Browsing Category
ଆଜିର ଖବର
ଖୁବଶୀଘ୍ର ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବ: ଗଣଶିକ୍ଷା ମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ରଖିଲେ ପ୍ରତିକ୍ରିୟା । କହିଲେ, ଯେଉଁମାନେ ବ୍ୟତିକ୍ରମରେ ସାମିଲ ଅଛନ୍ତି, ସେମାନଙ୍କ ବିରୋଧ ତଦନ୍ତ କରି ଗିରଫ କରିଛି କ୍ରାଇମବ୍ରାଞ୍ଚ । ଯେତେବଡ଼ ଲୋକ ହେଲେ ବି କାର୍ଯ୍ୟାନୁଷ୍ଠାନ ନିଶ୍ଚିତ ହେବ ।କ୍ୟୁଆର କୋଡ ଥିବା ସତ୍ତ୍ବେ ଏଭଳି!-->…
ଉପମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ :ଆଇସିସି କମିଟି ନକଲେ କଲେଜ କର୍ତ୍ତୁପକ୍ଷଙ୍କ ଦରମା ବନ୍ଦ ହେବ
କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ । ସେ ଆହୁରି ମଧ୍ୟ!-->…
ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
ଆସନ୍ତା ଅଗଷ୍ଟ ୯ ‘ରାକ୍ଷୀ ପୂର୍ଣ୍ଣିମା’ରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି । ଜୟପୁରରୁ କୋଟିଏରୁ ଅଧିକ ସୁଭଦ୍ରା ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ। ଲୋକଙ୍କ ଫିଡବ୍ୟାକ ଉପରେ ଗୁରୁତ୍ବ ଦେଉଛନ୍ତି ସରକାର । ସୁଭଦ୍ରା ଅର୍ଥ କିପରି ବ୍ୟବହାର ହେଉଛି ମତାମତ!-->…
ବସ୍ ମାଲିକଙ୍କୁ ମୋଟ ୧୦ ଲକ୍ଷ ୧୯ ହଜାର ୭୫୬ ଟଙ୍କା ଫାଇନ୍
ହଙ୍ଗା ପଡ଼ିଲା ଟ୍ୟାକ୍ସ ଫାଙ୍କିବା। ଶିବଶଙ୍କର ଯାତ୍ରୀବାହୀ ବସ୍ ମାଲିକ ଗଣିଲେ ୧୦ ଲକ୍ଷ ଟଙ୍କାର ଫାଇନ୍ । ଫାଇନ୍ ଦେଇ ଗାଡ଼ି ଛଡ଼ାଇଲେ ମାଲିକ । ଗାଡ଼ିର ଫିଟ୍ନେସ, ଇନ୍ସରାନ୍ସ କିମ୍ବା ପରମିଟ୍, ପଲ୍ୟୁସନ ନଥାଇ ରାସ୍ତାରେ ଗଡ଼ୁଥିବାରୁ ୧୦ ଲକ୍ଷ ଟଙ୍କା ଫାଇନ କରିଥିଲା କଟକ!-->…
୧୬ଟି କୋଚ୍ ବଢ଼ିଲା:ପୁରୀ-ରାଉରକେଲା ବନ୍ଦେ ଭାରତ କୋଚ୍
ପୁରୀରୁ ରାଉରକେଲା ମଧ୍ୟରେ ଚଳାଚଳ କରୁଥିବା ଦ୍ରୁତ ଏବଂ ଆରାମଦାୟକ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ କୋଚ୍ ସଂଖ୍ୟା ଦୁଇଗୁଣ ବଢ଼ିଲା । ଏହି ଟ୍ରେନ ପୂର୍ବରୁ ୮ଟି କୋଚ୍ରେ ଚାଲୁଥିବା ବେଳେ ଆସନ୍ତା ଅଗଷ୍ଟ ୭ରୁ ୧୬ଟି କୋଚ୍ ସହିତ ଚଳାଚଳ କରିବ । କୋଚ୍ ସଂଖ୍ୟା ବଢ଼ାଇବା ପାଇଁ ଆଠଟି ନୂଆ!-->…
ମାଲେଗାଓଁ ବିସ୍ଫୋରଣ ମାମଲାରେ ପ୍ରଜ୍ଞା ସିଂ ଠାକୁର ଓ ପ୍ରସାଦ ପୁରୋହିତଙ୍କ ସମେତ ୭ ଜଣ ନିର୍ଦ୍ଦୋଶ
ମହାରାଷ୍ଟ୍ର ମାଲେଗାଓଁ ବିସ୍ଫୋରଣ ମାମଲାରେ ଆଜି ଏନଆଇଏର ସ୍ୱତନ୍ତ୍ର କୋର୍ଟ ରାୟ ଶୁଣାଇଛନ୍ତି । ୨୦୦୮ ମସିହାରେ ହୋଇଥିବା ଏହି ବିସ୍ଫୋରଣରେ ୬ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୧ଶହରୁ ଅଧିକ ଲୋକ ଗୁରୁତର ହୋଇଥିଲେ । ବିଜେପିର ପୂର୍ବତନ ସାଂସଦ ସାଧ୍ୱୀ ପ୍ରଜ୍ଞା, ଲେଫ୍ଟାନାଣ୍ଟ କର୍ନଲ!-->…
