Browsing Category
ଆଜିର ଖବର
ବିଶ୍ବର ସବୁଠାରୁ ମହଙ୍ଗା ସାଟେଲାଇଟ୍ ‘ନିସାର’ର ଆଜି ଉତ୍କ୍ଷେପଣ
ମହାକାଶ ବିଜ୍ଞାନରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ଆଜି ଲଞ୍ଚ ହେବାକୁ ଯାଉଛି ସାଟେଲାଇଟ୍ 'ନିସାର' । ବିଶ୍ବର ସବୁଠାରୁ ଦାମୀ ସାଟେଲାଇଟ୍ 'ନିସାର'କୁ ନାସା ଓ ଇସ୍ରୋର ମିଳିତ ଉଦ୍ୟମରେ ଲଞ୍ଚ କରାଯିବ । ଆଜି ସନ୍ଧ୍ୟା ୫.୪୦ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨ ହଜାର ୩୯୨!-->…
ଚାଷୀଙ୍କ ପାଇଁ ଏକ ଖୁସି ଖବର । ଏହିଦିନ ମିଳିବ ପିଏମ-କିଷାନ ଟଙ୍କା
ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରିବାର ତାରିଖ ଘୋଷଣା କରିଛି । କୃଷି ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ) ଯୋଜନା ଅଧୀନରେ, ୨୦ତମ କିସ୍ତିର ଟଙ୍କା ଆସନ୍ତା ମାସ ୨ ତାରିଖରେ!-->…
ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି; ସଂଧ୍ୟା ୬ରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ
ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ!-->…
ଆସନ୍ତା ୨ଦିନ ପ୍ରବଳ ବର୍ଷା
ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ!-->…
ସ୍କୁଲ ପିଲାଙ୍କ ଉପରେ ରହିବନି ବସ୍ତାନୀ ବୋଝ
ଏଣିକି ବସ୍ତାନି ଓଜନ ଚେକ୍ କରିବେ ବିଇଓ। ଛାତ୍ରଛାତ୍ରୀମାନଙ୍କ ସ୍କୁଲ୍ ବସ୍ତାନି ବୋଝ ଦିନକୁ ଦିନ ବଢ଼ି ଚାଲିଥିବାରୁ ଉଦ୍ବେଗ ପ୍ରକାଶ ପାଇଛି। ପୂର୍ବରୁ ଏନେଇ କଟକଣା ଥିଲେ ମଧ୍ୟ ଅନେକ ସ୍କୁଲ୍ ଏହାକୁ ମାନୁନଥିବା ନେଇ ଅଭିଯୋଗ ହୋଇ ଆସୁଛି। ଏହାକୁ ନେଇ ସର୍ବଶିକ୍ଷା ଅଭିଯାନ ପକ୍ଷରୁ!-->…
ଗୋଟିଏ ସ୍କୁଟିରେ ଝୁଲି ବସିଲେ 7, ଭିଡିଓ ଭାଇରାଲ ପରେ ମୋଟା ଅଙ୍କର ଜରିମାନା
ସମ୍ବଲପୁର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ପୁଣି ଥରେ ଟ୍ରାଫିକ୍ ସୁରକ୍ଷା ଉପରେ ପ୍ରଶ୍ନ ଉଠାଇଛି । କିଛି ଲାଇକ୍ ଏବଂ ଭ୍ୟୁ ପାଇଁ, ଧନୁପାଲି ଥାନା ଅଞ୍ଚଳରେ 7 ଜଣ ଯୁବକ ଏକ ସ୍କୁଟି ଚଲାଉଥିବାର ଦେଖିବାକୁ ମିଳିଥିଲା, ଯେଉଁମାନଙ୍କ ମଧ୍ୟରୁ 6 ଜଣ ନାବାଳକ ଥିଲେ!-->…
ବିଧିବଦ୍ଧ ଭାବେ କାର୍ଯ୍ୟରେ ଯୋଗ ଦେଲେ ନୂଆ ବିଏମ୍ସି କମିଶନର ଚଞ୍ଚଳ ରାଣା
