Browsing Category

ଆଜିର ଖବର

ପୁଣି ଆନ୍ଦୋଳନ ପାଇଁ ବିଜେଡିର ଚେତାବନୀ

ବଳଙ୍ଗା ନାବାଳିକା ପୋଡ଼ି ଘଟଣାକୁ ନେଇ ଜୋର ଧରିଲା ରାଜନୀତି । ବଳଙ୍ଗା ଥାନା ଘେରାଉ କଲେ ବିଜେଡି ନେତା ଓ କର୍ମୀ । ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରିବାକୁ ଜୋର ଧରିଛି ଦାବି । ମହିଳାଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଇସ୍ତଫା ଦାବି ମଧ୍ୟ

ଓଟିଇଟି ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ସ୍ଥଗିତ

ଆଜି ସକାଳ ୯ଟାରେ ସ୍ପେଶାଲ୍ ଓଟିଇଟି ପେପର୍-୧ ଏବଂ ଦିନ ୨ଟାରେ ଥିଲା ଓଟିଇଟି ପେପର୍-୨ ପରୀକ୍ଷା । ଇନସର୍ଭିସ୍ ବା ଚାକିରିରେ ଥିବା ୭୫ ହଜାର ଶିକ୍ଷକ/ଶିକ୍ଷୟିତ୍ରୀ ଏହି ପରୀକ୍ଷା ଦେଇଥାନ୍ତେ  କିନ୍ତୁ ପରୀକ୍ଷା ପରିଚାଳନା କରୁଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ରାତି ଅଧରେ ପରୀକ୍ଷାକୁ

ସରକାରଙ୍କ ମନମୁଖୀ ଟି.ଜି.ଟି ପରୀକ୍ଷା କେନ୍ଦ୍ର ସ୍ଥାପନ ଯୋଗୁଁ ପରୀକ୍ଷା ଦେବାକୁ ଯାଇ ପାରିଲେନି ଅନେକ ପ୍ରାର୍ଥୀ

ବର୍ତ୍ତମାନ ଓଡ଼ିଶା ସରକାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ କରି ଆଶାୟୀ ପ୍ରାର୍ଥୀଙ୍କ ଠାରୁ ଦରଖାସ୍ତ ଆହ୍ଵାନ କରି ଶିକ୍ଷକ ନିଯୁକ୍ତି ନିମନ୍ତେ ପରୀକ୍ଷା କରାଉଥିବା ବେଳେ ଆଜି ରହିଥିଲା ଟି.ଜି.ଟି ନିଯୁକ୍ତିର ପରୀକ୍ଷା ଦିନ l ତେବେ ସରକାରଙ୍କ

ମେରା ରାସନ ୨.୦: ନିଜ ମୋବାଇଲ୍ ଫୋନ୍‌କୁ ହିଁ ରାସନ କାର୍ଡ ଭାବରେ ବ୍ୟବହାର କରିପାରିବେ

ଡିଜିଟାଲ ଇଣ୍ଡିଆ ଅଭିଯାନରେ ଆଉ ଏକ ପାଦ ଆଗକୁ ବଢ଼ାଇ ଭାରତ ସରକାର 'ମେରା ରାସନ ୨.୦' ମୋବାଇଲ୍ ଆପ୍ଲିକେସନର ଶୁଭାରମ୍ଭ କରିଛନ୍ତି । ଏହି ଆପ୍ ଜରିଆରେ ରାସନ କାର୍ଡଧାରୀମାନେ ନିଜ ମୋବାଇଲ୍ ଫୋନ୍‌କୁ ହିଁ ରାସନ କାର୍ଡ ଭାବରେ ବ୍ୟବହାର କରିପାରିବେ ଏବଂ ଅନେକ ସୁବିଧାର ଲାଭ ଉଠାଇପାରିବେ ।

୭ କୋଟି ୩୫ ଲକ୍ଷ ଟଙ୍କା ବ୍ୟୟରେ ୨୨ଟି ଦୁଗ୍ଧ ପରିବହନ ଯାନର ଶୁଭାରମ୍ଭ

ବଢିବ ଦୁଗ୍ଧ ଚାଷୀଙ୍କ ଆୟ। ଗୁଜରାଟ ଓ ଉତ୍ତର ପ୍ରଦେଶ ମଡେଲ ଭଳି ହେବ ଓମଫେଡ ପ୍ଲାଣ୍ଟ। କାମଧେନୁ ଯୋଜନା ଅଧୀନରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ଓ ଗୋପାଳନର ବିକାଶ ପାଇଁ ରାଜ୍ୟ ସରକାର କରିଛନ୍ତି ବଡ଼ ପ୍ରୟାସ । କଟକ ଅରିଲୋ ଗୋବିନ୍ଦପୁର ସ୍ଥିତ ଓମଫେଡ ପ୍ଲାଣ୍ଟରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’

