Browsing Category

ଆଜିର ଖବର

ମହାନଦୀ ପବ୍ଲିକ ସ୍କୁଲର ନୂତନ ଭ୍ୟାନ ଉଦଘାଟନ ଉତ୍ସବରେ ଯୋଦେଲେ ବିଧାୟକ

ଗଣିଆ -(ବିଶ୍ୱରଂଜନ ସେଠି)ଗଣିଆରେ ଥିବା ଇଂରାଜୀ ମିଡିୟମ ମହାନଦୀ ପବ୍ଲିକ ସ୍କୁଲର ନୂତନ ସ୍କୁଲ ଭ୍ୟାନ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅୟନ ଫାଉଣ୍ଡେସନର ମୁଖ୍ୟ ଟ୍ରଷ୍ଟି ପଙ୍କଜ କୁମାର ସାହୁଙ୍କ ସହଯୋଗରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଏହି

ନାବାଳିକା ଦୁଷ୍କର୍ମ ମାମଲାରେ ଫସିଲେ ୟଶ ଦୟାଲ

ଆଇପିଏଲ ଚାମ୍ପିଅନ୍‌ ଆରସିବିର ଦ୍ରୁତ ବୋଲର ୟଶ ଦୟାଲଙ୍କ ଅଡ଼ୁଆ ବଢ଼ିଲା । ତାଙ୍କ ନାଁରେ ପକ୍ସୋ ଆଇନ ଅନୁଯାୟୀ ମାମଲା ରୁଜୁ ହୋଇଛି । ଯୁବତୀ ଜଣଙ୍କ ଅଭିଯୋଗ କରିଛନ୍ତି ଯେ, ୟଶ ଦୟାଲ ତାଙ୍କୁ କ୍ରିକେଟରେ କ୍ୟାରିୟରର ପ୍ରଲୋଭନ ଦେଖାଇ ଏବଂ ବ୍ଲାକମେଲିଂ କରି ଦୁଇ ବର୍ଷ ଧରି ଦୁଷ୍କର୍ମ

LOCରେ ଲ୍ୟାଣ୍ଡ ମାଇନ ବିସ୍ଫୋରଣ: ଅଗ୍ନିବୀର ମୃତ

ସୀମା ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଲ୍ୟଣ୍ଡମାଇନ ବିସ୍ପୋରଣ ଯୋଗୁଁ ଜଣେ ସେନା ଯବାନ ସହିଦ ହେବା ସହ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଜମ୍ମୁ ଓ କାଶ୍ମୀରର ପୁଞ୍ଛ ଅଞ୍ଚଳରେ ଥିବା ଏଲଓସି ସୀମା ନିକଟରେ ଏହି ବିସ୍ପୋରଣ ହୋଇଥିବା ନେଇ ଅଧିକାରିମାନେ ସୂଚନା ପ୍ରଦାନ କରିଛନ୍ତି।

ଆକ୍ସନମୋଡରେ ମୋହନ: ମନ୍ତ୍ରୀମାନଙ୍କୁ ମାଗିଲେ ପରଫର୍ମାନ୍ସ ରିପୋର୍ଟ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶାସନିକ କ୍ଷେତ୍ରରେ ବ୍ୟାପକ ଅଦଳବଦଳ କରିବା ସହ ସବୁ ମନ୍ତ୍ରୀ ଓ ବିଭାଗଗୁଡ଼ିକୁ ନିର୍ଦ୍ଧାରିତ ଫର୍ମାଟରେ ନିଜର ପରଫର୍ମାନ୍ସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତମାସରେ ୩ଦିନିଆ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଜୁଲାଇ ୧୫ତାରିଖରେ ମୁଖ୍ୟ

୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

ସବ୍ କଲେକ୍ଟର ଅଫିସରେ ଭିଜିଲାନ୍ସ ଚଢ଼ଉ । ଭିଜିଲାନ୍ସ ଜାଲରେ ଜୁନିଅର ରେଭିନ୍ୟୁ ଅଫିସର JRA। ୩୦ହଜାର ଟଙ୍କା ଲାଞ୍ଚ ନେଲାବେଳେ ମାଡ଼ି ବସିଲା ଭିଜିଲାନ୍ସ । ଜୁନିଅର ରେଭିନ୍ୟୁ ଅଫିସର ସୌରଭ ତ୍ରିପାଠୀ । ଏକ ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ। ବାରମ୍ବାର ଅନୁରୋଧ ସତ୍ତ୍ୱେ ସାର୍ଟିଫିକେଟ

୨ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ଏକ ସରକାରୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ କୋଟଗଡ଼ ଓ ବେଲଘର ଥାନାରେ

