Browsing Category
ଆଜିର ଖବର
ଜଗଦୀପ ଧନଖର କାହିଁକି ଦେଲେ ଇସ୍ତଫା ନା ବିଦା ହେଲେ
୨୦୨୨ ଅଗଷ୍ଟ ୧୧ରେ ଭାରତର ୧୪ତମ ଉପରାଷ୍ଟ୍ରପତି ହୋଇଥିବା ଜଗଦୀପ ଧନଖଡ଼ ସୋମବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଏହା ପଛରେ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଛନ୍ତି । ଜଗଦୀପ ଧନଖଡ଼ ଜଣେ ପ୍ରଖ୍ୟାତ ଓକିଲ ଏବଂ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ । ଜଗଦୀପ ଧନଖଡ ବିରୋଧୀ ଦଳର ମାର୍ଗାରେଟ!-->…
ଖୁବଶୀଘ୍ର ରାଜ୍ୟରେ ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ
ଖୁବଶୀଘ୍ର ରାଜ୍ୟରେ ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ । ଅଚନାକ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ବଢିଲା ଚର୍ଚ୍ଚା । ପ୍ରାୟ ୨୦ ମିନିଟ ଧରି ବିଭିନ୍ନ ପ୍ରସଙ୍ଗରେ ହେଲା ଆଲୋଚନା । ଅନ୍ୟପଟେ ରାଜ୍ୟପାଳ ହରିବାବୁ କମ୍ଭମପାଟି ରାଜ୍ୟ ଆଇନ ମନ୍ତ୍ରୀ!-->…
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର।
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଦେଲେ ଇସ୍ତଫା ରାଷ୍ଟ୍ରପତିଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର।
ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ
ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ, ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି । ଆସନ୍ତା ୨୭ ତାରିଖ ସଂଧ୍ୟାରେ ସାହିତ୍ୟ ସମାଜର ୧୨୩ତମ ବାର୍ଷିକ ଉତ୍ସବରେ ଶ୍ରୀ!-->…
କିନ୍ନଲେ ଏବଂ କୋକାକୋଲା କମ୍ପାନୀ ବିରୁଦ୍ଧରେ ସିଂହଦ୍ୱାର ଥାନା ରେ ଏତଲା।
ପୁରୀ ଜିଲ୍ଲା ଆପ ସଭାପତି ଶ୍ରୀ ସଂଜୀବ ମହାନ୍ତି ଆଜି ସିଂହଦ୍ୱାର ଥାନା ରେ ଏତଲା ଦାୟର କରିଛନ୍ତି କି କୋକା କୋଲା କମ୍ପାନୀ ୨୦୨୫ରଥଯାତ୍ରା ସମୟରେ କିନ୍ନଲେ ପାଣି ବୋତଲ ରେ ସଂକୀର୍ତ୍ତନ ର ଲେବଲ ଦୃଶ୍ୟ ଲଗାଇ ପାଣି ବୋତଲ କୁ ବିକ୍ରୟ ଉଦ୍ଧେଶ୍ୟରେ କମ୍ପାନୀ ତରଫରୁ ପୁରୀ ସହିତ ଅନ୍ୟାନ୍ୟ…
ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ
ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରୁଥିବା ଦୋକାନୀଙ୍କ ଉପରେ ସରକାର ନେବେ କଠୋର କାର୍ଯ୍ୟାନୁଷ୍ଠାନ ।ପେଟ୍ରୋଲ ପମ୍ପ ମାଲିକ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା । ଖୁଚୁରା ଭାବେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ!-->…
