Browsing Category
ଆଜିର ଖବର
ଜୁନ୍ରେ ଫ୍ରାନ୍ସରେ ଜି୭ ସମ୍ମିଳନୀରେ ମୋଦୀ- ଟ୍ରମ୍ପ ସାକ୍ଷାତ
ଇରାନ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଖୁବ ଶୀଘ୍ର ଏକ ବୈଠକ ହେବାର ସମ୍ଭାବନା ରହିଛି। ଏହା ଆସନ୍ତାମାସରେ ଫ୍ରାନ୍ସରେ ହେବାକୁ ଥିବା G-7 ଶିଖର ସମ୍ମିଳନୀ ସମୟରେ ହୋଇପାରେ| ଟ୍ରମ୍ପଙ୍କ ଅପ୍ରତ୍ୟାଶିତ ଶୈଳୀ!-->…
ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ
ବାହାରିଲା ଯୁକ୍ତ ୨ ରେଜଲ୍ଟ । ଏକାସଙ୍ଗେ ବାହାରିଲା କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । ଫଳାଫଳ ଘୋଷଣା ହେବା ପରେ, ଅପରାହ୍ନ 3ଟାରେ ଛାତ୍ରଛାତ୍ରୀମାନେ CHSE ବୋର୍ଡ +2 ଫଳାଫଳ 2026 ସରକାରୀ ୱେବସାଇଟ୍: chseodisha.nic.in ଏବଂ!-->…
ଯୁବତୀଙ୍କୁ ଦୁଷ୍କର୍ମ କରିବା ସହ ଟଙ୍କା ମାଗିବା ଅଭିଯୋଗରେ ଜଣଙ୍କୁ ଗିରଫ କଲା ମହିଳା ଥାନା ପୋଲିସ୍
ଲଭ୍, ସେକ୍ସ, ଧୋକା, ତାପରେ ଠକେଇ ଅଭିଯୋଗ । ଫସିଗଲେ ଓଡ଼ିଆ ଅଭିନେତା । ଜଣେ ଫିଲ୍ମ ଅଭିନେତ୍ରୀଙ୍କୁ ଧୋକ୍କା ଦେବା ସହ ତାଙ୍କଠାରୁ ୨୮ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଅଭିଯୁକ୍ତ ମହାକାଳପଡ଼ା ବଡ଼ମଠର ରଶ୍ମିକାନ୍ତ ଭୂୟାଁଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ ।ଅଭିନେତା ରଶ୍ମିକାନ୍ତଙ୍କ ଘର!-->…
ରୋମ୍ରେ ପ୍ରଧାନମନ୍ତ୍ରୀ , ଏକ୍ସରେ ଫଟୋ ସେୟାର କରି ମେଲୋନି ଲେଖିଲେ- “ରୋମ୍କୁ ସ୍ୱାଗତ, ମୋର ବନ୍ଧୁ!”
ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ (X) ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଫଟୋ ସେୟାର କରିଛନ୍ତି। ଏହି ପୋଷ୍ଟର କ୍ୟାପସନରେ ସେ ଲେଖିଛନ୍ତି, "ରୋମକୁ ସ୍ୱାଗତ, ମୋର ବନ୍ଧୁ!"। ତେବେ ଉଭୟଙ୍କ ଏକ ସେଲ୍ଫି ସୋସିଆଲ ମିଡିଆରେ!-->…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଜ୍ୟେଷ୍ଠ କୃଷ୍ଣ ମଳ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ଅର୍ଥାତ୍ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ!-->…
ଆଜିଠୁ ଆହୁରି ବଢ଼ିବ ତାତି
ଆହୁରି ୭ ଦିନ ହେବ ଭୟଙ୍କର ଗରମ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ,ଗତକାଲି ଦିଲ୍ଲୀ, ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ରାଜସ୍ଥାନ, ମଧ୍ୟ ପ୍ରଦେଶ ଏବଂ ମହାରାଷ୍ଟ୍ରର ୨୨ଟି ସହରରେ ତାପମାତ୍ରା ୪୫ଡିଗ୍ରୀ ଅତିକ୍ରମ କରି ରେକର୍ଡ କରାଯାଇଛି। ତେବେ ଆଜିଠୁ ଆହୁରି ବଢ଼ିବ ତାତି।!-->…