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ସରିଲା ବୟାନ ରେକର୍ଡ

ପୁରୀଜିଲ୍ଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ କ୍ରାଇମ୍‌ବ୍ରାଞ୍ଚଙ୍କୁ ଅନେକ ତଥ୍ୟ ହାସଲ ହୋଇଛି। ବଳଙ୍ଗା ପୁଲିସ ଓ କ୍ରାଇମ୍‌ବ୍ରାଞ୍ଚର ଟିମ୍‌ କ୍ରାଇମ୍‌ ସ୍ପଟ୍‌ର ରୁପା ମୁଦି ଓ ଅଳଂକାର ଦୋକାନୀଙ୍କ ମାଧ୍ୟମରେ ଅନେକ ତଥ୍ୟ ବାହାର କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଏମ୍ସ ଦିଲ୍ଲୀରେ

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ

ଓଡ଼ିଶାର ମେଟ୍ରୋ ପ୍ରକଳ୍ପକୁ ନେଇ ଅନିଶ୍ଚିତତା ଦେଖାଦେଇଥିବା ବେଳେ ଆଜି ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଓଡ଼ିଶା ମେଟ୍ରୋ ପାଇଁ କେନ୍ଦ୍ରକୁ ଯାଇନି ପ୍ରସ୍ତାବ ।ସଂସଦରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ | ମନ୍ତ୍ରୀଙ୍କ କହିବା କଥା ଯେ କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ

ବଢ଼ିଲା ଭାରତର ସାମରିକ ଶକ୍ତି, ଡ୍ରୋନ୍‌ରୁ ମିସାଇଲ ଲଞ୍ଚ କଲା ଭାରତ

ଆହୁରି ଶକ୍ତିଶାଳୀ ହେଲା ଭାରତର ସାମରିକ ଶକ୍ତି । ଏବେ ଭାରତ ପା୍‌ରେ ଡ୍ରୋନରୁ ସଠିକ୍ ଲକ୍ଷ୍ୟଭେଦ କରି କ୍ଷେପଣାସ୍ତ୍ର ନିକ୍ଷେପ କରିବାର ଶକ୍ତି ଅଛି । ଭାରତ ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲରେ ଜାତୀୟ ଓପନ୍ ଏରିଆ ରେଞ୍ଜ (NOAR)ରେ ଡ୍ରୋନ୍‌ଲଞ୍ଚ ସଠିକ୍ ମାର୍ଗନିର୍ଦ୍ଦିଷ୍ଟ ମିସାଇଲ

ଫେକ୍‌ ଜବ୍‌ କାର୍ଡ ଧରିବାକୁ ଆରମ୍ଭ ହେବ E-KYC

ନକଲି ଜବ କାର୍ଡ ହାତେଇବାରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଛି । ଏହାରି ଭିତରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ।ଫେକ୍‌ କାର୍ଡଧାରୀଙ୍କୁ ଧରିବାକୁ ଆରମ୍ଭ ହେବ e-KYC । ତେବେ ଯେଉଁ ବ୍ୟକ୍ତି 3 ମାସ ଭିତରେ e-KYC କରିବେ ନାହିଁ ସେମାନଙ୍କର ଜବ୍ କାର୍ଡ

ଖୁସି ଖବର: ବଢ଼ିଲା ରାଜ୍ୟର ସମସ୍ତ ବୁଣାକାର ଶ୍ରମିକଙ୍କ ଭତ୍ତା

ବଢ଼ିଲା ବୁଣାକାରଙ୍କ ଭତ୍ତା । ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତାରେ ୬ ହଜାର ଟଙ୍କା ବୃଦ୍ଧି ଘୋଷଣା କଲେ ମୋହନ ମାଝୀ ।ସେହିପରି ମହିଳା କର୍ମଚାରୀଙ୍କ ଭତ୍ତା ୭ ହଜାରଟଙ୍କାକୁ ବୃଦ୍ଧି କରିବା ନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।ସୂଚନାଯୋଗ୍ୟ, ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା

ଅଶ୍ଳୀଳ କଣ୍ଟେଣ୍ଟ ପାଇଁ ୨୫ଟି ଭିଡିଓ ପ୍ଲାଟଫର୍ମ ବ୍ୟାନ

୨୫ଟି ଭିଡିଓ ପ୍ଲାଟଫର୍ମକୁ ବ୍ୟାନ କଲେ କେନ୍ଦ୍ର ସରକାର। ଅଶ୍ଳୀଳ କଣ୍ଟେଣ୍ଟ ପାଇଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ULLU, ALTT, Desiflix, Big Shots ଭଳି ଅନେକ ଲୋକପ୍ରିୟ ଷ୍ଟ୍ରିମିଂ ଆପ୍ଲିକେସନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।ଏହାପୂର୍ବରୁ ମଧ୍ୟ ସରକାର ଓଟିଟି ପ୍ଲାଟଫର୍ମକୁ