Browsing Category
ଆଜିର ଖବର
ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ
ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କୁ ଜଳଲାଗି କରୁଛନ୍ତି କାଉଡ଼ଆ ଭକ୍ତ । ତେବେ ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠ। ହଜାର ହଜାର ଶ୍ରଦ୍ଧାଳୁ ଓ କାଉଡିଆମାନେ କଂକ୍ରିଟ ସେତୁ ଦେଇ ଆସି ବାବା ଧବଳେଶ୍ୱରଙ୍କ!-->…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ତେଣୁ ୪ ଘଣ୍ଟା ଦର୍ଶନ ମନା
ଶ୍ରାବଣ ଶୁକ୍ଳପକ୍ଷ ଚତୁର୍ଥୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ।ଶ୍ରୀମନ୍ଦିର ପ୍ରଶାସନର ଲୋକ!-->…
ନାବାଳିକା ଦୁଷ୍କର୍ମ ମାମଲା: ଗିରଫ ପରେବିଜେଡିରୁ ନିଳମ୍ବିତ ହେଲେ ଅମରେଶ
ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ପରେ ବିଏମସି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଳମ୍ବିତ ହୋଇଛନ୍ତି।ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ!-->…
ସଂସଦ ରତ୍ନ ପୁରସ୍କାରରେ ସମ୍ମାନିତ ହେଲେ ୧୭ ସାଂସଦ,ଭର୍ତ୍ତୃହରିଙ୍କୁ ସ୍ୱତନ୍ତ୍ର ପୁରସ୍କାର
ଦିଲ୍ଲୀରେ ଆଜି ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । ଏହି ସାଂସଦମାନେ ଲୋକସଭାରେ ଅମୂଲ୍ୟ ଅବଦାନ ଦେଇଛନ୍ତି । ଏହା ବ୍ୟତୀତ ୪ ଜଣ ସାଂସଦଙ୍କୁ ସ୍ୱତନ୍ତ୍ର ଜୁରି ପୁରସ୍କାର ପ୍ରଦାନ କରାଯାଇଛି । ଏହି ପୁରସ୍କାରଗୁଡ଼ିକ!-->…
ବେଠିଆ ସାହି ରେ ସେବା ଉତ୍ସବ: ସ୍ୱାସ୍ଥ୍ୟ, ସଚେତନତା ଶିବିର ଓ ଚଷମା ଓ ଚପଲ ବଣ୍ଟନ କାର୍ଯ୍ୟକ୍ରମ
ନୟାଗଡ଼ :- ନୟାଗଡ଼ ଗଣିଆ ବ୍ଲକ ଅନ୍ତର୍ଗତ ବେଠିଆସାହି ଠାରେ ନବମ ବାର୍ଷିକ ସେବା ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସେବା ଉତ୍ସବ ସମିତି ଓ ଛାମୁଣ୍ଡିଆ ବନ୍ୟପ୍ରାଣୀ ବନାଞ୍ଚଳ, ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ମିଳିତ ଉଦ୍ୟମରେ ବେଠିଆ ସାହି ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଚଷମା!-->…
ଦଶପଲ୍ଲାରେ ଭୟଙ୍କର ଦୁର୍ଘଟଣା । ଟ୍ରକ ସହ ଅନ୍ୟ ଏକ ଟ୍ରକର ମୁହାଁମୁହିଁ ଧକ୍କାରେ ୩ ମୃତ
ନୟାଗଡ଼ ଦଶପଲ୍ଲା ଥାନା ଟାକରା ନିକଟସ୍ଥ ଅସନିବେରେଣା ରାସ୍ତା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାକୁ ଘଟାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଶନିବାର ସନ୍ଧ୍ୟାରେ!-->…
ମହାନଦୀ ର ଜଳସ୍ତର ବୃଦ୍ଧି: ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଆଶଙ୍କା।
