Browsing Category

ଆଜିର ଖବର

ଗୋପାଳପୁର ଗଣ ଦୁଷ୍କର୍ମ ମାମଲା I କ୍ରାଇମବ୍ରାଞ୍ଚ୍ ଦାଖଲ କଲା ଚାର୍ଜସିଟ୍

ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇଛି। ଏସ୍‌ଡିଜେଏମ୍‌ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ସୂଚନା ମିଳିଛି।ଗତ ଜୁନ ୧୪ ତାରିଖରେ ଗୋପାଳ ପୁର ବେଳାଭୂମି ଅଞ୍ଚଳରେ ଘଟିଥିଲା ଏହି ଗଣ ଦୁଷ୍କର୍ମI ଏଥିରେ

ପହଲଗାମ ଆକ୍ରମଣର ମାଷ୍ଟରମାଇଣ୍ଡ ଥିବା ଆତଙ୍କୀ ହାସିମ ମୁସା ନିହତ

ଭାରତୀୟ ସେନା ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି। ଠିକ ତିନି ମାସ ପରେ, ପହଲଗାମରେ ୨୬ ଜଣ ନିର୍ଦ୍ଦୋଷ ଲୋକଙ୍କୁ ନିର୍ମମ ଭାବରେ ହତ୍ୟା କରିଥିବା ପାକିସ୍ତାନୀ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ସୂଚନା ଅନୁସାରେ, ତିନି ଜଣ ପାକିସ୍ତାନୀ ଆତଙ୍କବାଦୀ ମୁସା ସୁଲେମାନ, ୟାସିର ଏବଂ

ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ

ବର୍ତ୍ତମାନ କିଛି ମାତ୍ରାରେ କମିପାରେ ଟ୍ରାଫିକ ସମସ୍ୟା । ଟ୍ରାଫିକ୍‌ ବ୍ୟବସ୍ଥାକୁ ଆହୁରି ମଜବୁତ କରିବା ପାଇଁ ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ।ପୋଲିସ କମିଶନରଙ୍କ କହିବା ଅନୁସାରେ, ଆଜି ୫୩ ଷ୍ଟୁଣ୍ଡେଣ୍ଟ

PhonePe, GPay, Paytm ୟୁଜର୍ସଙ୍କ ପାଇଁ ବଡ଼ ଖବର

ଅଗଷ୍ଟ ପହିଲାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଏହିସବୁ ନିୟମ ବିଷୟରେ ଜାଣିବା ନିହାତି ଜରୁରୀ । UPI ଇକୋସିଷ୍ଟମକୁ ତଦାରଖ କରୁଥିବା ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେଶନ ଅଫ ଇଣ୍ଡିଆ (NPCI), ସିଷ୍ଟମ ଉପରେ ଚାପ କମାଇବା ସହିତ ପେମେଣ୍ଟ ବିଳମ୍ବ ଏବଂ ବିଫଳ କାରବାର ଭଳି

ଜମି କିଣାକୁ ନେଇ ଠକେଇର ଶିକାର ହେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜମି କିଣାକୁ ନେଇ ଠକେଇର ଶିକାର ହୋଇଛନ୍ତି । ଜଣେ ଅଗ୍ରୀମ ୨୫ ଲକ୍ଷ ଟଙ୍କା ନେବା ପରେ ଜମି ଦେଇନଥିବା ଜଣାପଡ଼ିଛି । ପରେ ମନ୍ତ୍ରୀ ଶ୍ରୀ ପାତ୍ର ଢେଙ୍କାନାଳ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ

ଆଜି ବିଶ୍ୱ ହେପାଟାଇଟିସ୍ ଦିବସ

ଆଜି ହେଉଛି ବିଶ୍ବ ହେପାଟାଇଟିସ୍‌ ଦିବସ। ହେପାଟାଇଟିସ୍‌ ‘ବି’ ରୋଗ ଏଡ୍‌ସଠାରୁ ମଧ୍ୟ ଭୟଙ୍କର । ଏହି ରୋଗ ପରବର୍ତ୍ତୀ ସମୟରେ ଲିଭର ସୋରାସିସ୍‌ ଓ ଲିଭର କ୍ୟାନସର୍‌ ଭଳି ରୋଗ ସୃଷ୍ଟି କରିଥାଏ। ଭାଇରାଲ୍ ହେପାଟାଇଟିସ୍ ଏ, ବି, ସି, ଡି ଏବଂ ଇ ଭଳି ଜଣାଶୁଣା ଭୁତାଣୁ ସଂକ୍ରାମକ ରୋଗ

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ  ଆଇକାର୍ଡ ପରିବର୍ତ୍ତନ

୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇକାର୍ଡ ପରିବର୍ତ୍ତନ ।ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ । ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ

ଜଗତସିଂହପୁର-ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି । ନିକଟରେ ଜଣେ ନାବାଳିକା ୭ ମାସର ଗର୍ଭବତୀ ହେବା ଘଟଣା ଲୋକଙ୍କ ମନରୁ ନଲିଭୁଣୁ ଆଉ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଖବର ସାମ୍ନାକୁ ଆସିଛି । କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର ରାଶି ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ ପୁରସ୍କାର ।ଟପ୍ ୩ ଜିଲ୍ଲା ପଞ୍ଚାୟତ ସଂଶାଧନ କେନ୍ଦ୍ର (District Panchayat Resource Centres)

ଉଚ୍ଚଶିକ୍ଷା ବିଭାଗ ଇନଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ଼ ହୋଇଛି ଅଶ୍ଳୀଳ ଓ ବେଟିଂ ଭିଡ଼ିଓ

ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍। ଇନ୍ ଷ୍ଟା ଆକାଉଣ୍ଟରେ ଅପଲୋଡ ହୋଇଛି ଅଶ୍ଳୀଳ ଭିଡିଓ। ବେଟିଙ୍ଗ ଭିଡିଓ ମଧ୍ୟ ଅପଲୋଡ ହୋଇଛି । ୪ ତାରିଖରୁ ଅପଲୋଡ ହୋଇଛି ଅଶ୍ଳୀଳ ଓ ବେଟିଙ୍ଗ ଭିଡିଓ। ମାତ୍ର କିଛି ସମୟ ପରେ ଉଚ୍ଚଶିକ୍ଷା ବିଭାଗର ଇଂଷ୍ଟାଗ୍ରାମ ପୂର୍ବଭଳି ଠିକ୍ ହୋଇ

ହ୍ୟାକରଙ୍କ ଟାର୍ଗେଟରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବସାଇଟ୍

ହ୍ୟାକରଙ୍କ ଟାର୍ଗେଟରେ ରେଭେନ୍ସା । ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍ ସାଇଟ୍ ହ୍ୟାକ କଲେ ସାଇବର ଅପରାଧୀ । BENTO4D ନାଁରେ ରହିଛି ଏହି ୱେବ୍ ସାଇଟ୍ । ବିଭିନ୍ନ ପ୍ରକାର ବେଟିଂ ବା ଗ୍ୟାମ୍ବଲିଙ୍ଗ ଗେମ୍ ରହିଛି ଏହି ୱେବ୍ ସାଇଟରେ । ହ୍ୟାକକୁ ନେଇ ଚିନ୍ତାରେ ରେଭେନ୍ସା ବିଶ୍ବବିଦ୍ୟାଳୟ

 ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