Browsing Category

ଆଜିର ଖବର

୩ଦଫା ଦାବି ନେଇ ଜ଼ିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ

ଜଗତସିଂହପୁର ତା =22/7/25ଜଗତସିଂହପୁର ଜ଼ିଲ୍ଲା ଦଳିତ ବିକାଶ ପରିଷଦ ପକ୍ଷରୁ ୩ ଦଫା ଦାବି ନେଇ ଜ଼ିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି |ମୁଖ୍ୟ ଦାବି ଗୁଡିକ ମଧ୍ୟ୍ୟ ରେ ଆଳିପିଙ୍ଗଳ ଠାରେ ଜ଼ିଲ୍ଲା ପ୍ରଶାସନ ଦ୍ୱାରା ବେଆଇନି ଭାବେ ବିସ୍ଥାପିତ ହୋଇଥିବା ଷୋହଳ ଦଳିତ ପରିବାର ଙ୍କୁ

ରାମ ମନ୍ଦିର ପରିସରରେ ସନାତନ ଓ ହିନ୍ଦୁ ଧର୍ମର ସତସଙ୍ଗ ଓ ପ୍ରବଚନ କାର୍ଯ୍ୟକ୍ରମ

ଗଣିଆ (,ବିଶ୍ୱରଂଜନ ସେଠି) ମଙ୍ଗଳବାର ଦିନ ଗଣିଆ ରାମ ମନ୍ଦିର ପରିସରରେ ଠାକୁର ଶ୍ରୀ ଶ୍ରୀ କେଶବ ଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଭ୍ରତୃତ୍ୱ ଦିବ୍ୟାତ୍ମା ପରିଷଦ ଅଚ୍ୟୁତ ଗୁପ୍ତ ବ୍ରହ୍ମ ସଂଘ କ୍ଷିତିଜ୍ୟୋତିଃ ଆଶ୍ରମ ମାହାଙ୍ଗା କଟକଙ୍କ ଦଶପଲା ସ୍ୱତନ୍ତ୍ର ଶାଖା ଆନୁକୂଲ୍ୟରେ

ଓଡ଼ିଶା ବନ୍ଦ ଆନ୍ଦୋଳନ ପାଇଁ କଂଗ୍ରେସ ଓ ବିଜେଡିକୁ ହାଇକୋର୍ଟଙ୍କ ନୋଟିସ

ବାଲେଶ୍ଵର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଳିଯିବା ଘଟଣାକୁ ନେଇ ରୁଜୁ ମାମଲାରେ ହାଇକୋର୍ଟରେ ଆଜି ଆଡ଼ଭୋକେଟ ଜେନେରାଲ ପକ୍ଷ ରଖିଥିଲେ । କ୍ରାଇମବ୍ରାଞ୍ଚ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ । ଅପରପକ୍ଷରେ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ ବେଜେଡି

ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସୃଷ୍ଟି, ୨୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା

ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।୨୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ସତର୍କ କଲା ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ୟେଲୋ

ଆଜି ହେଉଛି ‘ବିଶ୍ୱ ମସ୍ତିଷ୍କ ଦିବସ’

ଆଜି ହେଉଛି 'ବିଶ୍ୱ ମସ୍ତିଷ୍କ ଦିବସ' । ମସ୍ତିଷ୍କ ସ୍ୱାସ୍ଥ୍ୟ ଏବଂ ସ୍ନାୟୁଗତ ରୋଗ ବିଷୟରେ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଜୁଲାଇ 22 ତାରିଖରେ 'ବିଶ୍ୱ ମସ୍ତିଷ୍କ ଦିବସ' ପାଳନ କରାଯାଏ । ଚଳିତବର୍ଷର ବିଷୟବସ୍ତୁ ରହିଛି "ସମସ୍ତ ବୟସର ଲୋକଙ୍କ ପାଇଁ ମସ୍ତିଷ୍କ

