କୋଣାର୍କ - ବଜ୍ରାଘାତ ରେ ଜଣେ ମୃତ। ମୃତକ ବ୍ୟକ୍ତି ଜଣକ ହେଉଛନ୍ତି କୋଣାର୍କ ଥାନା ଅଧିନସ୍ଥ କାନ୍ତିମଳା ଗ୍ରାମର ବାଇଧର ବଳ ବୟସ ୫୦ରୁ ଉର୍ଦ୍ଧ ହେବ ଅନୁମାନ କରାଯାଉଛି। ମୃତ ବାଇଧର ନିଜ ବିଲରେ ତଳି ଓପାଡିବା ବେଳେ ବଜ୍ରାଘାତ ରେ ମୃତ୍ୟୁ ବରଣ କରିଛନ୍ତି।
ସବୁ ସରକାରୀ ବିଲଡିଂର ରଙ୍ଗ ବଦଳିବ , ଆସିଲା ନିର୍ଦ୍ଦେଶନାମା
ସରକାରୀ କୋଠାର ରଙ୍ଗ ବଦଳିବ । ଆଗକୁ ନିର୍ମାଣ ହେବାକୁ ଥିବା ସବୁ କୋଠାର ରଙ୍ଗ ବଦଳିଯିବ । ଏନେଇ ପୂର୍ତ୍ତ ବିଭାଗ ବିଜ୍ଞପ୍ତି ଜାରି କରିଛି।ସରକାରୀ ଉଦ୍ୟୋଗର କୋଠାକୁ ମଧ୍ୟ ଗେରୁଆ ରଙ୍ଗ ଦିଆଯିବ। ସରକାରୀ କୋଠା ଲାଗି ୩ଟି କଲର କୋଡ୍ ଜାରି ହୋଇଛି। ବାହାର କାନ୍ଥ ପାଇଁ ଆରଜିବି ମିକ୍ସ!-->…
କେନ୍ଦ୍ରାପଡ଼ା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ
କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିଜେଡି । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ, ଯଦି ପୋଲିସ ଆରମ୍ଭରୁ ପଦକ୍ଷେପ ନେଇଥାନ୍ତା,ଆଜି ସେହି ଛାତ୍ରୀ ଜଣକ ଜୀବିତ ଥାଆନ୍ତେ । ପୋଲିସ ଏତଲା ରଖିଲା ନାହିଁ । ମାମଲାକୁ ଖାମଖିଆଲି ଭାବେ!-->…
ସୁପ୍ରିମକୋର୍ଟରୁ ଜଷ୍ଟିସ ବର୍ମାଙ୍କୁ ଲାଗିଲା ଜବରଦସ୍ତ ଝଟକା
ଘରୁ ଟଙ୍କା ମିଳିବା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟର ବିଚାରପତି ଯଶଓ୍ବନ୍ତ ବର୍ମାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ତାଙ୍କୁ ଦୋଷୀ ବୋଲି ଦର୍ଶାଇଥିବା ତଦନ୍ତ କମିଟିର ରିପୋର୍ଟ ଏବଂ ପ୍ରଧାନ ବିଚାରପତିଙ୍କ ଦ୍ଵାରା ପଦବୀରୁ ତତ୍କାଳ ହଟାଯିବା ଲାଗି ସୁପାରିସକୁ!-->…
FM ଛାତ୍ରୀ ଆତ୍ମାହୁତି ଘଟଣା ତଦନ୍ତରୁ ହଟିଲେ ଏସ୍. ସାଇନି
ବାଲେଶ୍ବର ଫକୀରମୋହନ ଛାତ୍ରୀ ଆତ୍ମାହୁତି ଘଟଣା ତଦନ୍ତରୁ ହଟିଲେ ଏସ୍. ସାଇନି । CAW ଆଇଜି ଏସ୍. ସାଇନି ତଦନ୍ତରୁ ଅନ୍ତର ହୋଇଛନ୍ତି । ତଦନ୍ତ ନୀରିକ୍ଷଣ କରିବେ କ୍ରାଇମବ୍ରାଞ୍ଚ SP ଅନିରୁଦ୍ଧ ରାଉତରାୟ ।ସେ କହିଛନ୍ତି, ମୁଁ ତଦନ୍ତର ରିଭ୍ୟୁ କରିବାକୁ ଆସିଛି । ଅଗ୍ରଗତି ନେଇ ଡିଜିଙ୍କୁ!-->…
୫୦% ଟାରିଫ୍ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଉପଯୁକ୍ତ ଜବାବ
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ବିରୋଧରେ ଟାରିଫ ଯୁଦ୍ଧକୁ ତୀବ୍ର କରିଥିବାର ଦିନକ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୃଢ଼ ବାର୍ତ୍ତା ଦେଇ କହିଛନ୍ତି ଯେ ଭାରତ କେବେ ବି ତା’ର ଚାଷୀ ଓ ମତ୍ସ୍ୟଜୀବୀଙ୍କ ସ୍ବାର୍ଥ ସହ ଆପୋଷ କରିବ ନାହିଁ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ!-->…
ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ
ଆଜି ହେଉଛି ଜାତୀୟ ହସ୍ତତନ୍ତ ଦିବସ। ପ୍ରତିବର୍ଷ ଅଗଷ୍ଟ ୭ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫ ଅଗଷ୍ଟ ୭ରେ କୋଲକାତା ଟାଉନ ହଲରେ ବିଦେଶୀ ସାମଗ୍ରୀକୁ ବର୍ଜନ କରିବା ଏବଂ!-->…