Browsing Category
ଆଜିର ଖବର
ଭାଙ୍ଗିଲା ସବୁ ରେକର୍ଡ । ପୁଣି ବଢିଲା ସୁନା ଦାମ୍
ଭାଙ୍ଗିଲା ସବୁ ରେକର୍ଡ । ହୁ ହୁ ହୋଇ ବଢି ଚାଲିଛି ସୁନା ଦର । ପୁଣି ଲକ୍ଷେ ଟଙ୍କା ଅତିକ୍ରମ କରିବା ସହ ନିୟମିତ ବଢୁଛି ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୧.୨୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୨ ,୮୫୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ!-->…
ବିଶ୍ୱର ସବୁଠାରୁ ଛୋଟ ଜରୁରୀକାଳୀନ ହସ୍ପିଟାଲ ଯାହାର ନାଁ ଭୀଷ୍ମ କ୍ୟୁବ୍
ରୋଗୀ ଡାକ୍ତରଖାନା ଆସିବନି, ଏଣିକି ଡାକ୍ତରଖାନା ପହଂଚିବ ରୋଗୀଙ୍କ ପାଖରେ । ଦୁର୍ଘଟଣା ବା ପ୍ରାକୃତିକ ବିପର୍ଯ୍ୟୟ ଯେଉଁଠି ଘଟୁ ନା କାହିଁକି ସେଠି ପହଂଚିଯିବ ଏହି ଡ଼ାକ୍ତରଖାନା । ମାତ୍ର ୮ରୁ ୧୦ ମିନିଟରେ ଯୋଗାଇଦେବ ଚିକିତ୍ସା ସେବା । ଏମ୍ସର 'ଭୀଷ୍ମ କ୍ୟୁବ୍'। ବିଶ୍ଵର ସବୁଠୁ ଛୋଟ!-->…
ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗଲେ ମନମୋହନ। ଦିଲ୍ଲୀରେ ଶୀର୍ଷ ନେତାଙ୍କୁ ମନମୋହନ ଭେଟି ପାରନ୍ତି । ସଭାପତି ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଆଗକୁ କିଛି ମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇ ପାରନ୍ତି। ମନମୋହନଙ୍କ ସହ ସଂଗଠନ ସାଧାରଣ ସମ୍ପାଦକ!-->…
ପୁରୀ : ଯୁବତୀଙ୍କ ସହ ଦୁର୍ବ୍ୟବହାର ଅଭିଯୋଗରେ ଧରାପଡ଼ିଲେ ୨ ଯୁବକ
ପୁରୀ ସଦର ଥାନାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସଦର ଥାନା ଅନ୍ତର୍ଗତ କଣ୍ଠପୁର ଅଞ୍ଚଳରେ ୩ ଭଉଣୀ ଘରଠାରୁ ଅଢ଼େଇ କିମି ଦୂରରେ ଥିବା ମନ୍ଦିର ଦର୍ଶନ କରିବାକୁ ଯାଇଥିବା ସମୟରେ କଣ୍ଠପୁର ପାଖରେ ଥିବା ବସ୍ଷ୍ଟାଣ୍ଡ ପାଖରେ ୬ଜଣ ଦୁର୍ବୃତ୍ତ ମଦ୍ୟପାନ କରୁଥିଲେ । ମନ୍ଦିର ଦର୍ଶନ ସାରି!-->…
ଏବେ ସିବିଏସ୍ଇ ସ୍କୁଲ୍ରେ ସିସିଟିଭି ବାଧ୍ୟତାମୂଳକ କରାଯାଇଛି
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପକ୍ଷରୁ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ନିୟମାବଳୀ ଜାରି କରାଯାଇଛି। ନିର୍ଦେଶାବଳୀ ଅନୁସାରେ, ସିବିଏସ୍ଇ ଅନୁବନ୍ଧିତ ସମସ୍ତ ବିଦ୍ୟାଳୟରେ ହାଇ-ରିଜୋଲ୍ୟୁସନ ସିସିଟିଭି କ୍ୟାମେରା ସ୍ଥାପନ!-->…
ଯାଜପୁର ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ- ମୁହଁ ଖୋଲିଲେ ପୀଡିତାଙ୍କ ମା
ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି। ୨ଜଣ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକାଙ୍କ ଅଭିଯୋଗ ହୋଇଛି। ଅଭିଯୁକ୍ତ ହକି କୋଚ ଓ ସହଯୋଗୀ ରାସ୍ତାରୁ ଉଠାଇ ନେଇ ଲଜରେ ରଖି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଗତ!-->…
ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ହେଲା ସ୍କିନ୍ ଟ୍ରାନ୍ସପ୍ଲାଣ୍ଟ
ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି ବଳଙ୍ଗା ପୀଡ଼ିତା । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଛନ୍ତି । ଗତକାଲି ତାଙ୍କର ସ୍କିନ୍ ଟ୍ରାନ୍ସପ୍ଲାଣ୍ଟ ହୋଇଛି । ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଛି । ଏବେ ମଧ୍ୟ ତାଙ୍କୁ ଅକ୍ସିଜେନ ସହାୟତାରେ ରଖାଯାଇଛି । ଉଭୟ ବିଜେଡି ଓ!-->…
ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ
ମାଲକାନଗିରିରେ ଲଜ୍ଜା । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ପୀଡିତା ନାବାଳିକାଙ୍କ ପରିବାର ପକ୍ଷରୁ ମାଲକାନଗିରି ସଦର ଥାନାରେ ଲିଖିତ ଭାବେ ଅଭିଯୋଗ କରିଛନ୍ତି । ମାଲକାନଗିରି ସଦର ଥାନା ଅଞ୍ଚଳର ନାବାଳିକା ଜଣଙ୍କ ଗତକାଲି ସନ୍ଧ୍ୟାରେ ନିଜ ସାଙ୍ଗର ଜନ୍ମ!-->…
ଜଗଦୀପ ଧନଖର କାହିଁକି ଦେଲେ ଇସ୍ତଫା ନା ବିଦା ହେଲେ
୨୦୨୨ ଅଗଷ୍ଟ ୧୧ରେ ଭାରତର ୧୪ତମ ଉପରାଷ୍ଟ୍ରପତି ହୋଇଥିବା ଜଗଦୀପ ଧନଖଡ଼ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଏହା ପଛରେ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଛନ୍ତି । ଜଗଦୀପ ଧନଖଡ଼ ଜଣେ ପ୍ରଖ୍ୟାତ ଓକିଲ ଏବଂ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ । ଜଗଦୀପ ଧନଖଡ ବିରୋଧୀ ଦଳର ମାର୍ଗାରେଟ!-->…
ଖୁବଶୀଘ୍ର ରାଜ୍ୟରେ ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ
ଖୁବଶୀଘ୍ର ରାଜ୍ୟରେ ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ । ଅଚନାକ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ବଢିଲା ଚର୍ଚ୍ଚା । ପ୍ରାୟ ୨୦ ମିନିଟ ଧରି ବିଭିନ୍ନ ପ୍ରସଙ୍ଗରେ ହେଲା ଆଲୋଚନା । ଅନ୍ୟପଟେ ରାଜ୍ୟପାଳ ହରିବାବୁ କମ୍ଭମପାଟି ରାଜ୍ୟ ଆଇନ ମନ୍ତ୍ରୀ!-->…
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର।
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଦେଲେ ଇସ୍ତଫା ରାଷ୍ଟ୍ରପତିଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର।
ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ
ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ, ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି । ଆସନ୍ତା ୨୭ ତାରିଖ ସଂଧ୍ୟାରେ ସାହିତ୍ୟ ସମାଜର ୧୨୩ତମ ବାର୍ଷିକ ଉତ୍ସବରେ ଶ୍ରୀ!-->…