Browsing Category
ଆଜିର ଖବର
କଟକରେ ହେବ ତାରକସି ହବ୍
କଟକରେ ୧୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ରୌପ୍ୟ ତାରକସି ସର୍ବ ସାଧାରଣ ସୁବିଧା କେନ୍ଦ୍ର । ଆଜି ଏହାର ଶିଳାନ୍ୟାସ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏଠାରେ ପ୍ରଶିକ୍ଷଣ ଓ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଦେଖିବା ପାଇଁ ଏକ ସୁନ୍ଦର ତାରକସି ଗ୍ୟାଲେରୀ ରହିବ । ଅନ୍ୟପଟେ!-->…
ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଜମ୍ମୁ କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ଆରଏମଏଲ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ହୋଇଥିବା ସୂଚନା ମିଳିଛି । ୭୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ୧୯୪୬ ଜୁଲାଇ ୨୪ରେ ଉତ୍ତରପ୍ରଦେଶର ବାଗପତରେ ଜନ୍ମଗ୍ରହଣ କରିଥିବା ମଲିକ!-->…
ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା
ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ ହେଲେ । ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ନିଯୁକ୍ତ ହେଲେ । ୩ ବର୍ଷ ପାଇଁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।୨୦୨୪ ମସିହାରେ ମହିଳା!-->…
ଓଡ଼ିଶା ରାଜ୍ୟ ଏଡିଇଓ ସଂଘ ଗଠିତପ୍ରଭାତ ତିୱାରୀ ସଭାପତି ସଂଗ୍ରାମ ସିଂହ ସମ୍ପାଦକ
ଭୁବନେଶ୍ବର ୦୩/୦୮:- ସମଗ୍ର ରାଜ୍ୟରେ ଥିବା ହିସାବ ରକ୍ଷକ ତଥା ତଥ୍ୟ ନିକ୍ଷେପଣ ପରିଚାଳକ (ଏଡିଇଓ)ମାନଙ୍କୁ ନେଇ ବିଶ୍ୱ ବନ୍ଧୁତ୍ୱ ଦିବସ ଅବସରରେ ନୂତନ ଭାବେ ଓଡ଼ିଶା ରାଜ୍ୟ ଏଡିଇଓ ସଂଘ (ଓସା) ଗଠନ କରାଯାଇଛି । ଭୁବନେଶ୍ୱରସ୍ଥିତ ଅଶୋକ ନଗର ଠାରେ ଥିବା ହୋଟେଲ ଆର୍ଯ୍ୟ ପ୍ୟାଲେସ୍ର!-->…
ଲିଫ୍ଟ ଭିତରେ ଇଭେଣ୍ଟ ହୋଷ୍ଟଙ୍କୁ ପିଟି ପିଟି ଲହୁଲୁହାଣ କଲେ ଯୁବକ
ଲିଫ୍ଟ ଭିତରେ ଇଭେଣ୍ଟ ହୋଷ୍ଟଙ୍କୁ ପିଟି ପିଟି ଲହୁଲୁହାଣ କଲେ ଯୁବକ। ବିଧା ଗୋଇଠା ସହ ମରଣାନ୍ତକ ଆକ୍ରମଣ ପରେ ଘଟଣା ସ୍ଥଳରୁ ଫେରାର ହୋଇଛନ୍ତି ହୋଷ୍ଟ । ଘଟଣା ଘଟିଛି ନନ୍ଦନକାନନ ଥାନା ଅଧୀନସ୍ଥ ରଘୁନାଥପୁରରେ ଥିବା ରୟାଲ ଆର୍କେଡ ଲିଫ୍ଟ ଭିତରେ । ପୀଡ଼ିତଙ୍କ ନାମ ଯଯାତି ପାରେଖ ହୋଇଥିବା!-->…
ତୁଳସୀ ଗଣନାଟ୍ୟ ମାଲିକଙ୍କୁ ଟଙ୍କା ଫେରାଇଲେ ନରି ପଣ୍ଡା
ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁଙ୍କ ସହ ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କ ବିବାଦର ଏକ ପ୍ରକାର ସମାଧାନ ହୋଇଛି। ନରି ନେଇଥିବା ୧୦ ଲକ୍ଷ ଟଙ୍କାକୁ ବାଲିଚନ୍ଦ୍ରପୁର ଥାନା ଅଧିକାରୀଙ୍କ ଜରିଆରେ ଫେରାଇଛନ୍ତି। ତୁଳସୀ ଗଣନାଟ୍ୟରେ ଆଗାମୀ ଯାତ୍ରା ସିଜିନ୍ରେ କାମ!-->…
