Browsing Category

ଆଜିର ଖବର

ପୁରୀ ବଳଙ୍ଗା ପୀଡିତାଙ୍କ ପରଲୋକ

ପୁରୀ ବଳଙ୍ଗା ପୀଡିତାଙ୍କ ପରଲୋକ ଘଟିଥିବା ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡିତାଙ୍କ ପରଲୋକ ଘଟିଛି । ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ଙ୍କ ସମସ୍ତ ପ୍ରଚେଷ୍ଟା ସତ୍ତ୍ବେ ତାଙ୍କୁ ବଞ୍ଚାଇବା ସମ୍ଭବପର ହୋଇ ନାହିଁ ।ଭୁବନେଶ୍ୱରର ଏମ୍‌ସରୁ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ଓଡ଼ିଶା ଟିମ୍

ନୂଆ ଟିମ ନେଇ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଯେଉଁ ଦିନ କେନ୍ଦ୍ର ସଭାପତି ଘୋଷଣା ହୋଇଯିବ, ତାପରେ ଟିମ ଓଡିଶା ଘୋଷଣା ହବ l ଏହା ହେଉଛି ଦଳର ସମ୍ଭିଧାନିକ ବ୍ୟବସ୍ଥା l ତାପରେ ଚୂଡାନ୍ତ ହେବ ନିଗମ ବୋର୍ଡ l ଖୁବ ଶୀଘ୍ର ଠିକ ସମୟରେ ଘୋଷଣା ହବ l ଯଦିଓ ନିର୍ଦ୍ଦିଷ୍ଟ

ନିରାମିଷ ପିଲାଙ୍କ ପାଇଁ ଖୁସି ଖବର । ସ୍କୁଲ ପିଲା ଅଣ୍ଡା ନ ଖାଇଲେ ଦିଆଯିବ ଫଳ

ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି।ସପ୍ତାହକୁ ୩ ଥର ସୋମବାର,ବୁଧବାର,ଶୁକ୍ରବାର ଏହି ୩ ଦିନ ପିଲାଙ୍କୁ

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା

OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ପଚରାଉଚରା କରାଯାଉଛି। କ୍ରାଇମବ୍ରାଞ୍ଚ ଅଫିସକୁ ଡାକି ବୋର୍ଡ ଉପସଭାପତିଙ୍କୁ ପଚରାଉଚରା କରାଯାଉଥିବାବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟର ମଧ୍ୟ ଯାଞ୍ଚ କରାଯାଉଥିବା ସୂଚନାରୁ ଜଣାପଡ଼ିଛି।ବୋର୍ଡ ଉପସଭାପତି

ଆସନ୍ତା ୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ଜୁଲାଇ ସତ୍ର ପାଇଁ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ନାମଲେଖା ସହ ପୁନଃ ପଞ୍ଜୀକରଣ କରିପାରିବେ ଆଶାୟୀ। ନାମ ଲେଖାଇବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଶନିବାର ଶୋକ ପ୍ରକାଶ କରିଛନ୍ତି। ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ର କିଛି ଦିନ ହେବ ସେ

ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ । ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । ଅନୁଦାନପ୍ରାପ୍ତ ହାଇସ୍କୁଲ ଏବଂ ବ୍ଲକ୍‌ଗ୍ରାଣ୍ଡ

ପୁଣି ବିମାନବନ୍ଦରରୁ ବିପୁଳ ପରିମାଣର ମାରିଜୁଆନା ଜବତ

ଭୁବନେଶ୍ବର ବିମାନ ବନ୍ଦରରୁ ଶନିବାର ୮ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଥାଇଲାଣ୍ଡରୁ ଇଣ୍ଡିଗୋ ଫ୍ଲାଇଟ୍‌ରେ ଆସୁଥିବା ବେଳେ DRI ଧରିଥିବା ସୂଚନା ମିଳିଛି। ସେହିପରି ଗତକିଛି ତତେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନବନ୍ଦରରୁ ୩୦ କୋଟିର ମାରିଜୁଆନା ଜବତ କରିଥିଲା କଷ୍ଟମ ବିଭାଗ ।

କୋଣାର୍କ ରେ ବାରାହା ଆତଙ୍କ,ବାରାହା ଆକ୍ରମଣ ରେ ଜଣେ ଯୁବକ ଗୁରୁତର ।

କୋଣାର୍କ:-02/08/2025 କୋଣାର୍କ ଥାନା ଅଧିନ କୋଣାର୍କ ଏନଏସି ୧୧ ନଂ ୱାର୍ଡ ନଳକଣ ଗ୍ରାମରେ ଜଣେ ଯୁବକ ରାତି ୯ଘଂଟିକା ରେ ନିଜ ଘର ପଛ ପଟ ଜଙ୍ଗଲ କୁ ଝାଡା ବସିବାକୁ ଯାଇଥିଲା ବେଳେ ଅଚାନକ ଏକ ବାରାହା ଆକ୍ରମଣରେ ଯୁବକ ଜଣକ ଗୁରୁତର ହୋଇ ଗୋପ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଥିବା ଜଣା

ମଧ୍ୟାହ୍ନ ଭୋଜନ ଖାଇ ହସ୍ପିଟାଲରେ ଛାତ୍ରଛାତ୍ରୀ

ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳୀଖୁଣ୍ଟି ଗ୍ରାମର ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଶନିବାର ଝିଟିପିଟି ପଡିଥିବା ଜଣାପଡିଛି। ଖାଦ୍ୟ ଖାଇବା ପରେ କିଛି ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିବା ଘଟଣା ସମ୍ପର୍କରେ ଜାଣି ଅଭିଭାବକ ମହଲରେ ଉତ୍ତେଜନା ପ୍ରକାଶ ପାଇଛି।

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ଡିଜେଲ ମନା। ଏନେଇ ସବୁ ଜିଲ୍ଲାପାଳଙ୍କୁ ନୋଟିସ ଜାରି

ପ୍ଲାଷ୍ଟିକ ବୋତଲରେ କାରବାର ଉପରେ କଟକଣା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନୋଟିସ ଜାରି କଲେ ସରକାର । ବିକ୍ରି ଯୋଗାଣ ଓ ଗଚ୍ଛିତ ରଖିବା ଉପରେ ଲାଗିଲା କଟକଣା । କାଯ୍ୟକାରୀ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ପ୍ଲାଷ୍ଟିକ୍ ବୋତଲ କିମ୍ବା ସେଭଳି କିଛି ପାତ୍ରରେ ପେଟ୍ରୋଲିୟମ

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଓଡିଶା- ଛତିଶଗଡ ମହାନଦୀ ଜଳବିବାଦ ମାମଲାରେ ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଲା ଶୁଣାଣି । ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢିଛି । ସାମାଧାନ ପାଇଁ ପକ୍ଷ ରାଜିଥିବା ଏଜି ପୀତାମ୍ବର ଆଚାଯ୍ୟ ଅବଗତ କଲେ ।ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