Browsing Category
ଆଜିର ଖବର
ଆଜି ବଙ୍ଗୋପସାଗରରେ ଲଘୁଚାପ; ୨ ଜିଲାକୁ ରେଡ୍ ଆଲର୍ଟ
ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଗୁରୁବାର ମୟୂରଭଞ୍ଜ,!-->…
ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା
ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ । ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କୁମ୍ଭୀର ପ୍ରଜନନ ପାଇଁ!-->…
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରେ ଥିବା ଛୋଟ ବଡ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ପାଇଁ ନିର୍ଦ୍ଦେଶ
ପ୍ରଭୁ ଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଟ୍ରାଫିକ ସମସ୍ୟାକୁ ଦୂର କରିବା ପାଇଁ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମନ୍ଦିର ଚତୁଃପାର୍ଶ୍ୱର ରାସ୍ତା ଉନ୍ନତିକରଣ କାର୍ଯ୍ୟ ପାଇଁ!-->…
ସୌମ୍ୟାଶ୍ରୀ ଜଳିବା ସମୟରେ ସିସିଟିଭି ଫୁଟେଜରେ ଦେଖାଯାଉଥିବା ୨ ଝିଅ କିଏ?
FM କଲେଜ୍ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା। ଯାହାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ଘଟଣାକୁ ପାଖାପାଖି ୧୩ ଦିନ ବିତିଗଲାଣି ହେଲେ ପ୍ରକୃତ ଘଟଣା ଉପରୁ ପରଦା ଉଠିିପାରୁନି। ଘଟଣା ଘଟିବା ସମୟରେ ସୌମ୍ୟାଶ୍ରୀଙ୍କ ଦେହରେ ନିଆଁ ଲାଗିଥିବା ସମୟରେ ସେ କିପରି ଏଣେତେଣେ ଦୌଡୁଥିଲେ ତାର ଏକ ସିସିଟିଭି!-->…
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଏନେଇ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ୍ଭୋକେଟ ଜେନେରାଲ। ଏହି ନିଯୁକ୍ତିକୁ ଓଡିଶା ବିଶ୍ଵବିଦ୍ୟାଳୟ ଅଧିନିୟମ, ୧୯୮୯ର ଉଲ୍ଲଙ୍ଘନ ବୋଲି ଦର୍ଶାଇ ରୁଜୁ ଜନସ୍ୱାର୍ଥ!-->…
ନାରୀଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା: ଉପ-ମୁଖ୍ୟମନ୍ତ୍ରୀ
କର୍ମ କ୍ଷେତ୍ରରେ ମହିଳାଙ୍କ ଉପରେ ଯୌନ ନିର୍ଯାତନା ନେଇ ଲୋକସେବା କର୍ମଚାରୀଙ୍କ ପାଇଁ କର୍ମଶାଳା । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଆୟୋଜିତ ହେଲା ପ୍ରଥମ କର୍ମଶାଳା । କେମିତି ରୋକି ହେବ ଯୌନ ନିର୍ଯାତନା, ଲୋକସେବା ଭବନ ବୈଠକରେ ସାମିଲ ହେଲେ ପୁରୁଷ ଓ ମହିଳା କର୍ମଚାରୀ ।ଝିଅ ପୁଅ!-->…
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ
ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବ ତାକୁ ନେଇ!-->…
ପୁଣି ସୁନା ଦର ଟପିଲା ଲକ୍ଷେ ୨ହଜାର
ସୁନା ଦାମ୍ ଦିନକୁ ଦିନ ବଢିବାରେ ଲାଗିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨,୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୩ ,୮୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୨,୩୩୦ ଟଙ୍କା ରହିଥିବା ବେଳେ!-->…
କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
କଟକ ଜିଲ୍ଲାର ପ୍ରାୟ ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ଲାଗି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ମୁତାବକ ୪୮ ଘଣ୍ଟା ମଧ୍ୟରେ ସମସ୍ତ କଲେଜ ICC ରିପୋର୍ଟ ଦେବାକଥା । ତେବେ କିଛି କଲେଜ ଉକ୍ତ ନିର୍ଦ୍ଦେଶ ପାଳନ କରିଥିବା ବେଳେ ପାଖାପାଖି ୨୧୦ ଟି!-->…
୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
ଚର୍ଚ୍ଚାରେ ପୁଣି ବାଲେଶ୍ୱର ଜିଲ୍ଲା । ଫକୀରମୋହନ ଛାତ୍ରୀ ମୃତ୍ୟୁ ଘଟଣା ସମସ୍ତଙ୍କ ମନରୁ ଲିଭିନଥିବା ବେଳେ ଆଉ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି । ୭ ବର୍ଷର ନାବାଳିକାକୁ ସମ୍ପର୍କୀୟ ଜେଜେବାପା ଦୁଷ୍କର୍ମ କରିଥିବା ଅଭିଯୋଗ । ଅଭିଯୁକ୍ତ ଜେଜେବାପା ଥାନାରେ ଅଟକ । ତେବେ ଗତ!-->…
ଆସନ୍ତାକାଲି ୪ ଘଣ୍ଟା ବନ୍ଦ ମହାପ୍ରଭୁଙ୍କ ଦର୍ଶନ
ଆସନ୍ତାକାଲି ଅର୍ଥାତ ୨୪ ତାରିଖ ଗୁରୁବାର ଦିନ ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ଚିତାଲାଗି ଅମାବାସ୍ୟା ନୀତି ଯୋଗୁଁ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ।ଚିତାଲାଗି ଅମାବାସ୍ୟା ଓଡ଼ିଶାର!-->…
ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ମିଳିଲା ଅନୁମୋଦନ
ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ମିଳିଲା ଅନୁମୋଦନ। ମାମଲାର ଶୁଣାଣି ପାଇଁ ସ୍ଥାପନ ହେବ ନୂଆ କୋର୍ଟ। ୨୩ ଜିଲ୍ଲାରେ ସ୍ଥାପନ ହେବ ଏହି ୫୬ଟି ନୂଆ କୋର୍ଟ। ମୟୂରଭଞ୍ଜରେ ସର୍ବାଧିକ ୧୩ଟି କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର,!-->…