Browsing Category

ଆଜିର ଖବର

UPI ପେମେଣ୍ଟ ଉପରେ GST ଲାଗିବ ନାହିଁ : କେନ୍ଦ୍ର ସରକାର

ଯଦି ଆପଣ ମଧ୍ୟ ସପିଂ ଏବଂ କାରବାର ପାଇଁ Google Pay, PhonePe, କିମ୍ବା Paytm ଭଳି UPI ବ୍ୟବହାର କରନ୍ତି ତେବେ ପେମେଣ୍ଟ ଉପରେ କୌଣସି GST ଲାଗିବ ନାହିଁ |ଅର୍ଥ ମନ୍ତ୍ରଣାଳୟର ଏହି ଘୋଷଣା କୋଟି କୋଟି ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି।ଗତ କିଛି ଦିନ ଧରି ଏକ ଦ୍ୱନ୍ଦ୍ୱ ଥିଲା ଯେ

ପୁଣି ବଢିଲା ଅଡୁଆ,ପୂର୍ବତନ ପ୍ରୀତିରଞ୍ଜନ ଘଡ଼େଇଙ୍କ ନାଁରେ ମାମଲା

ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା।ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ ନିକଟରେ ଗତକାଲି ଅପରାହ୍ଣରେ ଏକ ବାଇକ୍‌କୁ ବସ୍ ଧକ୍କା

ହଜାର ଟଙ୍କାରେ ଶ୍ରୀମନ୍ଦିରରେ ମିଳିବ ଭିଆଇପି ଦର୍ଶନ

ହଜାର ଟଙ୍କାରେ ଶ୍ରୀମନ୍ଦିରରେ ମିଳିବ ଭିଆଇପି ଦର୍ଶନ । ଆଉ ଲମ୍ବା ଲାଇନ୍ ବା ଧାଡିରେ ଠିଆ ନହୋଇ ସିଧାସଳଖ ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ । ଏହାସହ ତୁଳସୀ ଓ ମହାପ୍ରଭୁଙ୍କ ପୂଜା ଫୁଲ ମଧ୍ୟ ମିଳିବ । ଜଣେ ସେବକ ଆପଣଙ୍କ ପାଖରେ ରହି ଶ୍ରୀମନ୍ଦିର ବିଷୟରେ ଆପଣଙ୍କୁ ବୁଝାଇବେ । ଏଭଳି

 ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି R&B ଡିଭିଜନ ସହକାରୀ ଯନ୍ତ୍ରୀ 

ସଡକ ଓ ଗୃହ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।। ଚଢାଉ ବେଳେ ତାଙ୍କ ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ପାଇଛି ଭିଜିଲାନ୍ସ ।

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ଚାଲିଗଲା ୧୮ କାଉଡ଼ିଆଙ୍କ ଜୀବନ

ବୋଲବମ୍‌ ଯାତ୍ରା ସମୟରେ ଘଟିଲା ଏକ ଭୟଙ୍କର ଦୁର୍ଘଟଣା । ଦେଓଘର ଜିଲ୍ଲାର ଜାମୁନିଆ ଜଙ୍ଗଲ ନିକଟରେ କାଉଡ଼ିଆମାନଙ୍କୁ ନେଇ ଯାଉଥିବା ଏକ ବସ୍ ସହିତ ସିଲିଣ୍ଡର ବୋଝେଇ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ୧୮ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି

ରାଜ୍ୟରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ଦୁଇଦିନ ଅଧା ଓଡ଼ିଶାରେ ବର୍ଷା । ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା । ଆଜି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ,

ସୁନ୍ଦରଗଡ଼ରେ ନାବାଳିକାଙ୍କୁ ଗଣବଳାତ୍କାର: 3 ଜଣ ଗିରଫ

ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗରେ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି।କିଛି ଦିନ ତଳେ ମୁଖ୍ୟ ଅଭିଯୁକ୍ତ ନାବାଳିକାଙ୍କୁ ରାଉରକେଲା ସହରର ବ୍ରାହ୍ମଣୀ ତରଙ୍ଗ ଅଞ୍ଚଳରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘରୁ ସ୍କୁଟରରେ ରାଜଗାଙ୍ଗପୁର