ରତ୍ନଭଣ୍ଡାର ଭିତରେ ଭଣ୍ଡାର ମେକାପ ଦାଦା-ପୁତୁରା ହାତାହାତି ଘଟଣା, ସେବାୟତ ନାରାୟଣ ମେକାପ ନିଲମ୍ବିତ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ଭଣ୍ଡାର ମେକାପ ସେବାୟତ ଦାଦା-ପୁତୁରା ହାତାହାତି ଘଟଣାରେ ଆକ୍ସନ୍। ବରିଷ୍ଠ ସେବାୟତ ନାରାୟଣ ମେକାପ ନିଲମ୍ବିତ କଲା ଶ୍ରୀମନ୍ଦିର ପ୍ରଶାସନ।ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଭିତରେ ବିଶୃଙ୍ଖଳା ହୋଇଛି । ବରିଷ୍ଠ ଅଧିକାରୀ, ତଦାରଖ କମିଟି ଅଧ୍ୟକ୍ଷ ଓ ଅନ୍ୟ!-->…
ଆଜି ଆସିବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ପାଠ୍ୟକ୍ରମ ଏବଂ କରେସପଣ୍ଡେସ୍ କୋର୍ସ ଫଳ ପ୍ରକାଶ ପାଇବ । ପରୀକ୍ଷା ଫଳ ମଧ୍ୟାହ୍ଣ ୧୨ଟା ୩୦ରେ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା!-->…
ଦୁଇ ବିଜେପି ନେତା ଅରିନ୍ଦମ୍ ରାୟ ଓ ଅଭୟ ବାରିକଙ୍କୁ ଗିରଫ କରିବା ପାଇଁ ଦାବି
କଟକ ଜିଲ୍ଲା ଟାଙ୍ଗୀ ବ୍ଲକ ର ଶତାଧିକ ବିଜେଡି କର୍ମୀ ଓ ଜନ ପ୍ରତିନିଧି ମାନେ କଟକ ଗ୍ରାମାଞ୍ଚଳ ଏସପି, ଜିଲ୍ଲାପାଳ ଓ ଡିଜି ଙ୍କ ନିକଟରେ ଦୁଇ ବିଜେପି ନେତା ଅରିନ୍ଦମ୍ ରାୟ ଓ ଅଭୟ ବାରିକଙ୍କୁ ଗିରଫ କରିବା ପାଇଁ ଦାବି ପତ୍ର ପ୍ରଦାନ କରିବା ସହ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଛନ୍ତି।
!-->!-->…
ଟ୍ରମ୍ପଙ୍କ ଇରାନ ଉପରେ ସମ୍ଭାବ୍ୟ ସାମରିକ ଆକ୍ରମଣକୁ ସ୍ଥଗିତ ରଖିବା ପରେ ଅଶୋଧିତ ତୈଳ ମୂଲ୍ୟ ୨% ରୁ ଅଧିକ ହ୍ରାସ
ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ମଧ୍ୟରେ ଅଶୋଧିତ ତୈଳର ଆକାଶଛୁଆଁ ମୂଲ୍ୟ ହଠାତ୍ ସ୍ଥଗିତ ହୋଇଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ଉପରେ ସମ୍ଭାବ୍ୟ ସାମରିକ ଆକ୍ରମଣକୁ ସ୍ଥଗିତ ରଖିବା କିମ୍ବା ରୋକିବା ନିଷ୍ପତ୍ତି ପରେ!-->…
ପେଟ୍ରୋଲରେ ୨୨-୩୦% ଇଥାନଲ୍ ମିଶ୍ରଣ ଲାଗି ଯୋଜନା କରୁଛନ୍ତି ସରକାର !
ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22, E25, E27, ଏବଂ E30 ଇନ୍ଧନ ମିଶ୍ରଣ ପାଇଁ ବୈଷୟିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି।ଏହାର ଅର୍ଥ ହେଉଛି, ଆଗାମୀ ଦିନରେ ପେଟ୍ରୋଲରେ ଯଥାକ୍ରମେ!-->…
ପିଏମ କିଷାନର ୨୩ତମ କିସ୍ତି କେବେ ଆସିବ ?
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (PM-KISAN) ଲକ୍ଷ ଲକ୍ଷ ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଅପଡେଟ୍ |୧୩ ମାର୍ଚ୍ଚ, ୨୦୨୬ ରେ, ପ୍ରଧାନମନ୍ତ୍ରୀ ମୋଦୀ ଆସାମର ଗୌହାଟିରୁ ଏହି ଯୋଜନାର ୨୨ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଥିଲେ । ସେହି ସମୟରେ, ପ୍ରତ୍ୟକ୍ଷ ଲାଭ ସ୍ଥାନାନ୍ତର!-->…