Browsing Category

ଆଜିର ଖବର

ପେଟ୍ରୋଲରେ ୨୨-୩୦% ଇଥାନଲ୍‌ ମିଶ୍ରଣ ଲାଗି ଯୋଜନା କରୁଛନ୍ତି ସରକାର !

ଭାରତ ଏବେ ପେଟ୍ରୋଲରେ ଇଥାନଲର ମିଶ୍ରଣ ବୃଦ୍ଧି କରିବା ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି। ବିଦ୍ୟମାନ E20 ଯୋଜନାରୁ ଆଗକୁ ବଢ଼ି, ସରକାର E22, E25, E27, ଏବଂ E30 ଇନ୍ଧନ ମିଶ୍ରଣ ପାଇଁ ବୈଷୟିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି।ଏହାର ଅର୍ଥ ହେଉଛି, ଆଗାମୀ ଦିନରେ ପେଟ୍ରୋଲରେ ଯଥାକ୍ରମେ

ପିଏମ କିଷାନର ୨୩ତମ କିସ୍ତି କେବେ ଆସିବ ?

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା (PM-KISAN) ଲକ୍ଷ ଲକ୍ଷ ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଅପଡେଟ୍ |୧୩ ମାର୍ଚ୍ଚ, ୨୦୨୬ ରେ, ପ୍ରଧାନମନ୍ତ୍ରୀ ମୋଦୀ ଆସାମର ଗୌହାଟିରୁ ଏହି ଯୋଜନାର ୨୨ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଥିଲେ । ସେହି ସମୟରେ, ପ୍ରତ୍ୟକ୍ଷ ଲାଭ ସ୍ଥାନାନ୍ତର

ସେପ୍ଟେମ୍ବରରେ ଭାରତ ଆସିବେ ଭ୍ଲାଦିମିର ପୁଟିନ

ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସେପ୍ଟେମ୍ବର ୨୦୨୬ରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଗସ୍ତ କରିବେ। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ସେପ୍ଟେମ୍ବର 12 ଏବଂ 13 ତାରିଖରେ ନୂଆଦିଲ୍ଲୀରେ ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ।ଏହି

ଭୋଟିଂର ଦିନକ ପୂର୍ବରୁ ଓହରିଲେ ଟିଏମସି ପ୍ରାର୍ଥୀ ଜାହାଙ୍ଗୀର ଖାନ

ପଛଘୁଞ୍ଚା ଦେଲେ ମମତା ବାନାର୍ଜୀଙ୍କ ପୁଷ୍ପା ଜାହାଙ୍ଗିର ଖାନ। ଫାଲଟା ବିଧାନସଭା ଆସନରେ ମେ ୨୧ ତାରିଖରେ ପୁଣି ମତଦାନ ହେବ । କିନ୍ତୁ ନିର୍ବାଚନର ମାତ୍ର ୪୮ ଘଣ୍ଟା ପୂର୍ବରୁ ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଜାହାଙ୍ଗୀର ଖାନ ନିର୍ବାଚନ ମଣ୍ଡଳିରୁ ଓହରି ଯାଇଛନ୍ତି । ଜାହାଙ୍ଗୀର ଖାନ

କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ବଡ଼ ବୟାନ ; ସାର କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ

କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ବଡ଼ ବୟାନ । ଅନ୍ତର୍ଜାତୀୟ ସ୍ଥିତି ଯୋଗୁଁ ସାର ପାଇଁ ଦେଶରେ ଚିନ୍ତା ବଢିଛି । ନକଲି ପେଷ୍ଟିସାଇଡ୍‌ ବଜାରରେ ବିକ୍ରି ହେଉଛି । ସାର କଳାବଜାରୀ ହେଲେ କାହାକୁ ଛଡ଼ାଯିବନି ।ଏଥିପାଇଁ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ପୂର୍ବାଞ୍ଚଳ କୃଷି ସମ୍ମିଳନୀରେ

ସାରା ଦେଶରେ ମେଡ଼ିକାଲ ଷ୍ଟୋର (କେମିଷ୍ଟ) ଆସନ୍ତାକାଲି ଧର୍ମଘଟ କରିବେ

ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ୨୦ ମଇରେ ବନ୍ଦ ରହିବ ସମଗ୍ର ମେଡିସିନ ଦୋକାନ।ସଂଗଠନ କହିଛି ଯେ ଏହି ପ୍ରତିବାଦର ଲକ୍ଷ୍ୟ ନିୟାମକ ତୃଟିଗୁଡ଼ିକ ପ୍ରତି ଦୃଷ୍ଟି ଆକର୍ଷଣ କରିବା ଯାହା ଇ-ଫାର୍ମାସି ଏବଂ ତୁରନ୍ତ ଔଷଧ ବିତରଣ ପ୍ଲାଟଫର୍ମଗୁଡ଼ିକୁ ପର୍ଯ୍ୟାପ୍ତ ତଦାରଖ ବିନା କାର୍ଯ୍ୟ

