Browsing Category

ଆଜିର ଖବର

ମଝି ସମୁଦ୍ରରେ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁଲେ ଯାତ୍ରୀ

ଇଣ୍ଡୋନେସିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ସେଥିରେ ୩୦୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡିଛି । ନିଜ ଜୀବନ ବଞ୍ଚାଇବା ପାଇଁ ଜାହାଜରୁ ଅନେକ ଯାତ୍ରୀମାନେ ମଧ୍ୟ ଡେଇଁ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ

ରାଜ୍ୟରେ ମିଶ୍ରଣ ପରେ ଖୋଲିଲା ୪୬ ମିଶ୍ରଣ ସ୍କୁଲ

ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।ପୂର୍ବ ସରକାରଙ୍କ ସମୟରେ ଛାତ୍ରୀଛାତ୍ରଙ୍କ କମ୍‌ ଉପସ୍ଥାନ ଥିବା ରାଜ୍ୟର ପ୍ରାୟ ୭୭୫୧ଟି ବିଦ୍ୟାଳୟକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ କରାଯିବାକୁ ନିଷ୍ପତ୍ତି

ଦୁଷ୍କର୍ମ ଅଭିଯୋଗ- ଉଦିତ୍ ଙ୍କୁ ବିରୋଧରେ ଲାଗିଛି ୫ଟି ସଙ୍ଗୀନ ଦଫା

ଦୁଷ୍କର୍ମ ଅଭିଯୋଗରେ ଗିରଫ ହେବା ପରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ସସପେଣ୍ଡ କରାଯାଇଛି। NSUI ତାଙ୍କୁ ସସପେଣ୍ଡ କରାଯାଇଥିବା ସୂଚନା ଦେଇଛନ୍ତି NSUI ରାଷ୍ଟ୍ରୀୟ ସଭାପତି ବରୁଣ ଚୋଧୁରୀ। । ଛାତ୍ରୀଙ୍କୁ ପାନୀୟରେ ନିଶା ଦେଇ ଦୁଷ୍କର୍ମ ଅଭିଯୋଗ ହୋଇଥିଲା । ଉଦିତ ପ୍ରଧାନକୁ

ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ଜାଳିଦେବା ଘଟଣା: ୪୮ ଘଣ୍ଟା ପରେ ବି ପୁଲିସର ହାତ ଖାଲି

ପୁରୀ ଜିଲ୍ଲା ବଳଙ୍ଗାରେ ନାବାଳିକା ପୋଡ଼ି ଘଟଣାରେ ତଦନ୍ତକୁ ଜୋରଦାର କରିଛି ପୋଲିସ। ଏକାସଙ୍ଗେ ତିନିଟି ଟିମ୍ ଭିନ୍ନ ଭିନ୍ନ ସ୍ଥାନରେ ତଦନ୍ତ କରୁଛନ୍ତି । ଗୋଟିଏ ଟିମ୍ ପୀଡ଼ିତାଙ୍କ ଘରେ ପହଞ୍ଚିଥିବା ବେଳେ ଅନ୍ୟ ଏକ ଟିମ୍ ପୀଡ଼ିତାଙ୍କ ସାଙ୍ଗଙ୍କ ଘରେ ପହଞ୍ଚିଛି । ସେହିପରି ଆଉ ଏକ ଟିମ୍

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା: ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ

ଗତକାଲି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ରାତି ଅଧରେ ପ୍ରଶ୍ନପତ୍ର ପ୍ରଘଟ ଦର୍ଶାଇ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ଶିକ୍ଷକମାନେ ମର୍ମାହତ ହୋଇଛନ୍ତି। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ।ଏତେ ସଂଖ୍ୟକ ଶିକ୍ଷକ ପରୀକ୍ଷା

ଏନଏସି ସ୍ତରରେ ନିଯୁକ୍ତ ହେବେ ଖାଦ୍ୟ ନିରାପତ୍ତା ଅଧିକାରୀ !

ସହରରୁ ଗାଁ ପର୍ଯ୍ୟନ୍ତ ଅନେକ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। କେଉଁଠି ବାସି ଖାଦ୍ୟ ବିକ୍ରି ହେଉଛି ତ ପୁଣି କେଉଁଠି ଦୂଷିତ ପାଣି ବ୍ୟବହାର ଯୋଗୁଁ ଲୋକ ଝାଡ଼ାବାନ୍ତି ଭଳି ସ୍ବାସ୍ଥ୍ୟ ସମସ୍ୟା ଭୋଗୁଛନ୍ତି। ଏସବୁ ରୋକିବା ପାଇଁ ଖାଦ୍ୟ ନିରାପତ୍ତା ବିଭାଗ ରହିଛି। ବିଭାଗର ମାନବ ସମ୍ବଳ

