Browsing Category

ଆଜିର ଖବର

 ନିଜ ଦେହରେ ନିଆଁ ଲଗାଇ ଦେଲେ ପୁରୁଷ ଓ ମହିଳା 

ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ଦେବା ଘଟଣା ମନରୁ ନଲିଭୁଣୁ ପୁଣି ଏକ ଆତ୍ମାହୁତି ଘଟଣା। ବିଲ ମଝିରେ ପେଟ୍ରୋଲ ଢ଼ାଳି ମହିଳା ଓ ପୁରୁଷ ଆତ୍ମାହୁତି ଉଦ୍ୟମ। ସୂଚନା ଅନୁସାରେ ଖିଚିଂ କଲେଜ ସମ୍ମୁଖରେ ଏହି ଜୀବନ ହରିବାକୁ ଉଦ୍ୟମ ହୋଇଛି । ନିଜ ଦେହରେ

ବିଜେଡି ନେତା ରାଜା ଚକ୍ରଙ୍କୁ ୧୫ ଦିନ ଜାମିନ୍‌

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତିରେ ଜଡ଼ିତ ହୋଇ ଇଓଡବ୍ଲୁ ଦ୍ୱାରା ଗିରଫ ବିଜେଡି ନେତା ରାଜା ଓରଫ ସୌମ୍ୟଶଙ୍କର ଚକ୍ରଙ୍କୁ ୧୫ ଦିନ ଜାମିନ ମିଳିଛି । ଶଶୁରଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଏହି ଜାମିନ ମିଳିଛି । କୌଣସି ସାକ୍ଷୀଙ୍କୁ ପ୍ରଭାବିତ ନକରିବା ଏବଂ ଜାମିନ ଅବଧି

ଇଣ୍ଡିଗୋ ବିମାନରେ ଜଣେ ଯାତ୍ରୀଙ୍କୁ ଆଉ ଜଣେ ଯାତ୍ରୀ ମାରିଲେ ଚାପୁଡା

ମୁମ୍ୱାଇରୁ କୋଲକାତା ଯାଉଥିବା ଇଣ୍ଡିଗୋର ଫ୍ଲାଇଟ୍‌ରେ ଶୁକ୍ରବାର ( ୧ ଜୁଲାଇ) ଜଣେ ଯାତ୍ରୀ ଅନ୍ୟ ଜଣେ ଯାତ୍ରୀଙ୍କୁ ଚାପୁ଼ଡ଼ା ମାରିଥିଲେ। ଏହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଖୁବ୍‌ ଭାଇରାଲ ହେଉଛି। ଚାପୁଡ଼ା ମାରିବା ପରେ ଅନ୍ୟ ଯାତ୍ରୀମାନେ ସେହି ଯାତ୍ରୀ ଉପରେ ଅସନ୍ତୁଷ୍ଟ ହୋଇଥିଲେ। ଏହି

ଆଜି ମହାନଦୀ ଟ୍ରିବ୍ୟୁନାଲ ଶୁଣାଣି

ମହାନଦୀ ଜଳ ବିବାଦକୁ ନେଇ ଶନିବାର ଟ୍ରିବ୍ୟୁନାଲର ଶୁଣାଣି ହେବ । ଛତିଶଗଡ଼ ଏବଂ ଓଡ଼ିଶା ମଧ୍ୟରେ ମହାନଦୀ ଜଳକୁ ନେଇ ଯେଉଁ ବିବାଦ ରହିଛି, ତାହା ଉପରେ ଟ୍ରିବ୍ୟୁନାଲ କି ନିଷ୍ପତ୍ତି ନେବେ, ତାହା ଉପରେ ଓଡ଼ିଶା ସରକାରଙ୍କ ନଜର ରହିଛି ।ଟ୍ରିପଲ ଇଞ୍ଜିନ ସରକାର ଥିବାରୁ ଏହି ଶୁଣାଣିରୁ କିଛି

ଆଜି ଆସିବ ପିଏମ କିଷାନ ଟଙ୍କା

ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଏକ ଖୁସି ଖବର। ଆଜି ଆସିବ ପିଏମ କିଶାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରାଯିବ । ବିହାରର ୭୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସପର ହେବ ୨ ହଜାର ଟଙ୍କା ।

