Browsing Category

ଆଜିର ଖବର

ଡି ଏମ ଏଲ ଟି ଛାତ୍ର ଛାତ୍ରୀ ଙ୍କୁ ଧୋକା 921 ପଦବୀ ର ଘରୋଇକାରଣ*

*HR ଟିଭି ଓଡ଼ିଆ. କଳାହାଣ୍ଡି (ଶେଖର ସୁମନ ଦାଶ). ଡିପ୍ଲୋମା ଇନ ମେଡିକାଲ ଲାବୋ୍ରୋଟୋରି ଟେକନିସିଆନ (ଡି ଏମ ଏଲ ଟି) ଦୁଇ ବର୍ଷିଆ କୋର୍ସ କରି ଥିବା ଛାତ୍ର ଛାତ୍ରୀ ଙ୍କୁ ଧୋକା ଦେଇ ଛନ୍ତି ରାଜ୍ୟ ସରକାର l 921 ପଦବୀ ପାଇଁ ପ୍ରଥମେ ଵିଜ୍ଞାପନ ପ୍ରକାଶ କରିବା ଓ ପରେ ପରୀକ୍ଷା ପୂର୍ବରୁ

ଆସୁଛି ଆଉ ଏକ ଲଘୁଚାପ, ୧୩ ତାରିଖରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଆସନ୍ତା ୧୪ ତାରିଖରୁ ରାଜ୍ୟରେ ଲଘୁଚାପ ବର୍ଷା ହୋଇପାରେ । ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ ୧୭ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ। ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ

ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଗ୍ରାମ ପଞ୍ଚାୟତର ମୁଖ୍ୟାଳୟରେ ନିର୍ମାଣ କରାଯିବ ସ୍କୁଲ । ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ

୧୧ ଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ହେବ ,ପ୍ରକାଶ ପାଇଲା ବିଜ୍ଞପ୍ତି

ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି I ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଜଜ (

ହଷ୍ଟେଲ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ‘ଡିଜିଟାଲ୍ ହେଲଥ୍ କାର୍ଡ’

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ଖୁବ୍ ଶୀଘ୍ର ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ 'ଡିଜିଟାଲ୍ ହେଲଥ୍ କାର୍ଡ' ବଣ୍ଟନ ଆରମ୍ଭ କରିବେ। ଉଲ୍ଲେଖଯୋଗ୍ୟ ଯେ, ଗତ ଦୁଇ ଦିନ ପୂର୍ବେ କେନ୍ଦୁଝର

୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି

୪ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗଞ୍ଜାମ, କେନ୍ଦ୍ରାପଡା, କଳାହାଣ୍ଡି ଓ କଟକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଛି।ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ବିଜେଡି ସଭାପତି ଭାବେ ବିକ୍ରମ

ବିମାନରୁ ବାହାରିଲା ଅସରପା: କ୍ଷମା ମାଗିଲା Air India

ଆମେରିକାର ସାନ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଆସୁଥିବା ଏକ ଏୟାର ଇଣ୍ଡିଆ ବିମାନରେ ଦେଖିବାକୁ ମିଳିଛି ଅସରପା। ଏହି ଘଟଣାକୁ ନେଇ ବିବାଦ ବଢ଼ିବା ପରେ, ଏୟାର ଇଣ୍ଡିଆ ଏକ ବିବୃତ୍ତି ଜାରି କରି କ୍ଷମା ମାଗିଛି। ଏୟାରଲାଇନ୍ସ କହିଛି ଯେ, ଭବିଷ୍ୟତରେ ଏପରି ଘଟଣା ରୋକିବା ପାଇଁ ଉପଯୁକ୍ତ ପଦକ୍ଷେପ

ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା-ପିସିସି ସଭାପତି 

ଅଗଷ୍ଟ ୧୪ରେ କଂଗ୍ରେସ କରିବ ପଦଯାତ୍ରା । ଏଫଏମ କଲେଜରୁ ଭୋଗରାଇ ପଯ୍ୟନ୍ତ ପଦଯାତ୍ରା କରିବ । ନାରୀ ନ୍ୟାୟ ପାଇଁ କଂଗ୍ରେସ କରିବ ପଦଯାତ୍ରା ।ବଳଙ୍ଗାରୁ ନିମାପଡ଼ା ପର୍ଯ୍ୟନ୍ତ ପଦଯାତ୍ରା କରିବ କଂଗ୍ରେସ । ନିମାପଡାରେ ସାଧାରଣ ସଭା ଅନୁଷ୍ଠିତ ହେବ । ପୀଡ଼ିତାଙ୍କ ମୃତୁ ପରେ ବି ତାଙ୍କୁ

ଭାରତ-ଚୀନ୍ ବିବାଦ: ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ଭାରତ-ଚୀନ ବିବାଦ ନେଇ ରାହୁଲଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। କହିଲେ ସତ ଭାରତୀୟ ହୋଇଥିଲେ ଏପରି କହି ନଥାନ୍ତ। ତେବେ ଡିସେମ୍ବର ୯, ୨୦୨୨ରେ ଭାରତ ଏବଂ ଚୀନ୍ ସେନା ମଧ୍ୟରେ ସଂଘର୍ଷ ପରେ ଭାରତୀୟ ସେନା ଉପରେ ତାଙ୍କର କଥିତ ମନ୍ତବ୍ୟ ପାଇଁ ଏବେ ସୁପ୍ରିମକୋର୍ଟ ଲୋକସଭା ନେତା ଏବଂ କଂଗ୍ରେସ

ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ସୁବାସ ପାଣିଙ୍କ ପରଲୋକ ହୋଇଛି। ସେ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ଭାବେ ବେଶ ପରିଚିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିବା ବେଳେ ଭୁବନେଶ୍ୱରରେ ତାଙ୍କର ପରଲୋକ ହୋଇଛି।ଡ. ସୁବାସ ପାଣିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ମୁହଁଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ମୁହଁଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି କେଉଁଠି ବେଞ୍ଚ ପ୍ରତିଷ୍ଠା ହେବ ତାହା ଓକିଲ ସଂଘ ସ୍ଥିର କରନ୍ତୁ। ସେମାନେ ନିଜ ଭିତରେ ଆଲୋଚନା କରି ଏହା ସ୍ଥିର କରନ୍ତୁ। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ହାଇକୋର୍ଟ ବେଞ୍ଚ କେଉଁଠି

FM ଛାତ୍ରୀ ପୋଡ଼ି ଘଟଣାରେ ବଡ଼ ଖୁଲାସା । ନିଜେ ଯାଇ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ଆଣିଥିଲେ ଛାତ୍ରୀ

ବାଲେଶ୍ବର ଏଫଏମ କଲେଜରେ ଛାତ୍ରୀ ପୋଡ଼ି ଘଟଣାରେ ମିଳିଥିବା ସିସିଟିଭି ଫୁଟେଜ୍ ଅନୁସାରେ , ଘଟଣା ଦିନ ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ସହ ମିଟିଙ୍ଗ ପରେ ବାହାରକୁ ଯାଇଥିଲେ । ସେଠାରୁ ନିଜେ ଏକ ସାଇକେଲରେ ଯାଇ ନିକଟ ପେଟ୍ରୋଲ ପମ୍ପରୁ ବୋତଲରେ ପେଟ୍ରୋଲ ଆଣିଥିଲେ ।ପେଟ୍ରୋଲ ବୋତଲ ଥିବା ବ୍ୟାଗକୁ