Browsing Category

ଆଜିର ଖବର

ଆଜି ହେଉଛି ଓଡ଼ିଆ ସାମ୍ବାଦିକତା ଦିବସ

୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା।ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ। ପ୍ରଥମେ ଏହା ସାପ୍ତାହିକ ଏବଂ ପରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା | ନଅଙ୍କ ଦୁର୍ଭିକ୍ଷର ପଞ୍ଝାରେ ପଡ଼ି ଗୋଟିଏ ପଟେ ଭୋକରେ ଆଉଟୁପାଉଟୁ ହେଉଥିବା

କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ,ଘରୁ କେଜିଏ ସୁନା ଜବତ

ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମ୍‌ଭିଆଇ) ଗୋଲାପ ଚନ୍ଦ୍ର ହାଂସଦାଙ୍କୁ ଭିଜିଲାନ୍ସ ଗିରଫ କରିଛି। ରବିବାର ଗୋଟିଏ ଦିନର ଯାଞ୍ଚରେ ଗୋଲାପଚନ୍ଦ୍ରଙ୍କର ୪୪ ପ୍ଲଟ୍‌ ଥିବା ଜଣାପଡ଼ିଥିବାବେଳେ ଘରୁ

ଏଣିକି ନାଇଟ୍‌ ଶିଫ୍ଟ କରିବେ ମହିଳା

ଦୀର୍ଘଦିନ ଧରି ଘରୋଇ ପ୍ରତିଷ୍ଠାନରେ ମହିଳାମାନେ ରାତିରେ କାର୍ଯ୍ୟ କରିବା ନେଇ ଥିବା ସରକାରୀ ବାଧ୍ୟବାଧକତାକୁ ଏବେ କୋହଳ କରାଯାଇଛି। ରାଜ୍ୟରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଏବଂ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିିରେ ରଖି ଶ୍ରମ ବିଭାଗ ପକ୍ଷରୁ ଓଡ଼ିଶା ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ

ସେପ୍ଟେମ୍ୱରରୁ ଚାଲିବ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍

ବନ୍ଦେ ଭାରତ, ନମୋ ଭାରତ ଏବଂ ଅମୃତ ଭାରତ ପରେ ଏବେ ବନ୍ଦେ ଭାରତ ସ୍ଲିପର୍‌ ଟ୍ରେନ୍ ଚାଲିବ ।ବନ୍ଦେ ଭାରତ ସ୍ଲିପର ଟ୍ରେନ୍‌ର ବଗିଗୁଡ଼ିକୁ BEML ଇଣ୍ଟିଗ୍ରଲ କୋଚ୍ ଫ୍ୟାକ୍ଟ୍ରିର ଉପାୟରେ ତିଆରି କରାଯାଇଛି । ଏହି ଟ୍ରେନ୍‌କୁ ବିଶେଷ କରି ରାତି ସମୟର ଅଧିକ ଦୂରତା ବିଶିଷ୍ଟ ଯାତ୍ରାକୁ

ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ବାପା ତଥା ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ୍‌ଙ୍କର ଦେହାନ୍ତ ହୋଇଛି । ୮୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ତାଙ୍କ ପୁଅ ହେମନ୍ତ ସୋରେନ

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ

ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ ।ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରେଗୁଲାର ମୋଡ୍‌ରେ ପାଠପଢ଼ା ସୁବିଧା ଥିବାବେଳେ

ଆଜି ସକାଳେ ନିଜ ଗାଁରେ ହେବ ବଳଙ୍ଗା ନାବାଳିକାଙ୍କ ଶେଷକୃତ୍ୟ

ଶେଷଯାତ୍ରାରେ ବଳଙ୍ଗା ପୀଡ଼ିତା । ଆଜି ନିଜ ଗାଁରେ ହେବ ଶେଷକୃତ୍ୟ । ଦିଲ୍ଲୀରୁ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ପୀଡ଼ିତାଙ୍କ ଗାଁ ବାୟାବରକୁ ମୃତଦେହ ନିଆଯାଇଛି । ସ୍ବତନ୍ତ୍ର କାରକେଡ ଜରିଆରେ କଡା ସୁରକ୍ଷାରେ ଭୁବନେଶ୍ବରୁ ବଳଙ୍ଗା ନିଆଯାଇଥିଲା । ଆଜି ସକାଳୁ ତାଙ୍କର

ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମହୁତି ଘଟଣା,୨ ଛାତ୍ରଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