ଗଣିଆ ତା ୨୬/୦୭(ବିଶ୍ୱରଂଜନ) ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀ ର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାର ରୁ ୨୪ଟି ଗେଟ୍ ଦେଇ ଜଳନିଷ୍କାସନ ହେଉଛି। ଫଳରେ ଶନିବାର ସକାଳେ ମହାନଦୀରେ ପ୍ରତି ୩ ଘଣ୍ଟାରେ ୨ ଫୁଟ୍ ଜଳସ୍ତର ବୃଦ୍ଧି ପାଉଥିବା ବଡ଼ମୂଳ ଗେଜ୍ ସାଇଡ ଜଣା!-->…
ଏନକାଉଣ୍ଟରରେ ୩ ନକ୍ସଲ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଗୁମଲା ଘାଘରା ଥାନା ସେହଲ ଲଭଡାଗ ଗାଁରେ ପୁଲିସ ଓ ନିଷିଦ୍ଧ ଉଗ୍ରବାଦୀ ସଂଗଠନ ଝାଡ଼ଖଣ୍ଡ ଜନ ମୁକ୍ତି ପରିଷଦ (ଜେଜେଏମପି) ମଧ୍ୟରେ ଗୁଳି ବିନିମୟ ହୋଇଛି l ପୁଲିସ ଏନକାଉଣ୍ଟରରେ ତିନି ଉଗ୍ରବାଦୀ ନିହତ ହୋଇଛନ୍ତି l ଘାଘରା ଥାନା ସେହଲ ଲଭଡାଗ ଗାଁରେ ନିକଟସ୍ଥ!-->…
ପୁଣି ବାବଟଣା କଲା ଗୁଗୁଲ୍ ମ୍ୟାପ୍ । କାର ସହ ଖାଇକୁ ଖସିପଡିଲେ ମହିଳା
ମହାରାଷ୍ଟ୍ର ନଭି ମୁମ୍ବାଇରେ ଜଣେ ମହିଳାଙ୍କୁ ଗୁଗଲ ମ୍ୟାପ୍ ଫଲୋ କରିବା ମହଙ୍ଗା ପଡିଛି। ରୁଟକୁ ଫଲୋ କରି ମହିଳାଙ୍କ କାର ଖାଇକୁ ଖସିପଡିଛି। ତେବେ ଉପସ୍ଥିତ ସୁରକ୍ଷା ଅଧିକାରୀମାନେ ତୁରନ୍ତ ପଦକ୍ଷେପ ଗ୍ରହଣ କରି ମହିଳାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଙ୍କୁ ସେପରି ଗୁରୁତର ଆଘାତ ଲାଗି!-->…
ଖେଳୁ ଖେଳୁ ଷ୍ଟିଲ ଗରାରେ ଫସିଗଲା ୩ ବର୍ଷ ପୁଅର ମୁଣ୍ଡ ; କାଟି ବାହାର କଲେ ଦମକଳ ବାହିନୀ କର୍ମଚାରୀ
ବଜାରରୁ ନୂଆ ଷ୍ଟିଲ ଗରା କିଣି ଆଣିଥିଲେ ବାପା । ଖେଳୁ ଖେଳୁ ଗରାରେ ମୁଣ୍ଡ ଫସାଇ ଦେଲା ୩ ବର୍ଷ ଶିଶୁ ପୁତ୍ର । ୨ ଘଣ୍ଟା ଧରି ହଟହଟା ହେବାପରେ ଶେଷରେ କଟରରେ ଗରା କାଟି ଶିଶୁଟିର ଜୀବନ ବଞ୍ଚାଇଲେ ଅଗ୍ନିଶମ କର୍ମଚାରୀ । ଏହି ଚିତ୍ରଟି ଆସିଛି ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ଗାଁରୁ ।!-->…
ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର
ବିହାରର ଗୟାଜୀ ଜିଲ୍ଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗୁରୁବାର ଦିନ ହୋମଗାର୍ଡ ନିଯୁକ୍ତି ଲାଗି ଦୌଡ଼ ସମୟରେ ଜଣେ ମହିଳା ଆଶାୟୀ ଚେତାଶୂନ୍ୟ ହୋଇଯାଇଥିଲେ । ଏହା ପରେ, ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ ଟେକ୍ନିସିଆନ୍ ମିଶି ମହିଳାଙ୍କୁ!-->…
ଭାରତୀୟ ବଜାରରେ କମିଲା ସୁନା ଦର
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୬୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୬୦୦ ଟଙ୍କାକୁ!-->…