ସି-ବକ୍ସ ପୋର୍ଟାଲରେ ଅପଲୋଡ୍ ହେବ ଯୌନ ନିର୍ଯାତନା ଅଭିଯୋଗ-ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ
ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ତଥ୍ୟ ଗୋଟିଏ ପୋର୍ଟାଲରେ ରହିବ । ଏନେଇ ସମସ୍ତ ମହାବିଦ୍ୟାଳୟକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ଏ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ!-->…
କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ୭9ତମ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ।
କୋଣାର୍କ:-31/07/2025 :- ଆସନ୍ତା ୭୯ ତମ ସ୍ଵାଧୀନତା ଦିବସ ପାଳନ ପାଇଁ କୋଣାର୍କ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ବିଭିନ୍ନ ସ୍କୁଲ ,କଲେଜର ଶିକ୍ଷକ ଶିକ୍ଷୟିତ୍ରୀ ଓ ବୁଧିଜୀବି ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି। ଚଳିତ ବର୍ଷ ସ୍ବାଧୀନତା ଦିବସ ପୂର୍ବରୁ ବିଭିନ୍ନ ଶିକ୍ଷା!-->…
ବଣାଇ ଡାକ୍ତରଖାନାରେ ଜ୍ବର ହୋଇଥିବା ଶିଶୁକୁ କୁକୁର କାମୁଡ଼ା ଇଞ୍ଜେକସନ
ସୁନ୍ଦରଗଡ଼ ଜିଲ୍ଲା ବଣାଇ ଡାକ୍ତରଖାନାରେ ଜଣେ ୪ ବର୍ଷର ଶିଶୁକୁ ଜ୍ବର ହେବାରୁ ଡାକ୍ତରଖାନା ଆଣିଥିଲେ ପରିବାର ଲୋକେ । ପ୍ରେସକ୍ରିପ୍ସନରେ ଡାକ୍ତର ଜ୍ବର ବଦଳରେ କୁକୁର କାମୁଡା ଇଞ୍ଜେନ ଲେଖିଥିଲେ । ମେଡିସିନ୍ ଆଣିବାକୁ ଗଲା ବେଳେ ପ୍ରେସକ୍ରିପ୍ସନ ଦେଖି କୁକୁର କାମୁଡିଛି କି ବୋଲି!-->…
ଅତି ପ୍ରବଳ ବର୍ଷା: ଏହି ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି
ରାଜ୍ୟରେ ଲଗାଣ ବର୍ଷା ଜାରି । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତରଓଡ଼ିଶାରେ!-->…
ମହାକାଶକୁ ଇସ୍ରୋ ପଠାଇଲା ମହଙ୍ଗା ଉପଗ୍ରହ’ ନିସାର୍’
ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ତା’ର ସବୁଠାରୁ ମହଙ୍ଗା ଅନ୍ତରୀକ୍ଷ ମିଶନ ‘ନିସାର’ (NASA-ISRO Synthetic Aperture Radar) ଲଞ୍ଚ କରିଛି। ବୁଧବାର ଅନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ଅନ୍ତରୀକ୍ଷ କେନ୍ଦ୍ରରୁ ସା ୫ଟା ୪୦ ମିନିଟରେ ଏହାକୁ ଲଞ୍ଚ କରାଯାଇଛି।!-->…
କାମଧେନୁ ଯୋଜନାରେ କୃଷକଙ୍କୁ ମିଳିବ ୨ଟି ଗାଈ- ଗୋକୁଳାନନ୍ଦ ମଲ୍ଲିକ
କୃଷି ଭବନରେ ଦୁଇ ଦିନ ଧରି ଚାଲିଥିବା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ଶେଷ ହୋଇଛି ।ଘରେ ଘରେ ପହଞ୍ଚିବ ଓମଫେଡ କ୍ଷୀର ଓ ପାଉଡର । କାମଧେନୁ ଯୋଜନାରେ କୃଷକଙ୍କୁ ମିଳିବ ୨ଟି ଗାଈ । ଗାଈର ମୂଲ୍ୟ ୨ ଲକ୍ଷ ୩୦ ହଜାର । ୭୦ ପ୍ରତିଶତ ସବସିଡି ମିଳିବ । ସାମ୍ବାଦିକ!-->…