Browsing Category
ଆଜିର ଖବର
ଖୁସି ଖବର: ବଢ଼ିଲା ରାଜ୍ୟର ସମସ୍ତ ବୁଣାକାର ଶ୍ରମିକଙ୍କ ଭତ୍ତା
ବଢ଼ିଲା ବୁଣାକାରଙ୍କ ଭତ୍ତା । ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତାରେ ୬ ହଜାର ଟଙ୍କା ବୃଦ୍ଧି ଘୋଷଣା କଲେ ମୋହନ ମାଝୀ ।ସେହିପରି ମହିଳା କର୍ମଚାରୀଙ୍କ ଭତ୍ତା ୭ ହଜାରଟଙ୍କାକୁ ବୃଦ୍ଧି କରିବା ନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।ସୂଚନାଯୋଗ୍ୟ, ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା!-->…
ଅଶ୍ଳୀଳ କଣ୍ଟେଣ୍ଟ ପାଇଁ ୨୫ଟି ଭିଡିଓ ପ୍ଲାଟଫର୍ମ ବ୍ୟାନ
୨୫ଟି ଭିଡିଓ ପ୍ଲାଟଫର୍ମକୁ ବ୍ୟାନ କଲେ କେନ୍ଦ୍ର ସରକାର। ଅଶ୍ଳୀଳ କଣ୍ଟେଣ୍ଟ ପାଇଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ULLU, ALTT, Desiflix, Big Shots ଭଳି ଅନେକ ଲୋକପ୍ରିୟ ଷ୍ଟ୍ରିମିଂ ଆପ୍ଲିକେସନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।ଏହାପୂର୍ବରୁ ମଧ୍ୟ ସରକାର ଓଟିଟି ପ୍ଲାଟଫର୍ମକୁ!-->…
ପ୍ରଥମ ଓଡ଼ିଆ ଭାବେ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ବସିବାକୁ ୩ ବର୍ଷ ପୂର୍ତ୍ତି
ପ୍ରଥମ ଓଡ଼ିଆ ଭାବେ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ବସିବାକୁ ୩ ବର୍ଷ ପୂର୍ତ୍ତି । ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦରେ ବସି ରଚିଛନ୍ତି ଇତିହାସ । ପିଲୁଲ୍ସ ପ୍ରସିଡେଣ୍ଟ ଭାବେ ମଧ୍ୟ ପାଇଛନ୍ତି ଆଖ୍ୟା ।ସେ ସକ୍ରିୟତାର ସହ ଦାୟିତ୍ବ ନିର୍ବାହ!-->…
ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି , ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍
ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍ ଗେଟ୍ ଖୋଲା ।
ଶୁକ୍ରବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୯.୧୭ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ!-->!-->!-->…
PM ମୋଦୀ ଭାଙ୍ଗିଲେ ଇନ୍ଦିରା ଗାନ୍ଧୀଙ୍କ ରେକର୍ଡ
ନରେନ୍ଦ୍ର ମୋଦୀ ଦେଶର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଯିଏ ସର୍ବାଧିକ ସମୟ ପାଇଁ ନିରନ୍ତର ଭାବରେ ତାଙ୍କ ପଦବୀରେ ରହିଛନ୍ତି। ସେ ଏହି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ପଛରେ ପକାଇ ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ପ୍ରଧାନମନ୍ତ୍ରୀ!-->…
ଖୋର୍ଦ୍ଧାକୁ ବ୍ୟାପିଲା ବାର୍ଡ ଫ୍ଲୁ । ଭୋପାଳରୁ ଆସିଲା ନମୁନାର ପଜିଟିଭି ରିପୋର୍ଟ
ବାର୍ଡ ଫ୍ଲୁ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲାକୁ ବ୍ୟାପିଛି। ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁକୁଡ଼ା ମଡ଼କ ଦେଖାଯାଉଛି। ଜଙ୍କିଆ ଅଞ୍ଚଳରୁ ସଂଗୃହୀତ ନମୁନାରେ ବାର୍ଡ଼ ଫ୍ଲୁ ଭୂତାଣୁ ଥିବା ଜଣାପଡ଼ିବା ପରେ ଗୁରୁବାର ସେଠାରେ ସମୂହ କୁକୁଡ଼ା ନିପାତ ଅଭିଯାନ ଆରମ୍ଭ!-->…
ଓଡ଼ିଶାର ବର୍ଷା ନେଇ ସତର୍କ ସୂଚନା ।ଦୁଇ ଜିଲ୍ଲାକୁ ରେଡ୍ ଆଲର୍ଟ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ ବୋଲି!-->…
ବଳଙ୍ଗା ନାବାଳିକା ପୋଡି ଘଟଣା ରେ ପ୍ରଭାତି ଅପା ନିଖୋଜ ପୋଷ୍ଟର ମରାଯିବା ଘଟଣାକୁ ନେଇ ୪ ଗୋଟି ଥାନା ରେ ବିଜେପି…
କୋଣାର୍କ:-25/07/2025ବଳଙ୍ଗା ନାଁ ବଳିକା ପୋଡ଼ି ଘଟଣା ୫ଦିନ ବିତିବା ପରେ ନିମାପଡ଼ା ନିର୍ବାଚନ ମଣ୍ଡଳୀ ର ବଳଙ୍ଗା, ନିମାପଡ଼ା, ଗୋପ ଚାରିଛକ ଅଞ୍ଚଳ ର କାନ୍ଥ, ବାଡ଼ ଓ ବ୍ରିଜ ରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଖୋଜ କୁ ନେଇ ଲାଗିଥିଲା ପୋଷ୍ଟର। କିଏ ମାରିଲା ପୋଷ୍ଟର, କାହିଁକି!-->…
ଏଣିକି ଓଡ଼ିଆରେ ପାଠ ପଢ଼ିବେ +୨ ବିଜ୍ଞାନ ଛାତ୍ରଛାତ୍ରୀ
ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ-୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି!-->…
ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର
ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁର ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ଓ ଭୁନେଶ୍ବରର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି । ଯାଞ୍ଚ ବେଳେ ମିଳିଛି ନଗଦ ୩ ଲକ୍ଷ ୫୦ ହଜାର ଟଙ୍କା । ଜୟପୁର ପିଆର ପେଟାରେ ଥିବା ପୈତୃକ ଘର, ଗୋଲଡେନ ହାଇଟ ଆପାର୍ଟମେଂଟରେ!-->…
ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ
ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ!-->…
ଛତିଶଗଡର ତିନୋଟି ଜିଲ୍ଲାରେ ମୋଟ ୨୮ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ତିନୋଟି ଜିଲ୍ଲାରେ ମୋଟ ୨୮ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାଯାଇଛି । ଦନ୍ତେୱାଡା ପୋଲିସ ଏବଂ CRPF ଜବାନଙ୍କ ପ୍ରୟାସରେ ଏହି ସଫଳତା ମିଳିଛି । ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ସୁକୁମା ଜିଲ୍ଲାର ଜାଗରକୋଣ୍ଡା ଓ ଚିନ୍ତଲନାଡ ଅଞ୍ଚଳରେ!-->…