ଗୁଣ୍ଡୁରୀବାରି ଗ୍ରାମରେ ଗ୍ରହରାଜ ଶନିଦେବଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ ପାଳିତ
ଗଣିଆ, ( ବିଶ୍ୱରଂଜନ ସେଠି) ନୟାଗଡ଼ ଜିଲା ଗଣିଆ ବ୍ଳକ ଅନ୍ତର୍ଗତ କରଡ଼ାପଡ଼ା ପଂଚାୟତର ଗୁଣ୍ଡୁରିବାରୀ ଗ୍ରାମରେ ନୂତନ ଶନି ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି । ଗ୍ରାମବାସୀଙ୍କ ପ୍ରେରଣା ତଥା ପ୍ରଚେଷ୍ଟାରେ ଗ୍ରାମର ପ୍ରତ୍ୟେକ ଗୃହ ସମ୍ମୁଖରେ ଲିପାପୋଛା କରି ସୁସଜ୍ଜିତ…
ଅବତରଣ ବେଳେ ରନୱେରୁ ଖସିଲା ଏୟାର ଇଣ୍ଡିଆ ବିମାନ
ଅହମଦାବାଦରେ ହୋଇଥିବା ଏୟାର ଇଣ୍ଡିଆ ବିମାନ ବିସ୍ଫୋରଣ ଘଟଣାକୁ ମାସେ ବିତିଛି। ଏହି ସମୟ ମଧ୍ୟରେ ଏୟାର ଇଣ୍ଡିଆର ଅନେକ ବିମାନ ଯାନ୍ତ୍ରିକ ତ୍ରୁଟି ବା ଅନ୍ୟ କାରଣ ପାଇଁ ଜରୁରୀକାଳିନ ଅବତରଣ କରିଛି।ଏହି ଦୁର୍ଘଟଣାରେ ବିମାନର ତିନୋଟି ଟାୟାର ଫାଟି ଯାଇଛି। ଆଶ୍ୱସ୍ତିର କଥା ହେଉଛି ଯେ!-->…
ଯାଜପୁରରେ ବଡ଼ କାଣ୍ଡ ।ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ ଗଣଦୁଷ୍କର୍ମ
ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି। ୨ଜଣ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକାଙ୍କ ଅଭିଯୋଗ ହୋଇଛି। କୋଚ ଏବଂ ସହେଯାଗୀ ନାବାଳିକାକୁ ରାସ୍ତାରୁ ଉଠାଇ ନେଇ ଲଜରେ ଦୁଶ୍କର୍ମ କରିଥିବା ଅଭିଯୋଗ ହୋଇଛି । ଗତ ୩ ତାରିଖ!-->…
ଏବେବି ଦଲାଲ ମୁକ୍ତ ହୋଇନି ରେଜେଷ୍ଟ୍ରି ଅଫିସ- ରାଜସ୍ୱ ମନ୍ତ୍ରୀ
ରେଜେଷ୍ଟ୍ରି ଅଫିସ୍ ଦଲାଲ ମୁକ୍ତ ହୋଇନି। କଟକ ଆଇଜିଆର ଅଫିସ୍କୁ ସରପ୍ରାଇଜ୍ ଭିଜିଟ୍ ବେଳେ ଏଆଇ କଣ୍ଟ୍ରୋଲ ରୁମ୍ରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଆଖିରେ ଏଭଳି ଏକ ଘଟଣା ଧରା ପଡ଼ିଛି। ବିଭିନ୍ନ ରେଜିଷ୍ଟ୍ରି ଅଫିସ୍କୁ କିଛି ଲୋକ ବାରମ୍ବାର ଆସୁଛନ୍ତି।ସେମାନଙ୍କ ଉଦ୍ଦେଶ୍ୟ ମହତ୍!-->…
ଥାନାରେ ବିଷ ପିଇଲେ ଯୁବତୀ
ନୟାଗଡ଼ ଜିଲ୍ଲା ଇଟାମାଟି ଥାନାରେ ଘଟିଛି ଅଘଟଣ । ଆଜିକାଲି ଲୋକଙ୍କ ମଧ୍ୟରେ ପ୍ରାଣହାରିବା ମାମଲା ବଢିବାରେ ଲାଗିଛି। ଅତ୍ୟଧିକ ଚିନ୍ତା ଏବଂ ଚାପଗ୍ରସ୍ତ ପାଇଁ ଲୋକେ ଏଭଳି ପଦକ୍ଷେପ ନେଉଛନ୍ତି। ତେବେ ବର୍ତ୍ତମାନ ଏଭଳି ଏକ ପ୍ରାଣ ହାରିବା ମାମଲା ସାମ୍ନାକୁ ଆସିଛି।ସୂଚନା ଅନୁସାରେ, ସ୍ଥାନୀୟ!-->…
ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ: ୨ ଗ୍ରାମବାସୀଙ୍କୁ କଲେ ନିର୍ମମ ହତ୍ୟା
କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନଫର୍ମର ସନ୍ଦେହ ଏହି ହତ୍ୟାକାଣ୍ଡ କରିଛନ୍ତି!-->…