ନାଣ୍ଡୁ ବାବୁଙ୍କ ଯାତ୍ରାମଞ୍ଚରେ ଜିଅନ୍ତା ସାପକୁ ନେଇ ବିବାଦ

ଯାଜପୁର ଜିଲ୍ଲାର ଚଣ୍ଡୀଖୋଲରେ ତୁଳସୀ ଗଣନାଟ୍ୟ ଦଳର ‘ଏଇ ବୋଧେ ଶେଷ ଦେଖା’ ନାଟକର ରିହର୍ସାଲ ସମୟରେ ଅଭିନେତା ଶୁଭମ ଏକ ଜୀଅନ୍ତା ଅଜଣା ସାପକୁ ହାତରେ ଧରି ଅଭିନୟ କରୁଥିବା ଭିଡିଓ ଭାଇରାଲ ହେବା ପରେ ବିବାଦ ସୃଷ୍ଟି ହୋଇଛି। ନିଜ ଅଭିନୟ ଦ୍ୱାରା ଅଭିନେତ୍ରୀ ଓ ଅନ୍ୟ ଅଭିନେତାଙ୍କୁ ସାପ

ସବୁ ପଞ୍ଚାୟତରେ ହେବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର

କଟକ ବଡ଼ ମେଡିକାଲ, କ୍ୟାପିଟାଲ ହସ୍ପିଟାଲ ଭଳି ବଡ଼ ଡାକ୍ତରଖାନା ଗୁଡ଼ିକରେ ଭିଡ଼ କମାଇବାକୁ ସରକାର ସ୍ୱତନ୍ତ୍ର ଯୋଜନା କରୁଛନ୍ତି । ଏ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେସ ମହାଲିଙ୍ଗ ସୂନା ଦେଇଛନ୍ତି । ସବୁ ଗ୍ରାମ ପଞ୍ଚାୟତରେ ଆୟୁଷମାନ ଆରୋଗ୍ୟ ମନ୍ଦିର ହେବ। ପ୍ରାଇମେରୀ ହେଲଥ ସେଣ୍ଟର ପରି

ରାଜ୍ୟର ସବୁ ଚାଷୀଙ୍କ ହେବ ଇ- କେୱାଇସି-ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ରାଜ୍ୟର ସମସ୍ତ ଚାଷୀଙ୍କର ହେବ ଇ- କେୱାଇସି । ଯାହା ଦ୍ୱାରା ନକଲି ଚାଷୀ ଧରାପଡିବେ । ଅଗଷ୍ଟ ୨୦ ତାରିଖ ଯାଏଁ ପଞ୍ଜୀକରଣ ଚାଲିବ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ ପାତ୍ର କହିଛନ୍ତି, “ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ ସମୟରେ ଚାଷୀମାନଙ୍କର

କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

କୋରାପୁଟ ଜିଲା କୋଟିଆକୁ ନେଇ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଅଞ୍ଚଳକୁ ଖବଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‍ ସେବା । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା ।କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଓଡ଼ିଶାରେ ଖଣିଜ ସମ୍ପଦର ବିକାଶ ଓ ରାଜ୍ୟର ଅର୍ଥନୀତିକୁ ମଜବୁତ କରିବା ଲାଗି ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଉଛନ୍ତି।ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର ଆସିବା ପରେ ଗୋଟିଏ ବର୍ଷରେ ୮ଟି ଖଣି ନିଲାମ

ଡିଏଫଓଙ୍କ ପାଖରେ ଲକ୍ଷ ଲକ୍ଷ ଟଙ୍କା ଆଉ ଗଦା ଗଦା ପ୍ଲଟ୍‌

ଶେଷରେ ଗିରଫ ହେଲେ କେନ୍ଦୁଝର DFO ନିତ୍ୟାନନ୍ଦ ନାୟକ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ବାନ୍ଧିଲା ଭିଜିଲାନ୍ସ । ଗତ ତିନି ଦିନ ଧରି ରେଡ୍ କରିଥିଲା ଭିଜିଲାନ୍ସ । । ଅନୁଗୁଳ ଛେଣ୍ଡିପଦାରେ ତାଙ୍କର ଆଉ ଏକ ଫାର୍ମ ହାଉସ ଠାବ ହୋଇଛି । ୩ ଏକର ଜମିରେ ଥିବା ଫାର୍ମ ହାଉସର ମୂଲ୍ୟ ୬୦

ଭାଙ୍ଗିଲା ସବୁ ରେକର୍ଡ । ପୁଣି ବଢିଲା ସୁନା ଦାମ୍‌

ଭାଙ୍ଗିଲା ସବୁ ରେକର୍ଡ । ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ପୁଣି ଲକ୍ଷେ ଟଙ୍କା ଅତିକ୍ରମ କରିବା ସହ ନିୟମିତ ବଢୁଛି ଦାମ୍‌ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧.୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ,୮୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