ବିଧିବଦ୍ଧ ଭାବେ କାର୍ଯ୍ୟରେ ଯୋଗ ଦେଲେ ନୂଆ ବିଏମ୍ସି କମିଶନର ଚଞ୍ଚଳ ରାଣା । ସପ୍ତଦଶ ବିଏମ୍ସି କମିଶନର ଭାବେ ଦାୟିତ୍ବ ନେଇଛନ୍ତି ଚଞ୍ଚଳ ରାଣା । ବିଏମସିର ଭାରପ୍ରାପ୍ତ କମିଶନର ରତ୍ନାକର ସାହୁ ତାଙ୍କୁ ଦାୟିତ୍ବତ୍ୱ ହସ୍ତାନ୍ତର କରିବା ପରେ କାର୍ଯ୍ୟ ଆରମ୍ଭ କରିଛନ୍ତି ନୂଆ କମିଶନର!-->…
ସ୍ତ୍ରୀ, ଶାଶୁଙ୍କୁ ମାରି ପୋତିଦେଲେ ସ୍ବାମୀ, ମୃତଦେହ ଉପରେ ଲଗାଇଲେ କଦଳୀ ଗଛ
ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ତେବେ ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା ଯେ ସ୍ତ୍ରୀ ଓ ଶାଶୁଙ୍କୁ!-->…
ବାଘ ଶୂନ୍ୟ ସାତକୋଶିଆ: ପିସିସିଏଫ ପ୍ରେମ ଝା
ବାଘ ଶୂନ୍ୟ ହୋଇଯାଇଛି ସାତକୋଶିଆ କହିଲେ ପିସିସିଏଫ ପ୍ରେମ ଝା । ସାତକୋଶିଆକୁ ବର୍ତ୍ତମାନ କୌଣସି ବାଘ ଆଣିବାକୁ ଯୋଜନା ନାହିଁ । ଶିମିଳିପାଳରେ ବର୍ତ୍ତମାନ ବାଘଙ୍କ ସଂଖ୍ୟା ୩୦ ରହିଛି । ଶାବକଙ୍କୁ ୨ ବର୍ଷ ହେଲା ପରେ ଗଣନାରେ ସାମିଲ କରାଯିବ ।ଶିମିଳିପାଳରେ ୨ ପ୍ରକାର ନର୍ମାଲ ଟାଇଗର ଏବଂ!-->…
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଠକେଇ ମାମଲା, ଅଭିଯୁକ୍ତକୁ ଗିରଫ
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଠକାମି ମାମଲାର ଅଭିଯୁକ୍ତ ଗିରଫ। ଆଜି ଅଭିଯୁକ୍ତ ନିରଞ୍ଜନ ଶତପଥୀଙ୍କୁ ଟାଉନ ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତର ଘର ଢେଙ୍କାନାଳ ସଦର ଥାନା ବଣସିଂହ ଗାଁରେ ।। ଅଭିଯୋଗ ମୁତାବକ ନିରଞ୍ଜନ ମନ୍ତ୍ରୀ କୃଷ୍ଣ!-->…
ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର।ଅଗଷ୍ଟ ମାସରେ ଏତିକି ଦିନ ଛୁଟି ରହିବ ସ୍କୁଲ- କଲେଜ !
ଓଡ଼ିଶାର ସରକାରୀ ସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। କାରଣ ଆସନ୍ତା ଅଗଷ୍ଟ ମାସରେ ସ୍କୁଲ, କଲେଜ ଏବଂ ସରକାରୀ ଅଫିସଗୁଡ଼ିକ ପ୍ରାୟ ୧୦ ଦିନ ଛୁଟି ରହୁଛି। ଅଗଷ୍ଟ ମାସ ରକ୍ଷାବନ୍ଧନ ସହିତ ଆରମ୍ଭ ହେଉଛି |ରାଖୀ ପୂର୍ଣ୍ଣିମା ପାଖାପାଖି ୱିକଏଣ୍ଡ ଛୁଟି ଏକାଠି ପଡୁଛି, ଯାହା!-->…
ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା
କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନ ୧ ଅଗଷ୍ଟ, ୨୦୨୫ରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି। ଏହି ଜାତୀୟ ଉଦ୍ୟାନ ଏକ ନୂତନ ରୂପ ସହିତ ଖୋଲିବ। ଲୁଣିଆ ପରିବେଶରେ ବଢ଼ିଥିବା ଗଛଗୁଡ଼ିକୁ ନେଇ ଏକ ମାଙ୍ଗ୍ରୋଭ୍ ନର୍ସରୀ ରୋପଣ କରାଯାଇଛି। ପରିଦର୍ଶକମାନେ ଡଙ୍ଗା ପାଠାଗାରରେ!-->…