Browsing Category
ଆଜିର ଖବର
ଧାନ କିଣାରେ ହେଉଛି କଟନିଛଟନି, ଖୋଲା ମଞ୍ଚରେ ସ୍ୱୀକାର କଲେ ମନ୍ତ୍ରୀ କୃଷ୍ଣ ପାତ୍ର
ଦୁଇ ବର୍ଷ ଭିତରେ ଯୋଗାଣ ବିଭାଗର କାର୍ୟ୍ୟଧାରାକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷ ତେଜିଛି । ମଣ୍ଡି ଅବ୍ୟବସ୍ଥା, ଗ୍ୟାସ ଅଭାବ ପରେ ଏବେ ପଟ୍ରୋଲ ପାଇଁ ଲମ୍ବାଧାଡ଼ି । ଏହାକୁ ନେଇ ସରକାର ମଧ୍ୟ ଅଡ଼ୁଆରେ ପଡ଼ିଛନ୍ତି ।ଧାନ ମଣ୍ଡିରେ କଟନୀ-ଛଟନିର ଗୋଲକ ଧନ୍ଧାରେ ବର୍ଷ ବର୍ଷ ଧରି!-->…
ପୋଖରୀ ରେ ବୁଡି ମୃତ
ସ୍ଥାନ -ପାଲଲହଡା Date -20/5/ ଅନଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶଂକମୁର ପଂଚାୟତ ଜିତପଡ଼ା ଗ୍ରାମ ପୋଖରୀ ରେ ଗାଧୋଇବାକୁ ଯାଇ ପାଣିରେ ବୁଡି ମୁର୍ତ୍ୟୁ ବରଣ କରିଛନ୍ତି ଜେନାପଡା ଗ୍ରାମର ଅକ୍ଷୟ ନାଏକ ପେସାରେ ଜଣେ ଦିନ ମଜୁରିଆ କାମ ସାରି ଘରକୁ ଫେରିବା ବାଟରେ ବନ୍ଧ ରେ ଗାଧୋଇ ବା ବେଳେ!-->…
ଅସୁବିଧାରେ ଫସିଲେ ବ୍ୟବହାର କରନ୍ତୁ ଉଇ କେୟାର ସାଥି ଆପ୍, ଗୋଟିଏ ବଟନ୍ ଦବେଇଲେ ପହଞ୍ଚିବ ପୁଲିସ
ବାଲିଅନ୍ତା ବର୍ବରତା ପରେ ଶେଷରେ ଚେତିଛି କମିଶନରେଟ୍ ପୋଲିସ । ଟ୍ଵିନ୍ ସିଟିରେ ନାରୀ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ଆସିଛି ନୂଆ ମୋବାଇଲ୍ ଆପ୍ 'ଉଇ କେୟାର ସାଥୀ' (We Care Sathi) । ଏହାସହ ଅପରାଧୀ ଓ ସନ୍ଦିଗ୍ଧଙ୍କ ଉପରେ ନଜର ରଖିବାକୁ 'ସରାଇ' ଆପ୍ର ଅପଗ୍ରେଡେଡ୍ ଭର୍ସନ!-->…
ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ: ଗଣଶିକ୍ଷା ମନ୍ତ୍ରୀ
ଚଳିତ ବର୍ଷ ଇମ୍ପ୍ରୁଭମେଣ୍ଟ ପରୀକ୍ଷା ଦେଇପାରିବେ ଛାତ୍ରଛାତ୍ରୀ । ରେଜଲ୍ଟ ପ୍ରକାଶ ପରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । କୌଣସି ଗୋଟିଏ ବିଷୟରେ ଇମ୍ପୁଭମେଣ୍ଟ ପାଇଁ ସୁଯୋଗ ମିଳିପାରିବ । ପିଲା ଜଣଙ୍କ ପାସ କରିଥିଲେ ଇମ୍ପ୍ରୁଭମେଣ୍ଟ ପରୀକ୍ଷାର ସୁଯୋଗ ପାଇପାରିବେ ।!-->…
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ, ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଭୁବନେଶ୍ବର ଶବର ଗିରଫ
ନିର୍ବାହୀ ଯନ୍ତ୍ରୀ ଭୁବନେଶ୍ବର ଶବରଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗିରଫ ପରେ ବୁଧବାର ତାଙ୍କୁ ଭବାନୀପାଟଣାର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ । ଓଡିଶା ଭିଜିଲାନ୍ସ ଟିମ୍ ଯନ୍ତ୍ରୀଙ୍କର ୮୩ ଏକର!-->…
ଶିକ୍ଷାବିତ ଚିତ୍ତରଞ୍ଜନ ରାଉତଙ୍କ ସ୍ମୁତିରେ ଶ୍ରଦ୍ଧାଞ୍ଜଳି ସଭା
ମାହାଙ୍ଗା -୨0/୫ ଶିକ୍ଷାବିତ, ପୂର୍ବତନ ପ୍ରଧାନଶିକ୍ଷକ, ପ୍ରକୃତିମିତ୍ର ଚିତ୍ତରଞ୍ଜନ ରାଉତଙ୍କ ଦ୍ଵାଦଶାହ ତିଥିରେ ପଲ୍ଲୀସାହି ପଞ୍ଚାୟତ ଗୋପାଳପୁର ଠାରେ ଡକ୍ଟର ଭାବଗ୍ରାହୀ ରାଉତଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ପାଟକୁରା!-->…