ଛାତ୍ରୀଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ପାଇଁ ଆସିଲା ନୂଆ ସ୍କିମ୍ । ଶକ୍ତି ଶ୍ରୀ ଯୋଜନା ଆଣିବେ ସରକାର । ଏହାଦ୍ବାରା ଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର ।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ

ବଳଙ୍ଗା ଅଞ୍ଚଳ ଘଟଣା: ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି

ପିପିଲିର ବଳଙ୍ଗାରେ ନାବାଳିକା ଜଳିଯିବା ଘଟଣାରେ ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନାବାଳିକାଙ୍କ ଉପରେ ଏଭଳି ଅତ୍ୟାଚାର ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ । ଆମ ସରକାର ଅତ୍ୟନ୍ତ ଗମ୍ଭୀରତାର ସହ ନେଇ କାର୍ଯ୍ୟାନୁଷ୍ଠାନ ନେବେ । ନ୍ୟାୟ ସୁନିଶ୍ଚିତ କରିବା ଆମର

ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର କହିଲେ AIIMS ନିର୍ଦ୍ଦେଶକ

ବଳଙ୍ଗା ପୀଡ଼ିତାଙ୍କ ସ୍ଥିତିକୁ ନେଇ ଭୁବନେଶ୍ବର ଏମ୍ସ ମୁଖ୍ୟ ଡାକ୍ତର ଆଶୁତୋଷ ବିଶ୍ବାସ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ତଥ୍ୟ । କହିଛନ୍ତି, ଝିଅର ଅବସ୍ଥା ସଙ୍କଟାପନ୍ନ ରହିଛି । ତା ଶରୀରର ୭୫ ଭାଗ ପୋଡ଼ିଯାଇଛି । ତେବେ ଶ୍ବାସନଳୀ ଏବଂ ଅନ୍ୟ ଅର୍ଗାନ ଗୁଡ଼ିକ କାର୍ଯ୍ୟ କରୁଛି କି ନା ତା ଉପରେ

ନାବାଳିକାକୁ ଜାଳିବା ଘଟଣା:  ପ୍ରଭାତୀ ପରିଡ଼ାଙ୍କ ବାସଭବନକୁ ଟମାଟୋ ମାଡ଼

ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ନାବାଳିକା ଜଣକ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇପଡିଥିବା ଅଭିଯୋଗ କରି

ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ଅଯଥା ଗହଳି କରିବାକୁ ମନା

ନିମାପଡ଼ା ବଳଙ୍ଗାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ନାବାଳିକା ପୋଡ଼ିଯିବା ଘଟଣା । ପୀଡ଼ିତାଙ୍କ ଶରୀର 70% ଜଳିଯାଇଥିବା ଏମ୍‌ସର ସୂଚନା । ଗୁରୁତର ନାବାଳିକା ବର୍ଣ୍ଣ ୟୁନିଟ୍‌ରେ ଚିକିତ୍ସାଧୀନ ରହିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରିବେ

ଦିବାଲୋକରେ ମହିଳାଙ୍କୁ ନିର୍ଯାତନା, କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର :  ବିରୋଧୀ ଦଳ ନେତା

ବଳଙ୍ଗା ବାୟାବରରେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଭଳି ଘଟଣା ଅତ୍ୟନ୍ତ ଉଦବେଗଜନକ ଓ ନିନ୍ଦନୀୟ । ଦିନ ଦିପହରରେ ହତ୍ୟା ଉଦ୍ୟମ ଘଟିଲା । FM କଲେଜ ଘଟଣାର କିଛି ଦିନ ପରେ ଏପରି ଘଟଣା ଘଟିଛି । ମାସେ ପୂର୍ବରୁ ଗୋପାଳପୁରରେ

ପିପିଲି ବଳଙ୍ଗାରେ ନାବାଳିକାଙ୍କୁ ପୋଡିବା ଘଟଣାରେ ଉଦ୍ଧାର କରିଥିବା ବ୍ୟକ୍ତି ଚାଞ୍ଚଲ୍ୟକର ବୟାନ

ବଳଙ୍ଗା ଛାତ୍ରୀ ପୋଡି ଘଟଣାରେ ଛାତିଥରା କଥା କହିଲେ ପ୍ରତ୍ୟକ୍ଷଦର୍ଶୀ । ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ, ଝିଅଟି ଜଳନ୍ତା ଅବସ୍ଥାରେ ଦୌଡି ଦୌଡି ଯାଇ ଆମ ଘରେ ପହଞ୍ଚିଥିଲା । ପୀଡିତା ଜଣଙ୍କ ହାତ ଯୋଡି କହିଲା ମୋତେ ବଞ୍ଚାଇ ଦିଅ ଓ ତଣ୍ଟି ଶୁଖିଯାଉଛି ପାଣି ଟିକେ ଦିଅ । ପୂରା ଶରୀର