Browsing Category

ଆଜିର ଖବର

ଭାରତରେ UPIର ନୂଆ ରେକର୍ଡ: ଗୋଟିଏ ଦିନରେ ୭୦ କୋଟି ଟଙ୍କା କାରବାର

ଭାରତରେ UPIର ଲୋକପ୍ରିୟତା ବେଶ୍‌ ବୃଦ୍ଧି ପାଇଛି। ଭାରତରେ ଗୋଟିଏ ଦିନରେ ଆମେରିକାର ଜନସଂଖ୍ୟାର ଦୁଇଗୁଣ UPI ମାଧ୍ୟମରେ କାରବାର ହୋଇଛି। 2024 ମସିହାର ତଥ୍ୟ ଅନୁଯାୟୀ, ଆମେରିକାର ଜନସଂଖ୍ୟା ପ୍ରାୟ 341.2 ନିୟୁତ ଥିଲା, କିନ୍ତୁ ଭାରତରେ, 2 ଅଗଷ୍ଟ, 2025 ରେ, ଗୋଟିଏ ଦିନରେ UPI

କର୍ତ୍ତବ୍ୟ ଭବନକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କର୍ତ୍ତବ୍ୟ ଭବନ-୩ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି। ଏହି ଆଧୁନିକ କୋଠା ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ନୂତନ ମୁଖ୍ୟାଳୟ ହେବ। ଦିଲ୍ଲୀର ଅଲଗା ଅଲଗା ବିଲିଡିଂରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଖୁବଶୀଘ୍ର

ପୁଣି ଜଳିଗଲେ ଆଉ ଜଣେ ଯୁବତୀ 

ରାଜ୍ୟରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଦେଇଛନ୍ତି । ଯୁବତୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ।ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

୫୦ରୁ ଅଧିକ ସିଜରିଆନ କରିଥିଲେ, ଅପରେସନ ଥିଏଟରରୁ ଗିରଫ ହେଲେ ଡାକ୍ତର

ସିଜରିଆନକୁ ସି –ସେକସନ ମଧ୍ୟ କୁହାଯାଏ। ଦୀର୍ଘ ଦଶନ୍ଧି ଧରି ଏପରି ସାଂଘାତିକ ଖେଳ ଖେଳି ଚାଲିଥିବା ବ୍ୟକ୍ତିଙ୍କୁ ଏବେ ଅପରେସନ ଥିଏଟରରୁ ଗିରଫ କରାଯାଇଛି। ଆସାମର ସିଲଚରରୁ ଏପରି ଘଟଣା ସାମ୍ନାକୁ ଆସିଛି।ଗିରଫ ବ୍ୟକ୍ତି ଜଣଙ୍କ ହେଲେ ପୁଲକ ମଲକାର। ସେ ନିଜକୁ ସ୍ତ୍ରୀ ଓ ପ୍ରସୂତୀ ରୋଗ

ଖୁବ୍ ଶୀଘ୍ର ରାଜସ୍ୱ ଗାଁର ମ୍ୟାପ୍ କରିବେ ସରକାର

ଖୁବ୍ ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ । ଏ ନେଇ ରାଜସ୍ବ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି ହୋଇଛି । ନକ୍ସା ପରିବର୍ତ୍ତନ ସର୍ଭେ ପାଇଁ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍ ଡିସିଙ୍କୁ ଚିଠି ଲେଖାଯାଇଛି । ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି

ଦିଲ୍ଲୀର ଏକ ତାରକା ହୋଟେଲରେ ରିସେପ୍ସନ୍ ଦେଲେ ପିନାକୀ-ମହୁଆ : ଯୋଗ ଦେଲେ ସୋନିଆ ଗାନ୍ଧୀ

ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ | ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି | ତେବେ ଏହି ଭୋଜିରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବୁଧବାର ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି ରହିଛି। ବୁଧବାର ଏହି ଘଟଣାର ଅନ୍ୟତମ ମୁଖ୍ୟ ସାକ୍ଷୀ କହାଯାଉଥିବା ତତ୍କାଳୀନ ବ୍ରଜରାଜନଗର ଥାନାଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ ଗ୍ରହଣ ହେବ।ଗତ ମାର୍ଚ୍ଚରେ କ୍ରାଇମ୍‌ବ୍ରାଞ୍ଚ

ଅପରିବର୍ତ୍ତିତ ରହିଲା ରେପୋ ରେଟ୍ । ଶସ୍ତା ହେବନି ଋଣ-ଇଏମ୍‌ଆଇ

ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକର ପରିଣାମ ଆସିଛି । ଏଥର ରେପାରେଟ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ଅର୍ଥାତ ରେପୋ ଅପରିବର୍ତ୍ତିତ ରହିଛି । ୫.୫ ପ୍ରତିଶତରେ ସ୍ଥିର ରହିଛି ସୁଧହାର । ସୁଧ ହାର ନିର୍ଦ୍ଧାରଣ କରୁଥିବା ଆରବିଆଇର ୬

ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବୋରଟାରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ଭୁବନେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରର ମୋଟ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଛି । ଏହି ରେଡ୍‌ରେ

AIIMS ରେ ଏବେ ଅନଲାଇନରେ ଚିକିତ୍ସା ସେବା ପାଇବେ ରୋଗୀ !

ଏମ୍ସ ହସ୍ପିଟାଲକୁ ସବୁ ରୋଗୀ ଯିବା ପାଇଁ ପସନ୍ଦ କରିଥାନ୍ତି କାରଣ ଏଠାରେ ସ୍ୱଳ୍ପ ମୂଲ୍ୟ ଏବଂ ଭଲ ଚିକିତ୍ସା ହୋଇଥାଏ । ଗରିବ ଠୁ ନେଇ ଧନୀ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ଏମ୍ସ ହସ୍ପିଟାଲର ସୁବିଧା ପାଇବାକୁ ଆଗ୍ରହୀ ଥିଲେ ମଧ୍ୟ ଏହାର ସ୍ବାସ୍ଥ୍ୟ ସେବା ପାଇବାରେ ହଇରାଣ ହୁଅନ୍ତି । କାରଣ

ଖୁବଶୀଘ୍ର ଆନନ୍ଦବଜାରରେ ଅବଢାର ଦର ତାଲିକା ନିର୍ଦ୍ଧାରଣ କରାଯିବ

ଶ୍ରୀମନ୍ଦିର ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ତେବେ ଖୁବଶୀଘ୍ର ଆନନ୍ଦବଜାରରେ ଅବଢାର ଦର ତାଲିକା ନିର୍ଦ୍ଧାରଣ କରାଯିବ ବୋଲି ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି । ଶୁଖୁଲି ଭୋଗ ଓ

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ

ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