Browsing Category
ଆଜିର ଖବର
ଏଣିକି ସପ୍ତାହରେ ୨ ଥର ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ
ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍ ଥିରୁମାଲା ନାଏକ କ୍ରୁଟ୍ର ସମସ୍ତ ସଦସ୍ୟମାନଙ୍କୁ ସପ୍ତାହରେ ଅନ୍ତତଃ ଦୁଇଥର ଆମବସ୍ରେ ଯାତ୍ରା କରିବାକୁ!-->…
କେନ୍ଦ୍ରାପଡ଼ା ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଗ୍ରାମାଞ୍ଚଳ ଥାନା ଏଏସ୍ଆଇଙ୍କୁ ବଦଳି ନିର୍ଦ୍ଦେଶ
କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣା ପୁରା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟ କରିଛି । ସେପଟେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ପୀଡିତାଙ୍କ ମୃତଦେହର ବ୍ୟବଚ୍ଛେଦ ହେବ। ବଡ଼ପଡ଼ା ମହାବିଦ୍ୟାଳୟର ଯୁକ୍ତି ତିନି ତୃତୀୟ ବର୍ଷ ଛାତ୍ରୀ କିରାସିନ ଢାଳି ହୋଇ!-->…
ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ
ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ!-->…
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ ପ୍ରବଳ ବର୍ଷା ଚେତାବନୀ । ରାଜ୍ୟରେ ୧୧ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା । ଏଥିସହ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲା ଗୁଡ଼ିକ!-->…
CBSE ସ୍କୁଲଗୁଡିକରେ ଛାତ୍ର ଛାତ୍ରୀଙ୍କ ଛୁଟିକୁ ନେଇ କଠୋର ନିୟମ ଲାଗୁ
CBSE ସ୍କୁଲଗୁଡିକରେ ଛାତ୍ର ଛାତ୍ରୀଙ୍କ ଛୁଟିକୁ ନେଇ କଠୋର ନିୟମ ଲାଗୁ କରୁଛି । ଏନେଇ ସରକାରୀ ୱେବସାଇଟରେ ନୂଆ ନୋଟିସ୍ ଜାରି ହୋଇଛି । ନୋଟିସରେ ସ୍କୁଲ୍, ଛାତ୍ର ଏବଂ ଅଭିଭାବକଙ୍କ ପାଇଁ ୫ଟି ଗୁରୁତ୍ବପୂର୍ଣ୍ଣ ନିୟମ ଉଲ୍ଲେଖ କରାଯାଇଛି ।ବୋର୍ଡ ଅଫ ସେକେଣ୍ଡାରି ଏଜୁକେସନ ବା ସିବିଏସ୍ଇ!-->…
ଭାରତ ଉପରେ ଶୁଳ୍କ ବଢ଼ାଇଲେ ଟ୍ରମ୍ପ: ମୋଟ ଆମେରିକା ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଭାରତ ଉପରେ ଅତିରିକ୍ତ ୨୫ ପ୍ରତିଶତ ଟାରିଫ୍(ଶୁଳ୍କ) ଘୋଷଣା କରିଛନ୍ତି। କିଛି ଦିନ ପୂର୍ବରୁ ଟ୍ରମ୍ପ ରୁଷିଆରୁ ତେଲ କିଣିବା ପାଇଁ ଭାରତ ଉପରେ ୨୫ ପ୍ରତିଶତ ଶୁଳ୍କ ଲଗାଇଥିଲେ। ଏବେ ଭାରତ ଉପରେ ମୋଟ ଆମେରିକା ଶୁଳ୍କ ୫୦ ପ୍ରତିଶତକୁ ବୃଦ୍ଧି!-->…
SCO: ପ୍ରତିରକ୍ଷା ମନ୍ତ୍ରୀ, ବିଦେଶ ମନ୍ତ୍ରୀଙ୍କ ପରେ ପ୍ରଧାନମନ୍ତ୍ରୀ ଯିବେ ଚୀନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଚୀନ ଗସ୍ତରେ ଯିବେ । ସଂଘାଇ କର୍ପୋରେସନ ସଂଗଠନ (ଏସସିଓ) ବୈଠକରେ ଯୋଗ ହେବା ପାଇଁ ଅଗଷ୍ଟ ୩୧ରୁ ସେପ୍ଟେମ୍ୱର ୧ ଯାଏ ଚୀନ ଗସ୍ତ କରିବେ । ୨୦୨୦ରେ ଗଲୱାନ୍ ଘାଟିରେ ଭାରତ ଏବଂ ଚୀନ ମଧ୍ୟରେ ସଂଘର୍ଷ ପରେ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ଚୀନ!-->…
ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମ ପାଢ଼ୀଙ୍କୁ ସାକ୍ଷାତ
ଆଜି ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ଓଏସଇଏଫଡ଼ି ନୟାଗଡ଼ ଜିଲ୍ଲା ଶାଖାର ସଭାପତି ତୃପ୍ତିମୟୀ ପ୍ରଧାନ,ସମ୍ପାଦିକା ଶୁଭସ୍ମିତା ମିଶ୍ର, ରାଜ୍ୟ କୋଷାଧ୍ୟକ୍ଷ ଅଭିଷେକ ଆଚ଼ାର୍ଯ୍ୟ, କାର୍ଯ୍ୟକାରିଣୀ ସଦସ୍ୟ ହିତେଶ କୁମାର ମହନ୍ତ ପ୍ରମୁଖ!-->…
ପୁଣି ବଢ଼ିଲା ସୁନା ରେଟ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୦୨,୩୩୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଁଛି।ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୦୨,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୯୩,୮୦୦!-->…
ସପିଙ୍ଗ ମଲରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍ ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ସପିଙ୍ଗ ମଲରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର୍ ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ । ଆଗକୁ ବସ ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର । ସରକାରୀ ଅଫିସ ଓ ଅଭିଯୋଗ ଶୁଣାଣି ସ୍ଥାନରେ ମଧ୍ୟ ୮ଟି!-->…
ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆରେ ସାଇନ୍ ବୋର୍ଡ ଲେଖିବା ବାଧ୍ୟତାମୂଳକ
ଓଡ଼ିଶାର ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକର ଅଧୀନରେ ଥିବା ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାକୁ ଗୁରୁତ୍ବ । ଏହିସବୁ ସ୍ଥାନରେ ଓଡ଼ିଆରେ ସାଇନ୍ ବୋର୍ଡ ଲେଖିବାକୁ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । ଏହାକୁ କାର୍ଯ୍ୟକାରୀ କରିବାକୁ ଏକ!-->…
କେନ୍ଦ୍ରାପଡାରେ ଛାତ୍ରୀ ଜଳିଯିବା ଘଟଣା; ତଦନ୍ତ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ- ଡିଜିପି
ବାଲେଶ୍ବର ଏଫ୍ଏମ୍ କଲେଜ୍, ପୁରୀ ବଳଙ୍ଗା ପରେ ଏବେ କେନ୍ଦ୍ରାପଡା । ପୁଣି ଜଳିଗଲେ ଆଉ ଜଣେ ଯୁବତୀ । ରାଜ୍ୟରେ ଏବେ ଦିନକୁ ଦିନ ଏଭଳି ମାମଲା ବୃଦ୍ଧି ପାଇବାରେ ଲାଗିଛି । ନିଜକୁ ଜାଳି ଦେବାକୁ ପଛାଉ ନାହାନ୍ତି ଯୁବପିଢି । କେନ୍ଦ୍ରାପଡା ଜିଲ୍ଲାରେ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ!-->…