ଇରାନ ସହ ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକା କଂଗ୍ରେସ ପ୍ରସ୍ତାବ ପାରିତ
ଆମେରିକା ସିନେଟ୍ରେ ମଙ୍ଗଳବାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମରିକ ଶକ୍ତି ସୀମିତ କରିବାର ପ୍ରସ୍ତାବ ପାରିତ ହୋଇଯାଇଛି। ଭୋଟରେ ବିରୋଧୀ ଡେମୋକ୍ରାଟଙ୍କ ସହ ଚାରି ଜଣ ରିପବ୍ଲିକାନ ସାଂସଦ ସାମିଲ ହୋଇଥିଲେ। ତଥାପି ତିନି ଜଣ ରିପବ୍ଲିକାନ ସାଂସଦ ଭୋଟ ଦେବାରୁ ବିରତ ରହିଥିଲେ।!-->…
ଛାତ୍ରୀଙ୍କୁ ୨୪ ଘଣ୍ଟିଆ ସୁରକ୍ଷା ଦେବ ‘ଶକ୍ତିଶ୍ରୀ’ ଆପ୍! ଶିକ୍ଷାର୍ଥୀଙ୍କ ମୋବାଇଲ୍ରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା…
ଛାତ୍ରୀଙ୍କୁ୨୪ ଘଣ୍ଟିଆ ସୁରକ୍ଷା ଦେବ ଶକ୍ତିଶ୍ରୀ ଆପ । ଆପକୁ ମୋବାଇଲରେ ଇନଷ୍ଟଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପରାମର୍ଶ ଦେଇଛି । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳସଚିବ ଓ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । କୌଣସି ଖରାପ ପରିସ୍ଥିତିରେ ଥିଲେ ଏହି ଆପରେ ତଥ୍ୟ ଦେଇପାରିବେ!-->…
ଜୁନରୁ ଓଡ଼ିଶାରେ ମହୁମାଛି କରିଡର,ଜୁନ୍ରୁ ଲାଗିବ ୨୦ ହଜାର ଗଛ
ଆସନ୍ତା ଜୁନ୍ ମାସରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ‘ମହୁମାଛି କରିଡର’ ପ୍ରକଳ୍ପ। ସମ୍ବଲପୁର, ବ୍ରହ୍ମପୁର ଏବଂ ଢେଙ୍କାନାଳ ରାଜପଥ ପାର୍ଶ୍ୱରେ ନିମ୍ବ, କରଞ୍ଜ, ଅର୍ଜୁନ, କଦମ୍ବ, ଜାମୁ, ତେନ୍ତୁଳି ଏବଂ କାଞ୍ଚନ୍ ଭଳି ପ୍ରାୟ ୨୦ ହଜାର ଗଛ ଲଗାଯିବ। ଜାତୀୟ ରାଜପଥ(ଏନ୍ଏଚ୍) ପାର୍ଶ୍ଵରେ!-->…
ଜୁନ୍ରେ ଫ୍ରାନ୍ସରେ ଜି୭ ସମ୍ମିଳନୀରେ ମୋଦୀ- ଟ୍ରମ୍ପ ସାକ୍ଷାତ
ଇରାନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଖୁବ ଶୀଘ୍ର ଏକ ବୈଠକ ହେବାର ସମ୍ଭାବନା ରହିଛି। ଏହା ଆସନ୍ତାମାସରେ ଫ୍ରାନ୍ସରେ ହେବାକୁ ଥିବା G-7 ଶିଖର ସମ୍ମିଳନୀ ସମୟରେ ହୋଇପାରେ| ଟ୍ରମ୍ପଙ୍କ ଅପ୍ରତ୍ୟାଶିତ ଶୈଳୀ!-->…
ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ
ବାହାରିଲା ଯୁକ୍ତ ୨ ରେଜଲ୍ଟ । ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । ଫଳାଫଳ ଘୋଷଣା ହେବା ପରେ, ଅପରାହ୍ନ 3ଟାରେ ଛାତ୍ରଛାତ୍ରୀମାନେ CHSE ବୋର୍ଡ +2 ଫଳାଫଳ 2026 ସରକାରୀ ୱେବସାଇଟ୍: chseodisha.nic.in ଏବଂ!-->…
ଯୁବତୀଙ୍କୁ ଦୁଷ୍କର୍ମ କରିବା ସହ ଟଙ୍କା ମାଗିବା ଅଭିଯୋଗରେ ଜଣଙ୍କୁ ଗିରଫ କଲା ମହିଳା ଥାନା ପୋଲିସ୍
ଲଭ୍, ସେକ୍ସ, ଧୋକା, ତାପରେ ଠକେଇ ଅଭିଯୋଗ । ଫସିଗଲେ ଓଡ଼ିଆ ଅଭିନେତା । ଜଣେ ଫିଲ୍ମ ଅଭିନେତ୍ରୀଙ୍କୁ ଧୋକ୍କା ଦେବା ସହ ତାଙ୍କଠାରୁ ୨୮ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଭିଯୁକ୍ତ ମହାକାଳପଡ଼ା ବଡ଼ମଠର ରଶ୍ମିକାନ୍ତ ଭୂୟାଁଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ ।ଅଭିନେତା ରଶ୍ମିକାନ୍ତଙ୍କ ଘର!-->…