ଶ୍ରୀମନ୍ଦିର ଓ ରତ୍ନଭଣ୍ଡାର ଫଟୋ ପୋଷ୍ଟ କରି ଏବେ ଅଡୁଆରେ ଏଏସ୍‌ଆଇ

ଶ୍ରୀମନ୍ଦିର ଭିତର ବେଢ଼ା ଫୋଟୋ ପୁଣି ସୋସିଆଲ ମିଡ଼ିଆରେ ଭାଇରାଲ୍। କୌଣସି ଭକ୍ତ କିମ୍ବା ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତର ବେଢ଼ା ଫଟୋ ଭାଇରାଲ କରିନାହାନ୍ତି। ଖୋଦ ଏଏସଆଇ ତଥା ପ୍ରତ୍ନତତ୍ତ୍ଵ ବିଭାଗ ଶ୍ରୀମନ୍ଦିର ଭିତର ବେଢ଼ା ଫୋଟୋ ନିଜ ଏକ୍ସ୍ ଆକାଉଣ୍ଟରେ ଅପଲୋଡ଼ କରିଛି। ଫଟୋ ପୋଷ୍ଟକୁ

ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଅସଦାଚାରଣ ଅଭିଯୋଗ

ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢିଚାଲିଥିବା ହିଂସା ଘଟଣା ମଧ୍ୟରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (ଏମ୍ସ), ଭୁବନେଶ୍ୱରରେ ଜଣେ ମହିଳା କର୍ମଚାରୀ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଛନ୍ତି।ଏନେଇ ଉକ୍ତ ନର୍ସିଙ୍ଗ ଆଟେଣ୍ଟଡାଣ୍ଟ

ମହାପ୍ରଭୁ ଜଗନ୍ନାଥଙ୍କ ଅପମାନ କଲା ଚାଇନା କମ୍ପାନୀ

ଚାଇନିଜ୍‌ ଇ-କମର୍ସ ପ୍ଲାଟଫର୍ମ ‘ଅଲି ଏକ୍ସପ୍ରେସ’ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ଥିବା ଗୋଡ଼ ପୋଛା ବିକ୍ରି ହେଉଥିବା ଘଟଣା ସାମ୍ନାକୁ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଲାଗିଛି। ମହାପ୍ରଭୁଙ୍କ ମୁଖମଣ୍ଡଳର ଚିତ୍ର ଥାଇ ମ୍ୟାଟ ବିକ୍ରି କରୁଛି ଏକ ୱେବସାଇଟ ।

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ୍ ଖାରଜ

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ । ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ।ତେବେ ଆଗୁଆ ଜାମିନ ନମିଳିବାରୁ ଆଗକୁ ହୁଏତ ବିଷ୍ନୁପଦ ଅଡୁଆରେ ପଡି ପାରନ୍ତି । ଓଡିଶା

ଓଡିଶାରେ ୟୁପି ଗ୍ୟାଙ୍ଗଷ୍ଟାର ନିରୋଧ ଭଳି  ଆଇନ ପାଇଁ ଦାବି

ଓଡିଶାରେ ୟୁପି ଗ୍ୟାଙ୍ଗଷ୍ଟାର ନିରୋଧ ଭଳି ଆଇନ ପାଇଁ ଦାବି । ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଲେ ଉପବାଚସ୍ପତି ଭବାନୀ ଭୋଇ । ଓଡିଶା ଗ୍ୟାଙ୍ଗଷ୍ଟର୍ସ ଆଣ୍ଡ ଆଣ୍ଟି ସୋସିଆଲ ଆକ୍ଟିଭିଟି ଆକ୍ଟ ଆଣିବାକୁ ଦାବି ରଖିଛନ୍ତି ।ସେ କହିଛନ୍ତି , ଅପରାଧୀଙ୍କୁ ଦମନ ପାଇଁ ଅଣ୍ଟା ଭିଡ଼ନ୍ତୁ ସରକାର