ଡଲାର ଆଗରେ ଦୁର୍ବଳ ଟଙ୍କା , ଇତିହାସରେ ସର୍ବନିମ୍ନ ସ୍ତରକୁ ଖସିଲା ମୂଲ୍ୟ

ଇତିହାସରେ ସର୍ବକାଳୀନ ସର୍ବନିମ୍ନ ସ୍ତରରେ ଟଙ୍କା । ଆମେରିକୀୟ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ଖସିଛି । ୯୬ ଟଙ୍କା ୩୫ ପଇସାକୁ ଖସିଆସିଛି ଟଙ୍କାର ମୂଲ୍ୟ ।ସାମ୍ପ୍ରତିକ ସ୍ଥିତିରେ ଉପସାଗରୀୟ ଦେଶଗୁଡିକରୁ ତୈଳ ଯୋଗାଣ ସ୍ବାଭିବକ ହୋଇନାହିଁ। ଏହାମଧ୍ୟରେ ମିଳିତ ଆରବ ଏମିରେଟ୍ସ(ୟୁଏଇ)ର ଏକ

ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସ୍କୁଲ୍, ହସ୍ପିଟାଲ, ବସ୍‌ଷ୍ଟାଣ୍ଡରୁ ହଟିବେ ବୁଲା କୁକୁର

ବୁଲା କୁକୁର ସମସ୍ୟାକୁ ନେଇ ସୁପ୍ରିମକୋର୍ଟ ବଡ଼ ରାୟ ଦେଇଛନ୍ତି । ସାର୍ବଜନିନ ସ୍ଥାନରୁ ହଟିବେ ବୁଲା କୁକୁର ।ସୁପ୍ରିମକୋର୍ଟ କୁକୁର ପ୍ରେମୀଙ୍କ ଆବେଦନକୁ ଖାରଜ କରି ହସ୍ପିଟାଲ, ସ୍କୁଲ ଏବଂ ବସ୍ ଷ୍ଟେସନ ଭଳି ସାର୍ବଜନୀନ ସ୍ଥାନରୁ ବୁଲା କୁକୁରମାନଙ୍କୁ ହଟାଇବା ପାଇଁ ନଭେମ୍ବର ୨୦୨୫ରେ

ଆଜି ଓଡ଼ିଶାରେ ୫ଟି ରାଜ୍ୟର ଆଞ୍ଚଳିକ କୃଷି ସମ୍ମିଳନୀ ! ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

ଆଜି ସକାଳୁ ସକାଳୁ ଶ୍ରୀମନ୍ଦିରରେ ପହଞ୍ଚିଲେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନ । କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କୁ ମଧ୍ୟ

ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପାରିବାରିକ କଳହର ଉଗ୍ର ରୂପ। ୮୦ ବର୍ଷୀୟ ଶ୍ଵଶୁରଙ୍କ ଉପରକୁ ଗରମ ପାଣି ଓ ତେଲ ଛାଟିଦେଲା ବୋହୂ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ନାଉପାଳ କାଟେଣୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସୂଚନା ମୁତାବକ କୌଣସି ଏକ କଥାକୁ ନେଇ ଘରେ ଥିବା ବିଧବା ବହୁ କୁସ୍ମିତା ଭୂତିଆ ଗରମ ପାଣି ସହ ରିଫାଇନ

ଆଜି ପୁଣି ଖୋଲିବ କାଳିଆ ସାଆନ୍ତଙ୍କ ରତ୍ନଭଣ୍ଡାର

ଆଜି ପୁଣି ଖୋଲିବ ରତ୍ନଭଣ୍ଡାର। ଆଜି ମଧ୍ୟାହ୍ନ ଧୂପ ପରେ ଭିତର ଭଣ୍ଡାରକୁ ଯିବ ଟିମ୍ । ମୋଟ ଉପରେ ଏକାଦଶ ଦିନରେ ଓ ଭିତର ଭଣ୍ଡାରରେ ଷଷ୍ଠ ଦିନରେ ହେବ ରତ୍ନ ଗଣତି । ଚଳିତ ମାସରେ ୧୯, ୨୧, ୨୩, ୨୬, ୨୮, ୨୯ ଓ ୩୦ ତାରିଖରେ ହେବ ଭିତର ଭଣ୍ଡାରର ରତ୍ନ ଅଳଙ୍କାର ଗଣତିମଣତି କାର୍ଯ୍ୟ ।ପୂର୍ବରୁ

ପେଟ୍ରୋଲ-ଡିଜେଲ ମୂଲ୍ୟ ପୁଣି ବୃଦ୍ଧି : ଜାଣନ୍ତୁ ବର୍ତ୍ତମାନର ମୂଲ୍ୟ କେତେ?

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି ଥରେ ବୃଦ୍ଧି ଘଟିଛି । ଏହା ଗତ ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ମୂଲ୍ୟ ବୃଦ୍ଧି ପାଇଛି । ପେଟ୍ରୋଲର ମୂଲ୍ୟ ଲିଟର ପିଛା ୮୬ ପଇସା ବୃଦ୍ଧି ପାଇଛି, ଯେତେବେଳେ ଡିଜେଲର ମୂଲ୍ୟ ଲିଟର ପିଛା ୮୩ ପଇସା ବୃଦ୍ଧି ପାଇଛି।ଗତ ଫେବ୍ରୁଆରି ୨୮ ତାରିଖ ଠାରୁ