୨୦ ଦିନ ପରେ କ୍ରାଇମବ୍ରାଞ୍ଚର ଆକ୍ସନ । ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଜୀବନ ହାରିବା ଘଟଣାରେ ୨୦ ଦିନ ପରେ ଆକ୍ସନ ନେଇଛି କ୍ରାଇମବ୍ରାଞ୍ଚ । ଛାତ୍ରୀ ଆତ୍ମହୁତି ପଛରେ ଥିବା ମାଷ୍ଟର ମାଇଣ୍ଡ ୨ ଜଣ ଛାତ୍ରଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ । ଗିରଫଙ୍କ ମଧ୍ୟରେ ଜଣେ ଛାତ୍ର ଓ ଜଣେ

୩ ଜିଲାରେ ପ୍ରବଳ ବର୍ଷିବ ,ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ

ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ତେବେ ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପରେ ଏହି ଘୂର୍ଣ୍ଣିବଳୟ ରହିବ । ଏହା ପ୍ରଭାବରେ ୯ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ.

ମୁକ୍ତି ସଂଗ୍ରାମୀ ପଣ୍ଡିତ ପ୍ରାଣକୃଷ୍ଣ ପଢିହାରୀଙ୍କ ସ୍ମୃତିରେ ବକ୍ତୃତା ପ୍ରତିଯୋଗିତା

ଜଗତସିଂହପୁର,ତା=୩/୮/୨୫ଜଗତସିଂହପୁ ର ମାଟିର ଗର୍ବ ଓ ଗୌରବ ଏବଂ ମହାନ୍ ସ୍ଵାଧୀନତା ସଂଗ୍ରାମୀ ପଣ୍ଡିତ ପ୍ରାଣକୃଷ୍ଣ ପଢିହାରୀଙ୍କ ୬୭ତମ ତିରୋଧାନ ଦିବସ ସ୍ମୃତିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ “ଭାରତର ସ୍ଵାଧୀନତା ସଂଗ୍ରାମ ଓ ପଣ୍ଡିତ ପ୍ରାଣକୃଷ୍ଣପଢିହାରୀ” ଶୀର୍ଷକ ବକ୍ତୃତା ପ୍ରତିଯୋଗିତା

ବନ୍ଧୁତା ହେଉଛି ଜୀବନର ସବୁଠାରୁ ବଡ଼ ବନ୍ଧନ

ଜଗତସିଂହପୁର ତା.03.08, 25 ଜଗତସିଂହପୁର ସଦର ବ୍ଲକ ଅନ୍ତର୍ଗତ ପୁରୁଣାଗଡ଼ସ୍ଥିତ ପ୍ରଫୁଲ ପାଠାଗାରଠାରେ ପାଠାଗାରର ସଭାପତି ରବୀନ୍ଦ୍ରନାଥ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବିଶ୍ୱ ବନ୍ଧୁତ୍ୱ ଦିବସ ପାଳିତ ହୋଇ ଯାଇଛି I ଏହି ଦିବସରେ ଉପସ୍ଥିତ ରହି ସ୍ତମ୍ଭକାର ହିମାଂଶୁ ଶେଖର ଆଚାର୍ଯ୍ୟ,

ଡ଼ଃ ଅଜୟ କୁମାର ମୁଦୁଲି ପାଇଲେ ବ୍ୟାସ ପ୍ରତିଭା ସଂମ୍ମାନ -2025

ଜଗତସିଂହପୁର ତା 3/8/25ବାଲିକୁଦା ବ୍ଲକ ଥାଇଳୋ ପଞ୍ଚାୟତ ର ପୂର୍ବତନ ସରପଞ୍ଚ ଏବଂ ସମିତି ସଭ୍ୟ ନଟବର ମୁଦୁଲି ଙ୍କ ସୁପୁତ୍ର ତଥା ବାଲିକୁଦା କରମଙ୍ଗ ସ୍ଥିତ ସାରଳା ସଂସ୍କୃତ ମହାବିଦ୍ୟାଳୟ ର ଅଧକ୍ଷ ଡ଼ଃ ଅଜୟ କୁମାର ମୁଦୁଲି ଚଳିତ ବର୍ଷ ନିମନ୍ତେ ବ୍ୟାସ ଫାଉଣ୍ଡେସନ ଚାରିଟେବୁଲ ଟ୍ରଷ୍ଟ