Browsing Category

ଆଜିର ଖବର

ଷ୍ଟେଟ୍ ଡ୍ରଗ୍ସ ଟେଷ୍ଟିଂ ଲାବୋରଟାରୀର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ଭୁବନେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରର ମୋଟ ୭ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଛି । ଏହି ରେଡ୍‌ରେ

AIIMS ରେ ଏବେ ଅନଲାଇନରେ ଚିକିତ୍ସା ସେବା ପାଇବେ ରୋଗୀ !

ଏମ୍ସ ହସ୍ପିଟାଲକୁ ସବୁ ରୋଗୀ ଯିବା ପାଇଁ ପସନ୍ଦ କରିଥାନ୍ତି କାରଣ ଏଠାରେ ସ୍ୱଳ୍ପ ମୂଲ୍ୟ ଏବଂ ଭଲ ଚିକିତ୍ସା ହୋଇଥାଏ । ଗରିବ ଠୁ ନେଇ ଧନୀ ବ୍ୟକ୍ତି ପର୍ଯ୍ୟନ୍ତ ସମସ୍ତେ ଏମ୍ସ ହସ୍ପିଟାଲର ସୁବିଧା ପାଇବାକୁ ଆଗ୍ରହୀ ଥିଲେ ମଧ୍ୟ ଏହାର ସ୍ବାସ୍ଥ୍ୟ ସେବା ପାଇବାରେ ହଇରାଣ ହୁଅନ୍ତି । କାରଣ

ଖୁବଶୀଘ୍ର ଆନନ୍ଦବଜାରରେ ଅବଢାର ଦର ତାଲିକା ନିର୍ଦ୍ଧାରଣ କରାଯିବ

ଶ୍ରୀମନ୍ଦିର ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ତେବେ ଖୁବଶୀଘ୍ର ଆନନ୍ଦବଜାରରେ ଅବଢାର ଦର ତାଲିକା ନିର୍ଦ୍ଧାରଣ କରାଯିବ ବୋଲି ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି । ଶୁଖୁଲି ଭୋଗ ଓ

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ

ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୧ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ

ଲଗାଣ ବର୍ଷା ପାଇଁ ଆକାଶ ଛୁଆଁ ପରିବା ଦର

କିଛି ଦିନ ପରିବା ଦର ସ୍ୱଭାବିକ ଥିବାବେଳେ ଏବେ ହଠାତ୍ ପରିବା ଦର ବୃଦ୍ଧି ପାଇଛି, ଯାହାକି ଖାଉଟିଙ୍କୁ ବେଶ ପ୍ରଭାବିତ କରିଛି । ଯେଉଁ ପରିବା ଉପରେ ହାତ ମାରିବେ ତାହା ୫୦ ପାର । ଏପରିକି ଆଳୁକୁ ଛାଡି ଦେଲେ ଅନ୍ୟ ସବୁ ପରିବା ଦର ଆକାଶ ଛୁଆଁ ।କଟକ ଛତ୍ର ବଜାର ପରିବା ମଣ୍ଡିରେ ବିଲାତି ଦର

୧୨ଟି ଜିଲ୍ଲାରେ ଅଗଷ୍ଟ ୧୦ରୁ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ

ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମ୍‌ଡିଏ) ୧୦ ଅଗଷ୍ଟ ଠାରୁ ଆରମ୍ଭ ହେବ । ଏହି ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମରେ ୧କୋଟି ୭ ଲକ୍ଷ ଜଣଙ୍କୁ ଫାଇଲେରିଆ ନିରୋଧୀ ଔଷଧ ଦିଆଯିବ । ଫାଇଲେରିଆ ନିରାକରଣ ପାଇଁ ଏହି ୧୨ଟି ଜିଲ୍ଲାର ୧୧୫ ଟି କାର୍ଯ୍ୟାନ୍ୱୟନ ୟୁନିଟ ରେ

ଗତ ୧୦ଦିନ ତିନୋଟି ହିଡେନ କ୍ୟାମେରା ଜବତ,ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନଚିହ୍ନ ସୃଷ୍ଟି