ଗୋଟିଏ କନିଆକୁ ବାହା ହେଲେ ଦୁଇ ଭାଇ କିନ୍ତୁ ଏମିତି କଣ ପାଇଁ କଲେ ଜାଣନ୍ତୁ

ହିମାଚଳ ପ୍ରଦେଶରୁ ଏକ ଅଜବ ବିବାହ ଖବରରେ ଅଛି। ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଠାରେ ହାତୀ ଜନଜାତିର ଦୁଇ ଭାଇ ଜଣେ ମହିଳାଙ୍କୁ ବିବାହ କରିଛନ୍ତି, ଯାହାକୁ ପୁରୁଣା ବହୁପତି ବିବାହ ତଥା ସ୍ଥାନୀୟ ଭାଷାରେ ‘ଯୋଡିଦାରା’ କୁହାଯାଏ)।ଏହି ବିବାହ ବହୁପତି ପରମ୍ପରା

ବଙ୍ଗୋପସାଗରରେ ଆସିପାରେ ଆଉ ଏକ ଲଘୁଚାପ

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି।ଏହାଦ୍ବାରା ୨୩ ଓ ୨୪ ତାରିଖରେ ମୟୂରଭଞ୍ଜ,

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ରାଗିଂ ଅଭିଯୋଗ

ରେଭେନ୍‌ଶାର ଇଷ୍ଟ ହଷ୍ଟେଲରେ ରାଗିଂ ଅଭିଯୋଗରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇଷ୍ଟ୍ ହଷ୍ଟେଲ୍‌ରେ ରହୁଥିବା ୟୁଜି ପ୍ରଥମ ବର୍ଷର କିଛି ଛାତ୍ରଙ୍କୁ କିଛି ସିନିୟର୍ ଛାତ୍ର ରାଗିଂ କରିଥିବା ଅଭିଯୋଗକୁ ଆଧାର କରି କାର୍ଯ୍ୟନୁଷ୍ଠାନ । ବିଳମ୍ବିତ ରାତିରେ ଖବର

ପୁଣି ଆନ୍ଦୋଳନ ପାଇଁ ବିଜେଡିର ଚେତାବନୀ

ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ନେଇ ଜୋର ଧରିଲା ରାଜନୀତି । ବଳଙ୍ଗା ଥାନା ଘେରାଉ କଲେ ବିଜେଡି ନେତା ଓ କର୍ମୀ । ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରିବାକୁ ଜୋର ଧରିଛି ଦାବି । ମହିଳାଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଇସ୍ତଫା ଦାବି ମଧ୍ୟ

ଓଟିଇଟି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ସ୍ଥଗିତ

ଆଜି ସକାଳ ୯ଟାରେ ସ୍ପେଶାଲ୍ ଓଟିଇଟି ପେପର୍-୧ ଏବଂ ଦିନ ୨ଟାରେ ଥିଲା ଓଟିଇଟି ପେପର୍-୨ ପରୀକ୍ଷା । ଇନସର୍ଭିସ୍ ବା ଚାକିରିରେ ଥିବା ୭୫ ହଜାର ଶିକ୍ଷକ/ଶିକ୍ଷୟିତ୍ରୀ ଏହି ପରୀକ୍ଷା ଦେଇଥାନ୍ତେ  କିନ୍ତୁ ପରୀକ୍ଷା ପରିଚାଳନା କରୁଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ରାତି ଅଧରେ ପରୀକ୍ଷାକୁ

ସରକାରଙ୍କ ମନମୁଖୀ ଟି.ଜି.ଟି ପରୀକ୍ଷା କେନ୍ଦ୍ର ସ୍ଥାପନ ଯୋଗୁଁ ପରୀକ୍ଷା ଦେବାକୁ ଯାଇ ପାରିଲେନି ଅନେକ ପ୍ରାର୍ଥୀ

ବର୍ତ୍ତମାନ ଓଡ଼ିଶା ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ କରି ଆଶାୟୀ ପ୍ରାର୍ଥୀଙ୍କ ଠାରୁ ଦରଖାସ୍ତ ଆହ୍ଵାନ କରି ଶିକ୍ଷକ ନିଯୁକ୍ତି ନିମନ୍ତେ ପରୀକ୍ଷା କରାଉଥିବା ବେଳେ ଆଜି ରହିଥିଲା ଟି.ଜି.ଟି ନିଯୁକ୍ତିର ପରୀକ୍ଷା ଦିନ l ତେବେ ସରକାରଙ୍କ