Browsing Category

ଆଜିର ଖବର

ଆସିଲା ବହୁଚର୍ଚ୍ଚିତ କର୍ଣ୍ଣାଟକ ଦୁଷ୍କର୍ମ ମାମଲାର ରାୟ, ପ୍ରଜ୍ୱଳ ରେବନ୍ନା ଦୋଷୀ ସାବ୍ୟସ୍ତ

କର୍ନାଟକ ହାଇକୋର୍ଟ ବଳାତ୍କାର ଏବଂ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ଜନତା ଦଳ (ଏସ) ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। କୋର୍ଟ ଏହି ମାମଲାରେ ରେଭାନ୍ନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।ଆସନ୍ତା କାଲି କୋର୍ଟ ଦଣ୍ଡବିଧାନ କରିବେ । କୋର୍ଟଙ୍କ ରାୟ ଶୁଣିବା ପରେ

 ରାଜ୍ୟରେ ୩୦ ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି

ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି । ଆବଶ୍ୟକତା ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ । ମଡେଲ ମଣ୍ଡିରେ ରହିବ

ଭିଜିଲାନ୍ସ ଜାଲରେ ବ୍ୟାସନଗର ତହସିଲର ବରିଷ୍ଠ କିରାଣୀ

ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ କୋରେଇ

୨ ଜଣ ବିଶେଷଜ୍ଞଙ୍କୁ ମନୋନୀତ କଲା ଆରବିଆଇ – ଆଇନ ମନ୍ତ୍ରୀ

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା। ସେ କହିଛନ୍ତି, ୨ ଜଣ ଏକ୍ସପର୍ଟ ଦେବା ପାଇଁ ସରକାର ଆରବିଆଇକୁ ଚିଠି ଲେଖିଥିଲେ। ଆରବିଆଇ ମଧ୍ୟ ୨ ଜଣ ଏକ୍ସପର୍ଟଙ୍କ ନାମ ଦେଇଛନ୍ତି।ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି

ଗତକାଲି ପତ୍ନୀ ଅର୍ଚ୍ଚନା ଦାଶଙ୍କ ଅଭିଯୋଗ ପରେ ମହିଳା ଥାନାରେ ହାଜର ହେଲେ OAS

ଘର କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ପରେ ଶେଷରେ ଥାନାରେ ହାଜର ହୋଇଛନ୍ତି ଓଏଏସ୍ ବାବୁ ସାର୍ଥକ ସୌରଭ ମହାପାତ୍ର । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ ହୋଇଛନ୍ତି ଓଏଏସ୍ ବାବୁ

ସେପ୍ଟେମ୍ବର ୯ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ । ୨୫ ଅଗଷ୍ଟ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ ।୨୩୩ ରାଜ୍ୟସଭା ସାଂସଦ, ୧୨

ପରିସ୍ରା ପିଆଇବା ମାମଲା: ସସସ୍ତ କର୍ମଚାରୀଙ୍କ ହେବ ପରିସ୍ରା ଟେଷ୍ଟ

ଗଜପତି ଜିଲା ଆର୍‌. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା lପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ ଯନ୍ତ୍ରୀ ସଚିନ ଗୌଡ଼। ଅଟକ ପିଅନ ଶିବ

ଅଗଷ୍ଟ ୦୧ରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ

-ୟୁପିଆଇ କାରବାରରେ ପରିବର୍ତ୍ତନ-ଦିନକୁ ସର୍ବାଧିକ ୫୦ଥର ଯାଏ ବାଲାନ୍ସ ଯାଞ୍ଚ କରିପାରିବେ-ଅଟୋ ପେ କାରବାରରେ କିଛି ପରିବର୍ତ୍ତନ ହୋଇଛି-ନିର୍ଦ୍ଦିଷ୍ଟ ସମୟରେ ଅଟୋ ପେ କାରବାର ହେବ-ୟୁପିଆଇ ପେମେଣ୍ଟ ବିଫଳ ହେଲେ, ସ୍ଥିତି ଯାଞ୍ଚ ପାଇଁ ୩ଟି ସୁଯୋଗ ମିଳିବ-ପ୍ରତ୍ୟେକ ପ୍ରୟାସ ମଧ୍ୟରେ

ଆଜି ସମ୍ବଲପୁରୀ ଦିବସ

ଆଜି ସମ୍ବଲପୁରୀ ଦିବସ । ଉତ୍ସବମୁଖର ପଶ୍ଚିମ ଓଡ଼ିଶା । ନୂଆ ପୋଷାକ ପିନ୍ଧି , ନାଚି ଗାଇ ଉତ୍ସବ ପାଳନ କରୁଛନ୍ତି ପଶ୍ଚିମ ଓଡିଶାବାସୀ । ଭାଷା ସାହିତ୍ୟର ପୁରୋଧା ସତ୍ୟାନାରାୟଣ ବୋହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପ୍ରତିବର୍ଷ ପାଳନ କରୁଛନ୍ତି, ପଶ୍ଚିମ ଓଡିଶାର ବିଭିନ୍ନ

ଗୋପ ଥାନା ଲାଟିନ ସ୍କାଇଲାଇଟ ଭାଙ୍ଗି ଖସି ପଳାଇଥିବା ଦୁଇ ଯୁବକଙ୍କୁ କାବୁ

କୋଣାର୍କ:-01/08/ ଗତକାଲି ବିଳମ୍ବିତ ରାତିରେ କଲା ଗୋପ ପୋଲିସ ର ଏକ ସ୍ୱତନ୍ତ୍ରଦୁଇ ଜଣିଆ ଟିମ। ଜଣେ ଭୁବନେଶ୍ୱର ଏକ ବସ୍ତି ରୁ ଧାରା ପଡ଼ିଥିବା ବେଳେ ଅନ୍ୟ ଜଣଙ୍କ ଚାରିଛକ ଅଞ୍ଚଳ ରୁ ଧାରା ପଡିଛି।ଥିବା ସୂଚନା ଗତ ୨୮ ତାରିଖ ରାତିରେ ଦୁଇ ଅଭିଯୁକ୍ତ ଦୋକାନ ଭାଙ୍ଗି ଚୋରି କରିବା ଘଟଣାରେ

LPG ସିଲିଣ୍ଡର ମୂଲ୍ୟରେ ୩୩.୫୦ ଟଙ୍କା କମିଲା

ଆଜି ଠାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ । କିଛି ନିୟମରେ ପରିବର୍ତ୍ତନ ହେଉଥିବା ବେଳେ ଏହା ଜନସାଧାରଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏହି ପରିବର୍ତ୍ତନ ଗୁଡ଼ିକ ମଧ୍ୟରେ ୟୁପିଆଇରେ ବାଲାନ୍ସ ଚେକ୍ କରିବା ଠାରୁ ନେଇ ଏଲପିଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ ଓ

OTET ପ୍ରଶ୍ନପତ୍ର ଲିକ୍ ଘଟଣା, ଆଉ ୨ ଜଣ ଶିକ୍ଷକଙ୍କୁ ଗିରଫ

OTET ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆଉ ଦୁଇ ଜଣ ଗିରଫ ହୋଇଛନ୍ତି । ଘଟଣାରେ କ୍ରାଇମବ୍ରାଞ୍ଚ ପୁଣି ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି ।ଗିରଫଦାରୀ ମଧ୍ୟରେ ଶିକ୍ଷକ ଓ ପେଷାଦାର ଭାଇରଲକାରୀ ମଧ୍ୟ ଥିଲେ । ପୂର୍ବରୁ ଗିରଫ ହୋଇଛନ୍ତି ଜିତନ