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ଦେଲେ ରାଜ୍ୟସରକାର

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ । ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ

ପୁଲିସ୍‌କୁ ଚାପୁଡ଼ା ମାରିଲେ ମନ୍ତ୍ରୀଙ୍କ ସଂପର୍କୀୟ ଭାଇ

ଆନ୍ଧ୍ରପ୍ରଦେଶ ତେଲୁଗୁ ଦେଶମ ପାର୍ଟି (ଟିଡିପି) ସରକାରରେ ଏକ ଅଭାବନୀୟ ଘଟଣା ଘଟିଛି । ରାସ୍ତା ଏବଂ କୋଠାବାଡି ମନ୍ତ୍ରୀ ବିସି ଜନାର୍ଦ୍ଦନ ରେଡ୍ଡିଙ୍କ ଭାଇ ବିସି ମଦନ ଭୂପାଳ ରେଡ୍ଡି ଜଣେ ପୋଲିସ କନଷ୍ଟେବଳଙ୍କୁ ଚାପୁଡ଼ା ମାରିଛନ୍ତି । ଏହି ଘଟଣା ନାନ୍ଦୟାଲ ଜିଲ୍ଲାର କୋଲିମିଗୁଣ୍ଡଲାର ଏକ

ଆଠଗଡ଼ରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଆଠଗଡ଼ ୦୧/୦୮ ( ମାନସ ରଞ୍ଜନ ସାହୁ) ଚଳିତ ବର୍ଷ ସ୍ବାଧୀନତା ଦିବସ ସମସ୍ତ କାର୍ଯ୍ୟକ୍ରମ କୁ ସରସ ସୁନ୍ଦର ଭାବରେ ପାଳନ କରାଯିବା ନିମନ୍ତେ ସମସ୍ତ ବିଭାଗୀୟ ଅଧିକାରୀ ନିଷ୍ଠାର ସହ ଦାୟିତ୍ଵ ନିର୍ବାହ ପୂର୍ବକ ଉତ୍ସବକୁ ସ୍ମରଣୀୟ କରିବା ପାଇଁ ନିଷ୍ପରି ଗ୍ରହଣ କରାଯାଇଛି । ଉପଜିଲ୍ଲାପାଳ ତଥା

ଭାରତ କିଣିବନି ଏଫ-୩୫ ଲଢ଼ୁଆ ବିମାନ !

ଡିଲ୍ ପୂର୍ବରୁ ଆମେରିକାର ଟାରିଫ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବିଗାଡ଼ିବାରେ ଲାଗିଛି। ଟ୍ରମ୍ପ ଶୁଳ୍କ ଲଗାଇବା କଥା କହିବା ସହିତ ଜରିମାନା ଆଦାୟ କରିବାକୁ ଧମକ ଦେବା ଓ ଭାରତର ଅର୍ଥନୀତିକୁ ମୃତ ଅର୍ଥନୀତି ବୋଲି କହିବା ଆଦି ବିବାଦ ସୃଷ୍ଟି କରିଛି। ଏହାରି ଭିତରେ ଭାରତ ପକ୍ଷରୁ ଆକ୍ସନ ନେଇ ଏକ

ଏଣିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଏଣିକି ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ 'ଶକ୍ତିଶ୍ରୀ' ସଂଯୋଜିକା। ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଏନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି ହୋଇଛି। ବାଲେଶ୍ୱର ଏଫଏମ ଘଟଣା ପରେ ଉଚ୍ଚ ଶିକ୍ଷା ବିଭାର ପକ୍ଷରୁ ଏହି ବଡ ପଦକ୍ଷେପ

ରାଜ୍ୟରେ ବର୍ଷା କମିବା ସହିତ ତାପମାତ୍ରା ସାମାନ୍ୟ ବଢ଼ିପାରେ

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ବର୍ଷା କମିବା ସହିତ ତାପମାତ୍ରା ସାମାନ୍ୟ ବଢ଼ିପାରେ। ତାପମାତ୍ରାରେ ପ୍ରାୟ ୨ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ

 ବନ୍ଦ ରହିଥିବା ଓଟିଇଟି ପରୀକ୍ଷା ୩୧ ଅଗଷ୍ଟରେ ହେବ

ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍‌-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