ଅପାରଗ ଅଧିକାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର
କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତାହାର ତଥ୍ୟ ମାଗିଲେ ରାଜ୍ୟ ସରକାର। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟଙ୍କୁ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ କରାଯାଇଛି ଚିଠି । ୭ ତାରିଖ ସୁଦ୍ଧା ସମସ୍ତ ସଥ୍ୟ!-->…
ବନ୍ଦ ହେବ ମହାପ୍ରୟାଣ, ଆରମ୍ଭ ହେବ ନୂଆ ଶବବାହନ ସେବା
ରାଜ୍ୟରେ ଏବେ କାର୍ଯ୍ୟକାରୀ ହେଉଥିବା ‘ମହାପ୍ରୟାଣ’ ଯୋଜନା ମାଗଣା ନୁହେଁ। କିଛି ଜିଲ୍ଲାରେ ଏହା ରେଡ୍କ୍ରସ ଦ୍ଵାରା ପରିଚାଳିତ ହେଉଥିବା ବେଳେ ଆଉ କିଛି ଜିଲ୍ଲାରେ ଏହା ଜିଲ୍ଲାପାଳଙ୍କ ଅଧୀନରେ ରହିଛି । ଏହା ବ୍ୟବସ୍ଥିତ ନ ଥିବାରୁ ମହାପ୍ରୟାଣକୁ ସଂପୂର୍ଣ୍ଣ ବନ୍ଦ କରାଯିବ, ନୂଆ ଶବ ବାହନ!-->…
ଏଫ୍ଏମ୍ ଛାତ୍ରୀ ଆତ୍ମାହୁତି ମାମଲା: ରିମାଣ୍ଡ ଆବେଦନ କଲା କ୍ରାଇମ୍ବାଞ୍ଚ
ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ ରବିବାର ବିଳମ୍ବିତ ରାତିରେ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ୱାଳ ଓ ଅଣଛାତ୍ର ଶୁଭ୍ରସମ୍ବିତ ନାୟକ୍ରଙ୍କୁ ଗିରଫ କରିଛି । ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ଏହି ୨ଜଣଙ୍କ!-->…
ବ୍ରହ୍ମପୁରରେ ଗୋଟିଏ ସିଲିଣ୍ଡରରୁ ଦୁଇ ଶିଶୁଙ୍କୁ ଅକ୍ସିଜେନ ଦେବା ଘଟଣାର ତଦନ୍ତ ନିର୍ଦ୍ଦେଶ
୨୦୨୨ ମସିହାରେ ଗୋଟିଏ ସିଲିଣ୍ଡରରୁ ତିନିଶିଶୁଙ୍କୁ ଅକ୍ସିଜେନ୍ ପ୍ରଦାନ ଘଟଣା ଏମ୍କେସିଜି ବଡ଼ଡାକ୍ତରଖାନାକୁ ଚର୍ଚ୍ଚାକୁ ଆଣିଥିଲା। ୩ ବର୍ଷ ପରେ ଆଜି ଗୋଟିଏ ଅକ୍ସିଜେନ୍ ସିଲିଣ୍ଡରରୁ ଦୁଇ ନବଜାତକଙ୍କୁ ଅକ୍ସିଜେନ୍ ଦିଆଯିବା ଘଟଣା ସାମ୍ନାକୁ ଆସିଛି। ତେବେ ଦକ୍ଷିଣାଞ୍ଚଳ ଆରଡିସି!-->…
IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି
IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ ପୁଣି ଥରେ ନିଯୁକ୍ତି ପାଇଛନ୍ତି ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସାଇକ୍ଲୋନମ୍ୟାନ୍ ଭାବେ ପରିଚିତ ତଥା ଓଡ଼ିଆ ପୁଅ ଶ୍ରୀ ମହାପାତ୍ର ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବିରେ!-->…
ଡି ଏମ ଏଲ ଟି ଛାତ୍ର ଛାତ୍ରୀ ଙ୍କୁ ଧୋକା 921 ପଦବୀ ର ଘରୋଇକାରଣ*
*HR ଟିଭି ଓଡ଼ିଆ. କଳାହାଣ୍ଡି (ଶେଖର ସୁମନ ଦାଶ). ଡିପ୍ଲୋମା ଇନ ମେଡିକାଲ ଲାବୋ୍ରୋଟୋରି ଟେକନିସିଆନ (ଡି ଏମ ଏଲ ଟି) ଦୁଇ ବର୍ଷିଆ କୋର୍ସ କରି ଥିବା ଛାତ୍ର ଛାତ୍ରୀ ଙ୍କୁ ଧୋକା ଦେଇ ଛନ୍ତି ରାଜ୍ୟ ସରକାର l 921 ପଦବୀ ପାଇଁ ପ୍ରଥମେ ଵିଜ୍ଞାପନ ପ୍ରକାଶ କରିବା ଓ ପରେ ପରୀକ୍ଷା ପୂର୍ବରୁ!-->…