ଗତ ୧୦ଦିନ ମଧ୍ୟରେ ଶ୍ରୀମନ୍ଦିରରେ ତିନୋଟି ହିଡେନ କ୍ୟାମେରା ଜବତ। ଆଜି ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ଦେଇ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ପ୍ରବେଶ କରୁଥିବା ବେଳେ ପୁଲିସ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖି ପଚରା କରାଯାଉଛି। ପ୍ରତିଶ ପାଲ ନାମକ ଏହି ଯୁବକ ପଶ୍ଚିମ ବର୍ଦ୍ଧମାନର

ଆଜି ମଧ୍ୟ ବଢ଼ିଲା ସୁନା ଦର

ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୨୨୦ ଟଙ୍କା ରହିଛି । ଗତକାଲି ୧,୦୧,୪୦୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ବୃଦ୍ଧି ହୋଇଛି ।୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୭୦୦

ଗଣିଆ ବ୍ଲକ କାଯ୍ୟଳୟରେ ୭୯ତମ ସ୍ୱାଧିନତା ଦିବସ ପ୍ରସ୍ତୁତି ବୈଠକ

ଗଣିଆ, (ବିଶ୍ୱରଂଜନ ସେଠି) ୭୯ତମ ସ୍ୱାଧିନତା ଦିବସ ପାଳନ ନିମନ୍ତେ ମଙ୍ଗଳବାର ଗଣିଆ ପଂଚାୟତ ସମିତି ସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ସାଗର କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବ୍ଲକ ଅଧ୍ୟକ୍ଷା ଝୁନା ଜେନା, ସମାଜିକ ସୁରକ୍ଷା ଅଧିକାରୀ

ଉତ୍ତରାଖଣ୍ଡ : ଉତ୍ତରକାଶୀ ଧରାଲି ବାଦଲଫଟା ବର୍ଷା, ଧସିଲା ପାହାଡ଼

ମଙ୍ଗଳବାର, ଅଗଷ୍ଟ ୫, ୨୦୨୫ରେ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ଏକ ବାଦଲ ଫଟା ବର୍ଷା ବନ୍ୟା ସୃଷ୍ଟି କରିଥିଲା। ଏହି ଘଟଣାକୁ ନେଇ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି କହିଛନ୍ତି ଯେ ଉତ୍ତରାଖଣ୍ଡର ଧରାଲି ଅଞ୍ଚଳରେ ବାଦଲ ଫଟା ବର୍ଷା ହୋଇଥିବା ରିପୋର୍ଟ କରାଯାଇଛି, ଯେଉଁଠାରେ

୧୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ପରିବେଶ ସୁରକ୍ଷା ପାଇଁ ବୃକ୍ଷ ରୋପଣ ସହ ଏହାର ସୁରକ୍ଷା ଦିଗ ରେ କାମ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛିନ୍ତି । ରାଜ୍ୟ ରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ରେ ୬ କୋଟି ୫୨ ଲକ୍ଷ ଗଛ ଲାଗିଛି । ଚଳିତ ବର୍ଷ ଆହୁରି ୧ କୋଟି ଗଛ ଲଗାଇବାକୁ ଯୋଜନା କରାଯାଇଛି । ସେପ୍ଟେମ୍ବର ୭ ରେ

କଟକରେ ହେବ ତାରକସି ହବ୍‌

କଟକରେ ୧୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ରୌପ୍ୟ ତାରକସି ସର୍ବ ସାଧାରଣ ସୁବିଧା କେନ୍ଦ୍ର । ଆଜି ଏହାର ଶିଳାନ୍ୟାସ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏଠାରେ ପ୍ରଶିକ୍ଷଣ ଓ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଦେଖିବା ପାଇଁ ଏକ ସୁନ୍ଦର ତାରକସି ଗ୍ୟାଲେରୀ ରହିବ । ଅନ୍ୟପଟେ